ଆମ ଜିଲା ଖବର

ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ ଶୋଭାଯାତ୍ରା ବାହାରି ଥିଲା। ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତିକୁ ସ୍ବତନ୍ତ୍ର ବିମାନରେ ସହର ପରିକ୍ରମା…

ଆଜି ମା’ ବିରଜାଙ୍କ ଝୁଲଣ ଯାତ୍ରା: ପଢ଼ାଗଲା ନୂତନ ପଞ୍ଜିକା

ଯାଜପୁର ଅଫିସ,୮।୩: ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଝୁଳଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମା’ଙ୍କ ନିକଟରେ ସେବକ ଜ୍ୟୋତି୍ୟଷଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି । ସ୍ବତନ୍ତ୍ର ପୂଜାର୍ଚ୍ଚନା…

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ, ରାସ୍ତାରୋକୋ, ଉତ୍ତେଜନା

ଭୋଗରାଇ, ୮।୩( ଡି.ଏନ୍‌.ଏ .): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋଗରାଇ ଥାନା ଅନନ୍ତପୁର ଛକଠାରେ ସାଇକେଲରେ ଯାଉଥିବା ଜଣେ ଯୁବକକୁ ଏକ ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା।…

ଟ୍ରାଙ୍କୁଲାଇଜ ପରେ ଅସୁସ୍ଥ ଦନ୍ତା ଉଠି ମାରିଲା: ଫରେଷ୍ଟ ଗାର୍ଡ ଗୁରୁତର

ସଜନାଗଡ଼,୮।୩(ଡି.ଏନ୍‌.ଏ.): ହାତୀକୁ ଚିକିତ୍ସା କରିବାକୁ ଯାଇ ଅସୁସ୍ଥ ଦନ୍ତାର ପାଲଟା ଆକ୍ରମଣରେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ନୀଳଗିରି କୁଲଡିହା ଅଭୟାରଣ୍ୟରେ । ହାତୀ ଆକ୍ରମଣରେ ଫରେଷ୍ଟ ଗାର୍ଡ ଶଶିକଳା ସାହୁ ଗୁରୁତର ଆହତ ହୋଇଛନ୍ତି। ପ୍ରଥମେ…

୪୮ ଗଞ୍ଜେଇ ଜବତ: ୨ ଗିରଫ

ଚଣ୍ଡିଖୋଲ,୭।୩(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢ଼ାଉ କରି ମଙ୍ଗଳବାର କୋଲସାହି ଗାଁରୁ ୮୪ କେଜି ଗଞ୍ଜେଇ ଜବତ କରିଛି। ଏହା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୋଲସାହି ଗାଁର ଗୋବିନ୍ଦ…

ଗଞ୍ଜାମରେ ଗ୍ରୀଷ୍ମ ପ୍ରବାହ ମୁକାବିଲା: ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବକୁ ନିର୍ଦ୍ଦେଶ

ଛତ୍ରପୁର,୭।୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତ ଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲାପାଳ ଅବଗତ…

ଚିନ୍ମୟୀ ମୃତ୍ୟୁ ମାମଲା: ଆସିଲା ପୁରୁଷବନ୍ଧୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ

ସମ୍ବଲପୁର,୭।୩(ବ୍ୟୁରୋ): ବୁର୍ଲା ଭିସୁଟ୍‌ର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲାରେ ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ ଆସିଛି। ଏସ୍‌ଏଫ୍‌ଏସଏଲ ପକ୍ଷରୁ ସମ୍ବଲପୁର ଏସ୍‌ପିଙ୍କୁ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଦିଆଯାଇଛି ।…

କମୁଛନ୍ତି ମାଟ୍ରିକ୍‌ ପରୀକ୍ଷାର୍ଥୀ

ବରଗଡ଼ ଅଫିସ୍‌,୭।୩: ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା (ଏଚ୍‌ଏସ୍‌ସି) ତଥା ମାଟ୍ରିକ ପରୀକ୍ଷା ଆସନ୍ତା ୧୦ତାରିଖରୁ ଆରମ୍ଭ ହେବ। ଏହା ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ବରଗଡ଼ ଜିଲାରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର…

ଦେବଗଡ଼ରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେଉ

ଦେବଗଡ଼,୭।୩(ଡି.ଏନ୍‌.ଏ.): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଶିଳ୍ପବିହୀନ କୃଷିଭିତ୍ତିକ ଦେବଗଡ଼ ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦାବି କରିଛି। କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା, ଶିକ୍ଷା, ସୁରକ୍ଷା ଓ ରୋଜଗାର ଦାବିରେ ସୋମବାର ଏବିଭିପି ପକ୍ଷରୁ ଛାତ୍ର ସମାବେଶ ଓ ରାଲି…

ଭକ୍ତିମୟ ପରିବେଶରେ ଅବିର ଖେଳି ବିମାନରେ ବୁଲିଲେ ଠାକୁର

ପାଟଣା,୭।୩(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର, ଶିବ ନାରାୟଣ ପୁରଶାସନ ଓ କପୁଣ୍ଡି ଗ୍ରାମର ଦୋଳ ଗୋବିନ୍ଦ ଠାକୁର ପାରମ୍ପରିକ ରୀତିରେ ସୋମବାର ରାତିରେ ବିମାନରେ ବସି…

୧୭ ସ୍ଥାନରେ ଚଢ଼ାଉ, ୬୨ କେଜି ବିସ୍ଫୋରକ ଜବତ

ଖୋର୍ଦ୍ଧା ଅଫିସ, ୭।୩ : ସୋମବାର ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଜିଲା ଜିଲାପାଳଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଜିଲାର ସମସ୍ତ ଥାନା ୧୭ଟି ସ୍ଥାନରେ ଚଢ଼ାଉ କରି…

ବାଣ ଫୁଟି ୫ମୃତ ଘଟଣା: ଜିଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ

ଖୋର୍ଦ୍ଧା ଅଫିସ,୭।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଧୀନ ଭୂଷଣ୍ଡପୁରରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣରେ ସୋମବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?