ଆମ ଜିଲା ଖବର

ସନ୍ଦିଗ୍ଧ ପାରା ଉଦ୍ଧାର, ଗୋଡ଼ରେ ବନ୍ଧା ହୋଇଛି ସିସିଟିଭି, ମେମୋରି ଚିପ୍ସ

ପାରାଦୀପ,୮ା୩(ସ୍ବ.ପ୍ର.): ପାରାଦୀପ ମାଛଧରାବନ୍ଦର ପରିସରରୁ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବୋଟରୁ ବୁଧବାର ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ପାରାଦୀପ ମେରାଇନ ପୋଲିସକୁ ହସ୍ତାନ୍ତର କରିବା ପରେ ପୋଲିସ ତାକୁ ନେଇ ଅଟକ ରଖିବା ସହ ତଦନ୍ତ ଆରମ୍ଭ କରିଛି।…

ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି,୮।୩: ସାରା ଦେଶରେ ବୁଧବାର ହୋଲି ପର୍ବ ଏବଂ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଛି। ଏହି ଅବସରରେ ଗଜପତି ଜିଲା ପାରାଳାଖେମୁଣ୍ଡିରେ ବରିଷ୍ଠ ନାଗରିକ ମଞ୍ଚ ପାରଳାଖେମୁଣ୍ଡି ପକ୍ଷରୁ ଏକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏହି ଯାତ୍ରାରେ ପ୍ରାକୃତିକ ରଙ୍ଗର…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର

ବାଉଁଶୁଣୀ,୮।୩(ଡି.ଏନ୍‌.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା ଏକ ଟ୍ରନ୍ସଫର୍ମରକୁ ଧକ୍କା ଦେଲା ବାଇକ। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସାରା ଦେଶରେ…

ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ। ପରସ୍ପର ମଧ୍ୟରେ ସ୍ନେହ ଓ…

ନର୍ଲା ପୋଲିସର ବଡ଼ ସଫଳତା: ଶାନ୍ତପୁର କେନାଲ ନିକଟରୁ ଗଞ୍ଜେଇ ମାଫିଆ ଗିରଫ

ରୁପ୍ରାରୋଡ,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବଡ଼ ସଫଳତା ହାସଲ କରିଛି। ଇତିମଧ୍ୟରେ କୌଣସି ସୂତ୍ରରୁ ଖବରପାଇ ପୋଲିସ ନର୍ଲା ଥାନା ଅନ୍ତର୍ଗତ ଶାନ୍ତପୁର କେନାଲ ନିକଟରୁ ଏକ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ…

ଗୁମୁରାରେ ନିଆରା ହୋଲି ଖେଳ ପାଳିତ

କେନ୍ଦୁଝର,୮।୩(ସ୍ବ.ପ୍ର.): ବୁଧବାର ସବୁଆଡେ ବିଭିନ୍ନ ରଙ୍ଗ ଓ ଅଭିର ଲଗାଇବା ସହ ନାଚଗୀତ ଆସରରେ ଲୋକେ ହୋଲି ପାଳନ କରିଛନ୍ତି। ଇତିମଧ୍ୟରେ କେନ୍ଦୁଝର ସହର ନିକଟ ଗୁମୁରା ଗ୍ରାମରେ ଏକ ନିଆରା ହୋଲି ଖେଳ ହୋଇଥିବା ଦେଖିବାକୁ ମିଳିଛି। ଯୁବକ ଯୁବତୀମାନେ…

ଦାରିଙ୍ଗବାଡ଼ିରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦାରିଙ୍ଗବାଡି, ୮।୩ (ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସାରିଙ୍ଗିଇର୍ପି ପଡିଆଠାରେ ବୁଧବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବ୍ଲକର ୨୫ ପଞ୍ଚାୟତରୁ ଶତାଧିକ ମହିଳା ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ନାରୀ ମହାସଙ୍ଘ ପକ୍ଷରୁ ପ୍ରତିବର୍ଷ…

୬୦କେଜି ବନ୍ୟପ୍ରାଣୀ ମାଂସ ସମେତ ଅଟୋ ଜବତ: ୨ଅଭିଯୁକ୍ତ ଗିରଫ

ଓଡଗାଁ୮।୩(ସ୍ବ.ପ୍ର.): କିଛି ଦିନ ବ୍ୟବଧାନରେ ପୁଣି ଥରେ ନୟାଗଡ଼ ଓଡଗାଁ ବନାଞ୍ଚଳ ଅନ୍ତର୍ଗତ ନାଉଖାଲ ନିକଟରୁ ୬୦କିଲୋଗ୍ରାମ୍‌ ବନ୍ୟପ୍ରାଣୀ ମାଂସ ଜବତ କରିଛି ବନ ବିଭାଗ। ବନବିଭାଗ କର୍ମଚାରୀ ସୂଚନା ପାଇ ନାଉଖାଲ ନର୍ସରୀ ସାମ୍ନାରେ ଥିବା ଏକ ଅଟୋକୁ ସନ୍ଦେହ…

ନବଘନପୁର ସରପଞ୍ଚ ନିଲମ୍ବିତ ମାମଲା: ତଳ କୋର୍ଟଙ୍କ ରାୟ କାଏମ

ନୟାଗଡ଼ ଅଫିସ,୮।୩: ନୟାଗଡ଼ ଅତିରିକ୍ତ ଜିଲା ଜଜଙ୍କ କୋର୍ଟରେ ନବଘନପୁର ସରପଞ୍ଚ ନିଲମ୍ବିତ ମାମଲା ଶୁଣାଣି ହୋଇଛି। ଅତିରିକ୍ତ ଜିଲା ଜଜ୍‌ ଲିଲି ସେନାପତି ତଳ କୋର୍ଟଙ୍କ ରାୟକୁ କାଏମ ରଖିବା ସହ ଚିତ୍ତରଞ୍ଜନ ଭଞ୍ଜଙ୍କୁ ସରପଞ୍ଚ ପଦବୀରେ କାର୍ଯ୍ୟ କରିବା…

ମେଳଣରେ ସାମିଲ ହେଲା ୬୦ରୁ ଊର୍ଦ୍ଧ୍ୱ ଦୋଳ ବିମାନ

ଭଦ୍ରକ ଅଫିସ,୮।୩: ଭଦ୍ରକ ଜିଲା ଅଗରପଡ଼ା ରାମଗଡ଼ ମେଳଣରେ ୬୦ରୁ ଊର୍ଦ୍ଧ୍ୱ ଦୋଳ ବିମାନ ସାମିଲ ହୋଇଛନ୍ତି। ବୁଧବାର ଭୋରରୁ ରାଜାଗଡ଼, ପୁରୁଷଣ୍ଢ, କାଣ୍ଡବା, ମହାନ୍ତିପଡ଼ା, ନୂଆପୋଖରୀ ଆଦି ବିଭିନ୍ନ ଗ୍ରାମରୁ ସୁସଜ୍ଜିତ ରାଧାକୃଷ୍ଣଙ୍କ ବିମାନ ରାଜାଗଡ଼ଠାରେ ଏକତ୍ରିତ ହୋଇଥିଲେ ।…

ସରପଞ୍ଚଙ୍କୁ ଗୁଳି କରି ହତ୍ୟା

ମାଲକାନଗିରି,୮।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲା କେରଳପାଲ ଥାନା ଅଧୀନ ପୋଗାବେଜୀ ସରପଞ୍ଚ ପୁଣେ ସନ୍ନାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମାଓବାଦୀମାନେ ଏଭଳି ବର୍ବରକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ମିଳିଥିବା ସୂଚନା ମୁତାବକ, ସରପଞ୍ଚ ପୁଣେ ମଙ୍ଗଳବାର…

ହୁହୁ ହୋଇ ଜଳୁଛି କୋଇଲା ବୋଝେଇ ଟ୍ରେନ୍‌

ବାଲେଶ୍ୱର ଅଫିସ,୮।୩(ବ୍ୟୁରୋ):ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ନିଆଁ ଲାଗିଯାଇଛି। ବଗିରେ ଥିବା କୋଇଲା ହୁ ହୁ ହୋଇ ଜଳୁଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏଥିରେ କେହି ମୃତାହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?