ଆମ ଜିଲା ଖବର

ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍‌.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ…

ସିସିଟିଭି ସର୍ଭେଲାନ୍ସରେ ୮୧ କେନ୍ଦ୍ର

ଢେଙ୍କାନାଳ ଅଫିସ,୧୦।୩: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାରଠାରୁ ଆରମ୍ଭ ହେଉଛି ସମ୍ମେଟିଭ୍‌ ଆସେସମେଣ୍ଟ (ଏସ୍‌ଏ-୨)। ଢେଙ୍କାନାଳ ଜିଲାର ୯୬ କେନ୍ଦ୍ରରେ ମୋଟ ୧୬,୧୧୫ ରେଗୁଲାର ଏବଂ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ୧୦ ଜଣ ମଧ୍ୟମା ଏବଂ ୧୬୦…

ମନ୍ଦିର ସମ୍ମୁଖରେ ନିର୍ମାଣକୁ ନେଇ ବିରୋଧ

ଆଠଗଡ଼,୧୦ା୩(ଡି.ଏନ୍‌.ଏ.): କଟକ ଜିଲା ଅନ୍ତର୍ଗତ ଆଠଗଡ଼ ସହରସ୍ଥିତ ରଘୁନାଥ ମନ୍ଦିର ସମ୍ମୁଖରେ ଦେବୋତ୍ତର ପକ୍ଷରୁ ଗୃହ ନିର୍ମାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଆଠଗଡ଼ ସହରର ଶ୍ରଦ୍ଧାଳୁମାନେ ମନ୍ଦିର ସମ୍ମୁଖରେ ଶୁକ୍ରବାର ପୂର୍ବାହ୍ନରେ ୬୫ ନମ୍ବର ରାଜ୍ୟ ରାଜପଥ ଅବରୋଧ…

ବେକରେ ଗାମୁଛା ବାନ୍ଧି ଗଛରେ ଝୁଲିପଡ଼ିଲେ ଯୁବକ

ଜେନାପୁର,୧୦ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଳକ ଅନ୍ତର୍ଗତ ଅଞ୍ଜିରା ପଞ୍ଚାୟତ ଅଧିନସ୍ଥ ବାଉଁଶଡୋଲ ଗ୍ରାମର ଜଣେ ଯୁବକ ୫୩ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଚାକୁଣ୍ଡା ଗଛରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ଯୁବକଙ୍କ…

କାମରେ ଲାଗୁନି ୭ କୋଟିର ବସ୍‌ଷ୍ଟାଣ୍ଡ

କେନ୍ଦୁଝର,୧୦ା୩(ଡି.ଏନ୍‌.ଏ): କେନ୍ଦୁଝର ଜିଲା ସଦର ମହକୁମାରେ ନିର୍ମିତ ନୂତନ ବସ୍‌ଷ୍ଟାଣ୍ଡ କାମରେ ଲାଗୁନାହିଁ। ୧୦ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ଷ୍ଟାଣ୍ଡ ପରିସରରେ ଫୁଡ୍‌କୋର୍ଟ, ପ୍ରତୀକ୍ଷାଳୟ ଓ ଏଟିଏମ୍‌ ଭଳି ଅତ୍ୟାଧୁନିକ ସୁବିଧା ରହିଛି। ମାତ୍ର ବସ୍‌…

୬୦ ପଏଣ୍ଟରେ ଜଳୁଛି ଶିମିଳିପାଳ: ବର୍ଷା ସତ୍ତ୍ୱେ ଲିଭୁନି ନିଆଁ

ବାରିପଦା ଅଫିସ,୧୦ା୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ବଢ଼ିବାରେ ଲାଗିଛି। ଗୁରୁବାର ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ ଡିଭିଜନର ୬୦ଟି ପଏଣ୍ଟରେ ନିଆଁ ଜଳୁଥିବା ନେଇ ସାଟେଲାଇଟ ଚିତ୍ରରୁ ଜଣାପଡ଼ିଛି। ବୁଧବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ଯଶିପୁର…

ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ପଠାଗଲା

ଖଣ୍ଡପଡ଼ା,୧୦ା୩(ସ୍ବ.ପ୍ର): ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପ୍ରତିବର୍ଷ ପରି ଭୁବନେଶ୍ୱରରେ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ । ରୁକୁଣା ରଥ ନିର୍ମାଣ ନିମନ୍ତେ ଖଣ୍ଡପଡ଼ା ଅଞ୍ଚଳରୁ ୯ ଟି ଆମ୍ବଗଛ ଗଣ୍ଡି ଭୁବନେଶ୍ୱର ପଠାଯାଇଛି। ଖଣ୍ଡପଡ଼ା ବନବିଭାଗ ପକ୍ଷରୁ କିଆଝର…

ଖବର ପ୍ରକାଶ ପାଇବା ପରେ ତତ୍ପରତା

ଓଡ଼ଗାଁ,୧୦ା୩ (ସ୍ବ.ପ୍ର): ନୟାଗଡ଼ ଜିଲାର ଓଡ଼ଗାଁ ସମେତ ଅନ୍ୟ ବ୍ଲକରୁ ଧାନ ବିକ୍ରିରେ ସୁଧାର ଆଣିବାକୁ ଜିଲାପାଳ ସମ୍ବଲପୁର ମିଲରଙ୍କୁ ଧାନ କିଣିବାକୁ ଅନୁମତି ପ୍ରଦାନ କରିଥିଲେ। ବିନା କଟ୍‌ନୀ ଛଟନୀରେ ଧାନ କିଣିବାକୁ କୁହାଯାଇଥିଲା। ହେଲେ ସମ୍ବଲପୁର ମିଲର ମଧ୍ୟ…

୫ ଦିନରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ହେବ

ନୟାଗଡ଼ ଅଫିସ,୧୦।୩: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ଏବଂ ଅଣସଙ୍ଗଠିତ ଶ୍ରମିକଙ୍କୁ ସାମାଜିକ କଲ୍ୟାଣ ଯୋଜନାରେ ସହାୟତା ଯୋଗାଇ ଦେବା ପାଇଁ ସହାୟତା ପ୍ରଦାନ ଶିବିର ନୟାଗଡ଼ ସହରର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି…

ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ…

୧୨ ବର୍ଷ ପରେ ଘର ବାହୁଡ଼ା

ନୟାଗଡ଼ ଅଫିସ/ନୂଆଗାଁ,୧୦।୩(ଡି.ଏନ.ଏ.): ୧୨ ବର୍ଷ ପରେ ଘରକୁ ବାହୁଡିଲେ ୧୯ ବର୍ଷର ଯୁବକ ଶାନ୍ତନୁ ଜାନି। ପଣ୍ଡିଚେରୀରେ ଜଣେ ଠିକାଦାରଙ୍କ ପାଖରେ ନିର୍ଯାତିତ ହୋଇ ଅଭିଶପ୍ତ ଜୀବନଯାପନ କରୁଥିଲେ । ବଞ୍ଚିବା ପାଇଁ ଠିକାଦାର କେବଳ ଖାଇବାକୁ ଓ ପିନ୍ଧିବାକୁ ଦେଉଥିଲେ…

୩୧୮ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୨୧,୦୩୭ ଛାତ୍ରୀଛାତ୍ର

ଭଦ୍ରକ ଅଫିସ,୧୦ା୩: ଶୁକ୍ରବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା ବା ସମେଟିଭ୍‌-୨ ପରୀକ୍ଷା। ଜିଲାର ମୋଟ୍‌ ୩୧୮ଟି ଉଚ୍ଚ ବିଦ୍ୟାଳୟର ୨୧୦୩୭ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଉଛନ୍ତି। ୭ଟି ବ୍ଳକରେ ମୋଟ୍‌ ୧୧୫ଟି ପରୀକ୍ଷା କେନ୍ଦ୍ର କରାଯାଇଥିବା ବେଳେ ଚାନ୍ଦବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?