ଆମ ଜିଲା ଖବର

କୃତ୍ରିମ ଗୋଡ଼ ପାଇଁ ଠକୁଛି କମ୍ପାନୀ

ଏମ୍‌ଭି ୭୯,୭ା୩(ଡି.ଏନ୍‌.ଏ.): ନାବାଳକ ରାଜୀବ ବାଛାଡ଼ ଘରର ଦୁଃଖ କଷ୍ଟ ଦୂର କରିବାକୁ କମ୍‌ ବୟସରେ ପଥର ଖାଦାନରେ କାମ କରୁଥିଲେ। ମାତ୍ର ସାମାନ୍ୟ ଭୁଲ୍‌ ଯୋଗୁ ନିଜ ଗୋଡ଼ ହରାଇଲେ। ୧୮ ବର୍ଷ ନ ପୂରୁଣୁ ନାବାଳକଙ୍କୁ କାମରେ ଲଗାଉଥିବା…

ବେଆଇନ ପଥର ଖନନରୁ ବଦଳୁଛି ନଦୀ ଗତିପଥ

ରାୟଗଡ଼ା,୭ା୩(ସ୍ବ.ପ୍ର.):ରାୟଗଡା ସଦର ମହକୁମା ଉପକଣ୍ଠ ତଥା ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୨ କି.ମି. ଦୂରରେ ଥିବା ପଥର ଖାଦାନରୁ ବେଆଇନ ଭାବେ ଖନନ ଚାଲିଛି। ଧୁମାଗୁଡା ଗ୍ରାମ ନିକଟ ପାହାଡରେ ବିସ୍ଫୋରଣ କରି ପଥର ଚାଲାଣ ଦ୍ୱାରା ନାଗାବଳୀ ନଦୀର ଗତିପଥରେ…

ଦେଶୀ ରଙ୍ଗରେ ଝଲସିବେ ରାଧାକୃଷ୍ଣ

ରାଉରକେଲା ଅଫିସ, ୭।୩: ରାଉରକେଲା ସେକ୍ଟର-୭ ସ୍ଥିତ ଦୁର୍ଗାପୂଜା ପଡିଆରେ ଆସନ୍ତା ୯ତାରିଖରୁ ଆରମ୍ଭ ହେବାକୁ ଯାଉଛି ଭାଇଚାରାର ମହାନ ପର୍ବ ଦୋଳ ମେଳଣ। ଚଳିତବର୍ଷ ଏହା ନବମ ବର୍ଷରେ ପଦାର୍ପଣ କରିଛି। ଦେଶୀ ରଙ୍ଗରେ ଏହି ପର୍ବକୁ ଧୁମ୍‌ଧାମ୍‌ରେ ପାଳନ…

ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରି ଯୁବକ ଗିରଫ

ତରଭା,୭ା୩(ଡି.ଏନ.ଏ.): ଯୁବତୀଙ୍କ ସହ ସୋସିଆଲ ମିଡିଆରେ ସମ୍ପର୍କ ସ୍ଥାପନ କଲେ। ପରେ ସମ୍ପୃକ୍ତ ଯୁବତୀଙ୍କୁ ଟଙ୍କା ମାଗି ବ୍ଲାକମେଲ କରିଥିଲେ। ଏଥିରେ ସଫଳ ନ ହେବାରୁ ଶେଷରେ ଆପତ୍ତିଜନକ ଫଟୋ ସବୁ ଭାଇରାଲ କରିବା ଅଭିଯୋଗରେ ସୁବର୍ଣ୍ଣପୁର ଜିଲା କମସରା ଫାଣ୍ଡି…

ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ: ଅଭିଯୁକ୍ତ ଗିରଫ

ନିରାକାରପୁର,୭।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ଡିଆ ପଞ୍ଚାୟତ ଭୋଇସାହି ଗ୍ରାମରେ ସୋମବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ କରିବା ସହ ଜଣଙ୍କୁ ଉଠେଇ ନେଇ ଥାନାରେ ଅଟକ ରଖିଥିଲା। ମଙ୍ଗଳବାର ତାଙ୍କୁ…

ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ

ଅନୁଗୋଳ ଅଫିସ, ୭।୩: ଅନୁଗୋଳ ସଦର ଥାନା ଆମ୍ବପାଳ ଗ୍ରାମର ସଭାପତି ବାଳକୃଷ୍ଣ ନାୟକ (୫୮)ଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରାଯିବା ଅଭିଯୋଗର ତଦନ୍ତକୁ ଜୋର୍‌ଦାର କରିଛି ପୋଲିସ। ସୋମବାର ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ପୋଲିସ…

ପାଣିଓହଳା ପାହାଡ଼ ପାଦଦେଶରେ ନିଆଁ

ଢେଙ୍କାନାଳ ଅଫିସ,୭ା୩: ଢେଙ୍କାନାଳ ସହରସ୍ଥିତ ରାଜବାଟି ପଛ ପାଖରେ ଥିବା ପାଣିଓହଳା ପାହାଡ଼ ପାଦଦେଶ ଜଙ୍ଗଲରେ ସୋମବାର ଅପରାହ୍ନ ୫ଟାରେ ନିଆଁ ଲାଗି ଜଙ୍ଗଲ ଭିତରକୁ ବ୍ୟାପି ଯାଇଥିଲା। ନିଆଁ ଧାସରେ ଜଙ୍ଗଲ ନିକଟରେ ଥିବା ଜନବସତି ଅଞ୍ଚଳରେ ଧୂଆଁ ଓ…

ଭଦ୍ରକ-ପୁରୀ ମେମୁ ଟ୍ରେନ୍‌ ଚଳାଇବା ଦାବିରେ ରେଲ୍‌ରୋକୋ

ଭଦ୍ରକ ଅଫିସ,୭।୩: ଭଦ୍ରକ-ପୁରୀ ମେମୁ ଟ୍ରେନ୍‌ ଚଳାଇବା ଦାବିରେ ମଙ୍ଗଳବାର ପୂର୍ବତନ ବିଧାୟକ ନରେନ ପଲେଇ ଓ ତାଙ୍କ ସମର୍ଥକ ଭଦ୍ରକଠାରେ ରେଳରୋକୋ କରିଛନ୍ତି l ସକାଳ ୭ଟାରେ ସମର୍ଥକମାନଙ୍କ ସହ ଭଦ୍ରକ ଚରମ୍ପା ଷ୍ଟେଶନର ଦକ୍ଷିଣ ପାର୍ଶ୍ୱ ୧୦୮ ଲେଭଲ…

ଆଦିବାସୀ ପଡ଼ାରୁ ଆକାଶକୁ ଉଡ଼ାଣ

ଢେଙ୍କାନାଳ ଅଫିସ, ୭।୩(ରତନ ନାୟାର): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ବୀରାଶାଳ ଏୟାରଷ୍ଟ୍ରିପ୍‌କୁ ମିଳିଛି ନୂଆ ପରିଚୟ। ବିଜୁ ପଟ୍ଟନାୟକ ଏରୋସ୍ପେସ୍‌ ଏକାଡେମୀ ଭାବେ ଏହାର ନାମକରଣ କରାଯାଇଛି। ଏହାକୁ ବିଶ୍ୱସ୍ତରୀୟ ପାଇଲଟ୍‌ ଟ୍ରେନିଂ ସେଣ୍ଟରରେ ପରିଣତ କରାଯିବା ପାଇଁ ରାଜ୍ୟ…

କୋଲକାତାରୁ ମ୍ୟାନେଜରଙ୍କ ସମେତ ୨ ଗିରଫ

ବ୍ରହ୍ମପୁର ଅଫିସ,୭ା୩: ସୁନା ଦୋକାନରୁ ୩୦ ଲକ୍ଷର ସୁନା ଗହଣା ଚୋରି ଘଟଣାର ମାଷ୍ଟରମାଇଣ୍ଡ ସର୍ଜଲ ମଲିକ ଓ ଅନ୍ୟ ଜଣେ କର୍ମଚାରୀ କୌଶିକ ପାଙ୍ଗଙ୍କୁ ବଡବଜାର ପୋଲିସ କୋଲକାତାରୁ ଧରି ସେମାନଙ୍କଠାରୁ ସମସ୍ତ ସୁନା ଗହଣା ଜବତ କରିଛି। ପୋଲିସ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଧୂଆଁରେ ଅଣନିଃଶ୍ୱାସୀ ଉତ୍ତର ଘୁମୁସର ବନଖଣ୍ଡବାସୀ

ଭଞ୍ଜନଗର,୬।୩(ଡି.ଏନ.ଏ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଚଳିତ ବର୍ଷର ସୋମବାର ୧୫୭ଟି ସ୍ଥାନରେ ଜଙ୍ଗଲ ନିଆଁ ଲାଗଛି। ସେଥିମଧ୍ୟରୁ ରବିବାର ୧୫ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ ଲାଗିଥିବା ବେଳେ ସୋମବାର ୧୯ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ନିଆଁ ଲାଗିଛି । ସାଟେଲାଇଟ୍‌ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?