ଆମ ଜିଲା ଖବର

ବିବାଦ ଘେରରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ତହସିଲଦାରଙ୍କୁ ରାଜସ୍ବ କ୍ଷମତା ହସ୍ତାନ୍ତରକୁ ନେଇ ଉଠିଲା ପ୍ରଶ୍ନ

କଟକ ସଦର,୨୬ା୧୦(ସୁଶାନ୍ତ କୁମାର ଜେନା): ୨୦୨୫ରେ କଟକ ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରି ସରକାରୀ ଜମିର ହସ୍ତାନ୍ତର କରିବାର କ୍ଷମତା ଜିଲାର ସମସ୍ତ ତହସିଲଦାରଙ୍କୁ ପ୍ରଦାନ କରିଛନ୍ତି। ଏହି ନିର୍ଦ୍ଦେଶନାମାରେ ରାଜ୍ୟ ସରକାରଙ୍କ ଯେ କୌଣସି ସରକାରୀ ବିଭାଗ ସ୍ଥାୟୀ…

ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର

ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଧକ୍କାରେ ବିପରୀତ ଦିଗରୁ ସ୍କୁଟିରେ ଆସୁଥିବା ୩ ଯୁବକଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଗୁରୁତର…

ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଗୋରୁମହିଷାଣି ଥାନା ଅନ୍ତର୍ଗତ ତାଣ୍ଡିପାଣି ଗ୍ରାମର ରାମେଶ୍ୱର ପିଙ୍ଗୁଆ (୪୫)। ତାଙ୍କୁ…

ଗ୍ରାମ୍ୟ ନିର୍ମାଣ ବିଭାଗ କେନ୍ଦ୍ରାପଡ଼ା-ଯାଜପୁର ସର୍କଲ: ପିସି କାରବାରରୁ ବଢ଼ୁଛି ଦୁର୍ନୀତି, ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୬ା୧୦(ହର୍ଷବର୍ଦ୍ଧନ ବେହେରା): ପ୍ରଶାସନରେ ସ୍ବଚ୍ଛତା ଏବଂ ପରସେଣ୍ଟ (ପିସି) କାରବାରର ମୂଳୋପତ୍ାଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର ବିଭିନ୍ନ ଉନ୍ନୟନ ପ୍ରକଳ୍ପରେ ପିସି ଦୁର୍ନୀତି ବଢ଼ିବାରେ ଲାଗିଛି। ଫଳରେ ଠିକାଦାରମାନେ ନାହିଁ…

ଛତ୍ରପୁରରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ, ଆଳତି ଦର୍ଶନ କରି ଆଶୀର୍ବାଦ ଲାଭ କଲେ ଜିଲାପାଳ-ଏସ୍‌ପି

ଛତ୍ରପୁର,୨୬ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୁମାର ପୂର୍ଣ୍ଣିମା ଅବସରରେ ଛତ୍ରପୁର ଲୋୟର ବସ୍‌ଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଆରମ୍ଭ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ…

ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୨୬ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଦେବଗଡ଼ ଥାନା ନୂଆଁଗାଁ ଗ୍ରାମର ମୁନା…

ପୁଇଁତୋଳା ସାନ ସାହିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ, ୯ ଦିନ ଧରି ଚାଲିବ…

ଗଞ୍ଜାମ,୨୫।୧୦(ବିଦ୍ୟାଧର ସାହୁ ): ପୁଇଁତୋଳା ସାନ ସାହି ଠାରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ରବିବାର ଆରମ୍ଭ ହୋଇଛି । ଶନିବାର ସନ୍ଧ୍ୟାରେ ଏକ ବିରାଟ ଶୋଭାଯାତ୍ରାରେ ବଡ଼ ବନ୍ଧ ପୁଷ୍କରିଣୀରୁ ପାଣି ଅଣାଯିବା ପରେ ହୋମ କାର୍ଯ୍ୟ ଆରମ୍ଭ ହୋଇଥିଲା ।…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା, କେନ୍ଦୁଗୁଡା ଓ ଡେରଲାଠି ଗ୍ରାମରେ ବର୍ତ୍ତମାନ ବିକାଶର ଏକ ନୂତନ ଅଧ୍ୟାୟ ସୃଷ୍ଟି…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ ଶନିବାର ଠାରୁ ଶୁଭାରମ୍ଭ ହୋଇଛି…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୬ ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ରୁ ଉର୍ଦ୍ଧ୍ବ…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ ଅବସରରେ ଏକ ବିରାଟ ଶୋଭାଯାତ୍ରାରେ ମା’ଙ୍କୁ ସହର ପରିକ୍ରମା କରାଯାଇଥିଲା। ଶୋଭାଯାତ୍ରାରେ ପଶ୍ଚିମ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ ବାଉଁଶଲୁଣ୍ଡି ଏବଂ ତୁଳସୀପଲ୍ଲୀର ମୁଖ୍ୟରାସ୍ତା ଏବଂ ଗାଁ ଭିତରେ ରବିବାର ଗଜଲକ୍ଷ୍ମୀ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?