ଆମ ଜିଲା ଖବର

ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ

ରାଜନଗର, ୧୨।୩(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖରେ ୮୮ ହଜାର, ୧୦ ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍‌ ରିଡ୍‌ଲେ ମା’ କଇଁଛ…

ମୃତ୍ୟୁ ରାତିରେ ସାଙ୍ଗରେ ଥିଲେ ପ୍ରୀତିମାନ

ସମ୍ବଲପୁର,୧୨।୩(ବ୍ୟୁରୋ): ସମ୍ବଲପୁର ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଡାଏଟମ୍‌ ରିପୋର୍ଟ ସ୍ବାଭାବିକ ରହିଛି। ଏହି ରିପୋର୍ଟରେ ଚିନ୍ମୟୀଙ୍କ ପେଟରୁ ଯେଉଁ ପାଣି ବାହାରିଥିଲା ତାହା ବୁଡ଼ିଥିବା ସ୍ଥାନର ପାଣି ସହ ସମାନ ବୋଲି…

ପୁରୀ ରେଲଓ୍ବେ ଷ୍ଟେଶନରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୧୨।୩: ପୁରୀରେ ଅଗ୍ନିକାଣ୍ଡ ଥମିବାର ନଁା ଧରୁନି। ଗତ ୩ଦିନ ମଧ୍ୟରେ ବଡ଼ଦାଣ୍ଡସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଓ ନୀଳାଦ୍ରି କମ୍ପ୍ଲେକ୍ସରେ ନିଅଁା ଲାଗିଥିବାବେଳେ ଶନିବାର ପୁଣି ଏକ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥର ଅଗ୍ନିକାଣ୍ଡ କୌଣସି ମାର୍କେଟ କମ୍ପ୍ଲେକ୍ସ…

ନୂତନ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଠାବ

ଗୋପାଳପୁୂର,୧୨।୩(ଡ଼ି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ ଛାତ୍ରାବାସର ଏକ କୋଠରିରେ ଶନିବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ମୃତକ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଅଞ୍ଚଳର ତାରିଣୀ ପ୍ରସାଦ ବିଶ୍ୱାଳ। ସୂଚନା ଅନୁସାରେ,ଗୋପାଳପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ତାରିଣୀ…

ପରିବା ବିଲରେ ମରି ଶୋଇଛି ଦନ୍ତା

ଢେଙ୍କାନାଳ ଅଫିସ,୧୨।୩: ଢେଙ୍କାନାଳ ସଦର ରେଞ୍ଜ ଓସ୍ତପାଳ ଗ୍ରାମରେ ରବିବାର ସକାଳେ ପରିବା ଚାଷ ବିଲରୁ ଏକ ଦନ୍ତାହାତୀ ମୃତଦେହ ଜବତ ହୋଇଛି। ହାତୀଟିର ବୟସ ୨୦ ବର୍ଷ ହେବ । ହାତୀଟି ଗୋଠ ଛଡ଼ା ହାତୀ ବୋଲି ଜଣାପଡିଛି। ମୃତ୍ୟୁର…

ହାଇୱା ଧକ୍କାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

ନିମାପଡ଼ା,୧୨।୩(ଡି.ଏନ୍‌.ଏ.):ପୁରୀ ଜିଲା ନିମାପଡ଼ା ଡେଲ୍‌ଟା ଛକରେ ଏକ ହାଇୱା ଧକ୍କାରେ ଶନିବାର ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ଦୀପା ବେହେରା(୩୨)। ଏନେଇ ତାଙ୍କ ପୁତୁରା ପ୍ରଶାନ୍ତ ବେହେରା ନିମାପଡ଼ା…

ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ

ରଘୁନାଥପୁର,୧୧।୩(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ସାଦେଇପୁର ପଞ୍ଚାୟତ ରାଉତ ନୂଆଗାଁର ନାରାୟଣ ପାଣି ଶନିବାର ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ଗୁପ୍ତଧନ ପାଇବା ଆଶାରେ ତାଙ୍କ ନାବାଳିକା ଝିଅକୁ ବଳିଦେବା ଉଦ୍ଦେଶ୍ୟରେ ସନ୍ଦିଗ୍ଧ ବ୍ୟକ୍ତି ଟାର୍ଗେଟ କରିଥିବା ଅଭିଯୋଗରେ…

ଟ୍ରାପ୍‌ କ୍ୟାମେରା ଲେନ୍ସରେ ବନ୍ୟଜନ୍ତୁ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଅଧିନସ୍ଥ ପାଟଣା ଓ ଘଟଗାଁ ରେଞ୍ଜରେ ଥିବା ଅଟେଇ ଜଙ୍ଗଲ ଏବେ ପାଲଟିଛି ବନ୍ୟପ୍ରାଣୀଙ୍କ ସୁରକ୍ଷାସ୍ଥଳୀ। ଅଟେଇ ଜଙ୍ଗଲରେ ବାଘ ସହିତ ବିଭିନ୍ନ ଜୀବଜନ୍ତୁ ଥିବା ବନ ବିଭାଗ ଟ୍ରାପ କ୍ୟାମେରାରେ ରେକର୍ଡ କରିଛି। ଗଧିଆ, ଗୟଳ…

ପ୍ରଥମଥର ଖରସ୍ରୋତା ମହାବିଦ୍ୟାଳୟ ହେବ ଯୁକ୍ତ ୩ ମୂଲ୍ୟାୟନ କେନ୍ଦ୍ର

ସିଂହପୁର,୧୧ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟ ଡିଗ୍ରୀ କଲେଜରେ ପ୍ରଥମଥର ଯୁକ୍ତ ୩ ସେମିଷ୍ଟାର ପାଇଁ ମୂଲ୍ୟାୟନ କେନ୍ଦ୍ର ହୋଇଛି। ଉକତ୍ଳ ବିଶ୍ୱବିଦ୍ୟାଳୟ ଚିଠି ନମ୍ବର ୫୪୪ରେ ମୂଲ୍ୟାୟନ କେନ୍ଦ୍ର ଓ ଓଏମ୍‌ଆର ସଂଗ୍ରହ କେନ୍ଦ୍ର…

ବାଇକ୍‌-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଟିକିରି,୧୧ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଗୋରଖପୁର ଗ୍ରାମ ନିକଟସ୍ଥ ବୁଲାଣି ନିକଟରେ ଶନିବାର ଏକ ଯାତ୍ରୀବାହୀ ଅଟୋ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର…

ଶେଷ ପର୍ଯ୍ୟାୟରେ ପଞ୍ଚୁଦୋଳ ପ୍ରସ୍ତୁତି

ଗଞ୍ଜାମ,୧୧ା୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ହାଟପଡ଼ିଆରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁ ଦୋଳ ଯାତ୍ରାର ସାହି ଯାତ୍ରା ଶନିବାର ସନ୍ଧ୍ୟାରୁ ଆରମ୍ଭ ହେଉଛି l ଏଥିପାଇଁ ଏହାର ଆଖପାଖ ଅଞ୍ଚଳ ଚଳଚଞ୍ଚଳ ହୋଇଥିବା ଦେଖିବାକୁ ମିଳିଛି l ସାହି ଯାତ୍ରା…

ଆହାର କେନ୍ଦ୍ରରେ ଦିଆଯାଉଛି ନିମ୍ନମାନର ଖାଦ୍ୟ, ପ୍ରତିବାଦ କଲେ ମାଡ଼ ମାରୁଛନ୍ତି କର୍ମଚାରୀ

ବରଗଡ଼ ଅଫିସ, ୧୧।୩: କମ୍‌ ଦାମରେ ସୁଷମ ଖାଦ୍ୟ ଯୋଗାଣ ପାଇଁ ସରକାର ଆହାର ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି କ୍ରମରେ ବରଗଡ଼ ସହରରେ ଆହାର କେନ୍ଦ୍ର ଖୋଲାଯାଇଛି। ତେବେ ଏଠାରେ ସୁଷମ ଖାଦ୍ୟ ବଦଳରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?