ଆମ ଜିଲା ଖବର

ଜଳିଗଲା ୧୫ ବଖରା

ବେଗୁନିଆପଡ଼ା,୧୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ଗୁଡ଼ିଆଳିରେ ଶନିବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ବେଳେ ଚାହୁଁଚାହୁଁ ୧୫ ବଖରା ଜଳିପୋଡ଼ି ପାଉଁଶ ହୋଇଯାଇଛି। ସୂଚନାନୁଯାୟୀ, ଶଟ୍‌ସର୍କିଟ ଯୋଗୁ ହଠାତ୍‌ ନିଆଁ ଲାଗି ଯାଇଥିଲା। ନିଆଁକୁ ଆୟତ୍ତ…

ଦୀପରୁ ନିଆଁ ଲାଗି ମହିଳା ଗୁରୁତର

ଆନନ୍ଦପୁର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କଅଁସ ଗ୍ରାମରେ ଥିବା ଶନିମନ୍ଦିରରେ ଦୀପରୁ ଜଣେ ମହିଳାଙ୍କ ଶାଢିରେ ନିଆଁ ଲାଗିବା ଫଳରେ ସେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯେ,…

ବୁଲିଲା ବୁଲ୍‌ଡୋଜର, ମାଟିରେ ମିଶିଲା ଟିମନଙ୍କ କଳା ସାମ୍ରାଜ୍ୟ

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ସହର ଲର୍କିପାଲି ଓ ପଥରଚେପାଠାରେ ଶନିବାର ପୋଲିସ ଏବଂ ପ୍ରଶାସନିକ ଟିମ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଟିମନ କୁମ୍ଭାରଙ୍କ ଘର ଓ ଆଡ୍ଡାରେ ଉଚ୍ଛେଦ କାର୍ଯ୍ୟ ଜାରି ରଖିଛନ୍ତି। ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ରହି ବାରମ୍ବାର ଜେଲ୍‌ ଯାଇ…

୩ ଦିନ ହେଲା ଅନ୍ଧାରରେ ଛାତ୍ରୀନିବାସ

କୋରୁକୋଣ୍ଡା,୧୧ା୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ହିତ ପାଇଁ ବିଦ୍ୟୁତ୍‌ ବିଭାଗକୁ ଘରୋଇକରଣ କରି ଟାଟା ପାଓ୍ବାରକୁ ହସ୍ତାନ୍ତର କରିଛନ୍ତି। କିନ୍ତୁ ସୁବିଧା ବଦଳରେ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅନେକ ସମୟରେ ଜିଲାର ଅନେକ ଅଞ୍ଚଳରୁ ନାନା ଖବର ଆସୁଥିବାର…

ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଲେ ଜିନା-ରୁଦ୍ର

ବାଲେଶ୍ୱର ଅଫିସ,୧୧।୩: ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ଅଭିନେତ୍ରୀ ସ୍ବାତୀ ସାମଲ(ଜିନା) ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ବାଲେଶ୍ୱର ସହରସ୍ଥିତ ହୋଟେଲ ରୟାଲ କୁଇନ୍‌ଠାରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର…

କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁକାଳୀନ ସହାୟତା ଲୁଟ୍‌, ୨ ବନ ଅଧିକାରୀ ନିଲମ୍ବିତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): କେନ୍ଦୁପତ୍ର ଟଙ୍କା ହଡ଼ପ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ କୁଡୁମୁଲୁଗୁମ୍ମା ମହିଳା ଫରେଷ୍ଟଗାର୍ଡ ପଦ୍ମିନୀ ପଟ୍ଟନାୟକ ଏବଂ ବାଲିମେଳା ଫରେଷ୍ଟର ଦୁର୍ଗା ପ୍ରସାଦ ନାୟକ। ଜୟପୁର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ଏହି ଦୁଇ ଅଧିକାରୀଙ୍କୁ…

ମାଛ ଧରିବାକୁ ଶୁଖାଯାଉଥିଲା ପୋଖରୀ, ମିଳିଲା ଖପୁରି

ବାଲେଶ୍ୱର ଅଫିସ,୧୧ା୩ : ମାଛ ଧରିବାକୁ ଶୁଖାଯାଉଥିଲା ପୋଖରୀ। ପାଣି ଶୁଖିବା ପରେ ପୋଖରୀ ଭିତରେ ପଡ଼ିଥିବା ବସ୍ତାରୁ ମିଳିଲା ଖପୁରି। ଏହାକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଗ୍ରାମବାସୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ଶିଂଲା ଥାନା ଅନ୍ତର୍ଗତ…

ସରିଲା ଭିଜିଲାନ୍ସର ୨ ଦିନିଆ ରିମାଣ୍ଡ

ଭବାନୀପାଟଣା,୧୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସ ଏକ୍ସକ୍ୟାଡ଼ର ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ବାବଦ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣାର ମୁଖ୍ୟ ଅଭିଯୁକ୍ତ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆରଙ୍କୁ ଗୁରୁବାରଠାରୁ ୨ଦିନିଆ ରିମାଣ୍ଡରେ ନେଇଥିଲା କଳାହାଣ୍ଡି ଭିଜିଲାନ୍ସ ବିଭାଗ। ଶୁକ୍ରବାର ରିମାଣ୍ଡ…

ଜିଲାର ଅଧିକାଂଶ ଜଙ୍ଗଲରେ ଲାଗିଛି ନିଆଁ

ନୂଆପଡ଼ା ଅଫିସ,୧୧।୩: ନୂଆପଡା ଜିଲାର ଅଧିକାଂଶ ଜଙ୍ଗଲରେ ନିଆଁ ଲାଗିଥିବା ଅଭିଯୋଗ ହେଉଛି। ଜିଲାର ବଡପାହାଡ ବୋଲି କୁହାଯାଉଥିବା ଗୋଡା ପାହାଡ, ନୂଆପଡା ଓ ବଲାଙ୍ଗୀର ଜିଲା ମଧ୍ୟ ଭାବେ ଅବସ୍ଥାପିତ ଚାନ୍ଦେଲ ପାହାଡ, ତରବୋଡଠାରୁ ବଲାଙ୍ଗୀରକୁ ସଂଯୋଗ କରୁଥିବା ଉଭୟ…

‘ସମନ୍ବୟ ରହିଲେ ଜୀବନ ବଞ୍ଚତ୍ବ’

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ଜିଲା ଜରୁରୀକାଳୀନ ଅପରେଶନ ସେଣ୍ଟର ଓ ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ…

୮ ବର୍ଷ ହେଲା କାଗଜକଲମରେ ଚାଲିଛି ବିଦ୍ୟାଳୟ

ମାଥିଲି,୧୧ା୩ (ଡି.ଏନ.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକରେ ରହିଛି ବଡ଼ଡୁରାଲ ପଞ୍ଚାୟତର କୁଟୁନିପଦର ଗ୍ରାମ। ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ଛୋଟ ପିଲା ଥିଲେ ମଧ୍ୟ ସେମାନେ ଏଯାଏ ବିଦ୍ୟାଳୟ ମୁହଁ ଦେଖିନାହାନ୍ତି। ମାତ୍ର କାଗଜକଲମରେ ଗ୍ରାମରେ ବିଦ୍ୟାଳୟ ଚାଲିଛି। ପିଲାମାନେ ପାଠ…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ମ୍ୟୁଜିୟମ ଅଫ୍‌ ଜଷ୍ଟିସ୍‌

କଟକ ଅଫିସ,୧୧ା୩: କଟକ ବାରବାଟୀ ଦୁର୍ଗ ପରିସରସ୍ଥ ମ୍ୟୁଜିୟମ୍‌ ଅଫ୍‌ ଜଷ୍ଟିସ୍‌କୁ ସର୍ବସାଧାରଣଙ୍କ ଲାଗି ଶୁକ୍ରବାରଠାରୁ ଖୋଲାଯାଇଛି। ଏହି ନ୍ୟାୟିକ ସଂଗ୍ରହାଳୟ ସପ୍ତାହରେ ସୋମବାର ବ୍ୟତୀତ ଅନ୍ୟ ସବୁଦିନ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲାରହିବ। ସଂଗ୍ରହାଳୟ ମଧ୍ୟକୁ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?