ପରିବାର ପ୍ରତିପୋଷଣ ଚିନ୍ତାରେ ବ୍ୟବସାୟୀ
ପୁରୀ ଅଫିସ,୧୦ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଦୋକାନ କରି ପେଟ ପୋଷୁଥିବା ବ୍ୟବସାୟୀମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ସେମାନଙ୍କର ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଅନେକ ଦେକାନୀ ଧାରକରଜ ଆଣି ଦୋକାନ କରିଥିଲେ। ଏବେ…
ବିଡିଓଙ୍କ ବିଜ୍ଞାପନରେ ଶଙ୍ଖ ଚିହ୍ନ
ଅନୁଗୋଳ ଅଫିସ୍/ବଇଣ୍ଡା (ଡି.ଏନ୍.ଏ.),୧୦।୩:ଅନୁଗୋଳ ଜିଲା କିଶୋରନଗର ବିଡିଓ ବିନୋଦ ବିହାରୀ ବେହେରା ଓଡ଼ିଶା ସରକାରୀ କର୍ମଚାରୀ ସର୍ଭିସ କୋଡ୍-୧୯୫୯ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ପଞ୍ଚାୟତିରାଜ ଦିବସରେ ସେ ବିଜେଡିର ଶଙ୍ଖ ଚିହ୍ନ ଥାଇ ଏକ ନିର୍ଦ୍ଦିଷ୍ଟ ଖବରକାଗଜକୁ ବିଜ୍ଞାପନ ଦେଇଥିବା…
ଦୂର ହେଉନି ଆବାସ ଦ୍ୱନ୍ଦ୍ୱ
ରସୁଲପୁର,୧୦ା୩(ଡି.ଏନ.ଏ.):ରସୁଲପୁର ବ୍ଲକ ଅନ୍ତର୍ଗତ ଶ୍ରୀବନ୍ତପୁର ପଞ୍ଚାୟତ ଦିଆନଚକ ଗ୍ରାମର ଲୋକନାଥ ସ୍ବାଇଁଙ୍କ ପରିବାର ପଲିଥିନ ତଳେ ବାସ କରୁଛନ୍ତି। ଲୋକନାଥ ଆବାସ ପାଇଁ ୨ବର୍ଷ ହେଲା ବ୍ଲକ୍ କାର୍ଯ୍ୟାଳୟରେ ଟଙ୍କା ଫେରସ୍ତ କରି ଆସିଛନ୍ତି। ହେଲେ ପକ୍କା ଘର ନିର୍ମାଣ ପାଇଁ…
ସରପଞ୍ଚଙ୍କ ଦସ୍ତଖତ ଜାଲିଆତି କରି ଟଙ୍କା ଉଠାଣ
ଚଣ୍ଡିଖୋଲ,୧୦ା୩(ଡି.ଏନ୍.ଏ.):ଯାଜପୁର ଜିଲା ବଡ଼ଚଣା ବ୍ଲକ ମଝିପଡ଼ା ପଞ୍ଚାୟତର ସରପଞ୍ଚଙ୍କ ଦସ୍ତଖତ ଜାଲିଆତି କରି ଏହି ପଞ୍ଚାୟତର ନିର୍ବାହୀ ଅଧିକାରୀ(ପିଇଓ) ଟଙ୍କା ଉଠାଇ ନେଇଛନ୍ତି। ଏନେଇ ସରପଞ୍ଚ ଶୋଭା ବଜ୍ରକବାଟ ପିଇଓ ପ୍ରଶାନ୍ତ ଜେନାଙ୍କ ନାମରେ ବାଲିଚନ୍ଦ୍ରପୁର ଥାନାରେ ଏତଲା ଦେବା ସହ…
ଓଡ଼ିଆ ବୈଜ୍ଞାନିକଙ୍କୁ ଆନ୍ତର୍ଜାତିକ ପୁରସ୍କାର
ବାଲିକୁଦା,୧୦।୩(ସ୍ବ.ପ୍ର.):ଭାବା ପରମାଣୁ ଗବେଷଣା କେନ୍ଦ୍ର, ମୁମ୍ବାଇରେ କାର୍ଯ୍ୟରତ ଓଡ଼ିଆ ମହିଳା ବୈଜ୍ଞାନିକ ଡ. ଜ୍ୟୋତିର୍ମୟୀ ମହାନ୍ତି ୨୦୨୩ ମସିହାର ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର (ଆଇୟୁପିଏସି ଡିଷ୍ଟିଂଉଇସ୍ ଓମା୍ୟନ ଇନ୍ କେମେଷ୍ଟି ଅର୍ କେମିକାଲ ଇଞ୍ଜିନିୟରିଂ) ପାଇଁ ମନୋନୀତ ହୋଇଛନ୍ତି। ଭାରତର ପ୍ରଥମ…
ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ନେଇ ଉଠିଲା ଅନେକ ପ୍ରଶ୍ନ
ପୁରୀ ଅଫିସ, ୧୦ା୩: ମରୀଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। କିପରି ଓ କାହିଁକି ଏହି ଘଟଣା ଘଟିଲା, ଏଥିପାଇଁ ଦାୟୀ କିଏ ଏବଂ କେଉଁ କାରଣରୁ ନିଆଁ ଶୀଘ୍ର…
ପ୍ଲାଷ୍ଟିକ୍ ଅଲିଭ ରିଡ୍ଲେଙ୍କ ପାଇଁ ବିପଦ ସାଜିଛି
କେନ୍ଦ୍ରାପଡା ଅଫିସ,୧୦ା୩:ରାଜନଗର ବ୍ଲକ ପେଣ୍ଠଠାରେ ସାଗରବେଳା ମହୋତ୍ସବ ଗତ ୩ ତାରିଖରୁ ୩ ଦିନ ଧରି ଅନୁଷ୍ଠିତ ହୋଇଥିଲା। ମହୋତ୍ସବ ସରିଯାଇଥିବା ବେଳେ ଏହି ପର୍ଯ୍ୟଟନ କ୍ଷେତ୍ରରେ ଆବର୍ଜନା କୁଢ଼ କୃଢ଼ ପଡ଼ି ରହିଛି; ଯାହା ପର୍ଯ୍ୟଟକଙ୍କ ପାଇଁ ବିରକ୍ତି ଆଣୁଥିବା…
ଉନ୍ନୟନ କାମ ଯୋଗୁ ପ୍ରଦୂଷଣ ଉତ୍କଟ
ଯାଜପୁର ଅଫିସ,୧୦ା୩ :ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥର ପୂର୍ବ ପାର୍ଶ୍ୱରେ ଏକାଧିକ ନୂତନ ବୃହତ୍ ପ୍ରକଳ୍ପ ଚାଲିଛି। ଏଥିରେ ବିଶାଳ ସୌଧ, ସେତୁ, ବଡ଼ ନାଳ, ବ୍ୟାରେଜ, ଖାଲୁଆ ଅଞ୍ଚଳକୁ ପୋତା କାର୍ଯ୍ୟ, ରାସ୍ତା ଆଦି ରହିଛି।…
ଏମ୍ଜିଏନ୍ଆର୍ଇଜିଏସ୍ ତଥ୍ୟ ଦେବାକୁ ପ୍ରଶାସନର ଭୟ
ନାଉଗାଁ,୧୦ା୩(ସ୍ବ.ପ୍ର):କେନ୍ଦ୍ର ସରକାରଙ୍କର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) କାର୍ଯ୍ୟକାରୀ ହେଉଛି। ଦାରିଦ୍ର୍ୟ ଦୂରିକରଣ କରିବା ସହ ସମସ୍ତ ଶ୍ରମିକଙ୍କୁ ଶ୍ରମ ପ୍ରଦାନ କରିବା । ଏଥିସହ ରାଜ୍ୟ ତଥା ବାହାରକୁ ଦାଦନ ଖଟିବାକୁ ଯାଉଥିବା…
ପାସ୍ ହେଲା ୬୦୫ କୋଟିର ବଜେଟ
କଟକ ଅଫିସ,୧୦ା୩: କଟକ ମହାନଗର ନିଗମ (ସିଏମ୍ସି)ର ଚିଠା ବଜେଟରୁ ପୂର୍ଣ୍ଣାଙ୍ଗ ବଜେଟ୍ ଆୟବ୍ୟୟ ବୃଦ୍ଧି ପାଇଛି। ପୂର୍ବରୁ ଚିଠା ବଜେଟ୍ରେ ସମ୍ଭାବ୍ୟ ଆୟ ୫୮୭ କୋଟି ଦର୍ଶାଯାଇଥିବାବେଳେ ଏହାକୁ ପରିବର୍ତ୍ତନ କରାଯାଇ ପୂର୍ଣ୍ଣାଙ୍ଗ ବଜେଟ୍ରେ ସମ୍ଭାବ୍ୟ ଆୟ ୬୦୫ କୋଟି…
୫୪ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି
ପଟ୍ଟାମୁଣ୍ଡାଇ, ୧୦ା୩ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପିଇବା ପାଣି ଏବେବି ପ୍ରମୁଖ ସମସ୍ୟା ହୋଇ ରହିଛି। ସରକାର ଅମୃତ ଯୋଜନାରେ ବିଶୁଦ୍ଧ ପାଣି ଯୋଗାଣ ବାବଦରେ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। କେଉଁ ୱାର୍ଡରେ ପାଣି…
ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା
କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…

