ଆମ ଜିଲା ଖବର

ଅଧିକାରୀଙ୍କ ଅନୁପସ୍ଥିତି ଯୋଗୁ ବିଧାୟକଙ୍କ କ୍ଷୋଭ

ତୁମୁଡିବନ୍ଧ,୧୧ା୩: ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଶୁକ୍ରବାର ୪ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝି ସଭାପତିତ୍ୱ କରିଥିଲେ। ବୈଠକରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କଁହର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସଭାପତି…

ଅଧ୍ୟାପକ ଅଭାବ ବିଜ୍ଞାନ ଶିକ୍ଷାରେ ବାଧକ

ଯାଜପୁର ଅଫିସ,୧୧ା୩: ରାଜ୍ୟର ଅଧିକାଂଶ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ, ପ୍ରାଧ୍ୟାପକ ପଦବୀ ପୂରଣ ହୋଇପାରୁନାହିଁ। ବିଶେଷକରି ବିଜ୍ଞାନ ପାଠ୍ୟକ୍ରମରେ ଏହି ଅଭାବ ବେଶି ପରିଲକ୍ଷିତ ହେଉଛି। ଉଚ୍ଚଶିକ୍ଷା ବିଭାଗର ଅଜବ ନୀତି ଯୋଗୁ ଶିକ୍ଷକ ଅଭାବ ସମସ୍ୟା ବଳବତ୍ତର ରହୁଛି।…

ଜିଲାର ୯୧ କେନ୍ଦ୍ରରେ ୧୩,୪୯୫ ପରୀକ୍ଷାର୍ଥୀ

ଜଗତ୍‌ସିଂହପୁର ଅଫିସ, ୧୧ା୩: ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ଜଗତ୍‌ସିଂହପୁର ଜିଲାର ୧୩,୪୯୫ ପରୀକ୍ଷାର୍ଥୀଙ୍କୁ ୯୧ଟି କେନ୍ଦ୍ରରେ ପରୀକ୍ଷା ଦେବାର ସୁଯୋଗ ଥିବାବେଳେ ସେଥିରୁ ୨୫୧ ଜଣ ଅନୁପସ୍ଥିତ ରହିଛନ୍ତି।…

ଆଦିବାସୀଙ୍କ ଜୀବନ ଜୀବିକା ବିକାଶର ଆବଶ୍ୟକତା ରହିଛି

ଫୁଲବାଣୀ ଅଫିସ, ୧୧ା୩ : କନ୍ଧମାଳ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍‌ଡିସି)ର ନୂତନ ଭାବେ ମନୋନୀତ ସଭ୍ୟଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଫୁଲବାଣୀ କରୋନେସନ ପଡ଼ିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝି ଏଥିରେ…

ପାଣି ଚିନ୍ତା: ୭ ଦିନ ମଧ୍ୟରେ ବୈଠକ ଡାକିବାକୁ ନିର୍ଦ୍ଦେଶ

ଜଳେଶ୍ୱର,୧୨ା୩(ଡି.ଏନ.ଏ.): ଜଳେଶ୍ୱର ପଞ୍ଚାୟତ ସମିତିର ୩ୟ ବୈଠକ ଶୁକ୍ରବାର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ମାନସ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପିଇବା ପାଣି ସମସ୍ୟା ଉକତ୍ଟ ହୋଇଥିବାରୁ ସରପଞ୍ଚ ଓ ସମିତିସଦସ୍ୟ ବିଭିନ୍ନ ଅଭିଯୋଗ…

ଜଳକ୍ଳିଷ୍ଟ ଅଞ୍ଚଳରେ ଜଳ ଯୋଗାଣ ନିର୍ଦ୍ଦେଶ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): ଗ୍ରୀଷ୍ମ ପ୍ରବାହର ମୁକାବିଲା ନିମନ୍ତେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକ୍‌ରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି…

ପୁଣି ଝୁଲି ରହିଲା ନିର୍ବାଚନ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘର ନିର୍ବାଚନକୁ ନେଇ ବିବାଦ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୨୦୨୨ ଅଗଷ୍ଟ ୯ରୁ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ପୁରି ଯାଇଥିଲେ ମଧ୍ୟ କର୍ମକର୍ତ୍ତାମାନେ ନିର୍ବାଚନ କରିବାକୁ ନେଇ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି।…

ଦର୍ଶକଙ୍କ ମନ ମୋହିଲା ସୌରିନ, ଶୁଭାଶିଷଙ୍କ ସଙ୍ଗୀତ

ଖଇରା, ୧୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁଣ୍ଢିରାଠାରେ ଗୁରୁବାର ସନ୍ଧ୍ୟାରେ ବାରପଡ଼ା ସୁଣ୍ଢିରା ଦୋଳ ମହୋତ୍ସବ ନୃତ୍ୟଗୀତର ତାଳେ ତାଳେ ଉଦ୍‌ଘାଟିତ ହୋଇଯାଇଛି ା ଉଦ୍‌ଘାଟନୀ ସଭାରେ କମିଟି ସଭାପତି ବିଜୟ କୁମାର ରାୟ ପୌରୋହିତ୍ୟ କରିଥିଲେ। ଅଧ୍ୟାପକ…

ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ ଉଠାଇଲେ ଗ୍ରାମବାସୀ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ ଅନୁଦାନରେ ଗ୍ରାମ୍ୟ ଉନ୍ନୟନ ବିଭାଜନ-୧ ପକ୍ଷରୁ ଟିକରପଡ଼ାଠାରୁ କୁଡ଼ିଆଘର ପର୍ଯ୍ୟନ୍ତ ଦୀର୍ଘ ୯ କିଲୋମିଟର ରାସ୍ତା କାମ ନିର୍ମାଣ ଚାଲିଛି। ୫ କୋଟି ୩୫ ଲକ୍ଷ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ବେଳେ…

ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ

ବୈଶିଙ୍ଗା,୧୧ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ରଘୁପୁର ପଞ୍ଚାୟତର ଖୁଣ୍ଟାପୁର ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ମରାମତି କାର୍ଯ୍ୟ ତୁରନ୍ତ କରା ନ ଗଲେ ସ୍ଥାନୀୟ ଲୋକେ ଆସନ୍ତା ସାଧାରଣ ନିର୍ବାଚନ ବର୍ଜନ କରିବେ ବୋଲି ଚେତାବନୀ…

ଅଟେଇ ସଂରକ୍ଷିତ ଜଙ୍ଗଲରୁ ୨ ଟ୍ରାପ୍‌ କ୍ୟାମେରା ଚୋରି

କେନ୍ଦୁଝର/ପାଟଣା,୧୧ା୩(ସ୍ବ.ପ୍ର.): ମହାବଳ ବାଘର ଗତିବିଧି ନିରୀକ୍ଷଣ ପାଇଁ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ଲଗାଯାଇଥିବା ୨ ଟ୍ରାପ୍‌ (ସିସିଟିଭି) କ୍ୟାମେରା ଚୋରି ହୋଇଯାଇଛି। ଦୁଇ କ୍ୟାମେରା ରୋହିଣୀଦୁମା ଜଙ୍ଗଲରେ ଲଗାଯାଇଥିଲା। ଚୋରି ପଛରେ ସ୍ଥାନୀୟ ଲୋକ କିମ୍ବା ଶିକାରୀଙ୍କ ହାତ…

ବିର୍ସା ମୁଣ୍ଡା ଆଥ୍‌ଲେଟିକ୍‌ ଷ୍ଟାଡିୟମ ଲୋକାର୍ପଣ

ରାଉରକେଲା ଅଫିସ,୧୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦୁଇଦିନିଆ ରାଉରକେଲା ଗସ୍ତ କରିଛନ୍ତି। ଏହି ସମୟରେ ସେ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ରାଉରକେଲା ବିଶ୍ରା ଛକରେ ନିର୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?