କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ
ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ ପରିବାର ର କକା ଓ ପୂତୁରଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଏହା…
୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ
ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ ଗାଁରେ ବସବାସ କରୁଥିବା ୮୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ପାଣି ପାଇଁ ଅସୁବିଧାର…
ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ
ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ ମାସ ଧରି ଜାରି ରହିଥିବା ଆନ୍ଦୋଳନକୁ ଅଧିକ ପ୍ରଭାବି କରିବା ଉଦେଶ୍ୟରେ ଯୁବ…
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…
ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ
ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି ଘଟିଥିବା ଗଣ୍ଡଗୋଳ ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଛି। ଏ ନେଇ ଯାଜପୁର ଏସଡିପିଓ ଲକ୍ଷ୍ମୀଧର…
ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…
ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ ଡାକ୍ତର ଛାତ୍ରୀଛାତ୍ରମାନଙ୍କ ଚାଲିଥିବା ଆନ୍ଦୋଳନ ସ୍ଥଗିତ କରାଯାଇଛି। ଦାବିଗୁଡ଼ିକୁ ଯଥାର୍ଥ ଓ ନ୍ୟାୟ ଦାବି…
ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍ ଥିବା ଗାଁକୁ ମିଳିବ…
କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର ମହକୁମାସ୍ଥିତ ଗୁଡହାଣ୍ଡି ମଞ୍ଚଠାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟ କ୍ରମରେ ଯୋଗ ଦେଇଥିଲେ। ଏଥିରେ…
ବ୍ରହ୍ମପୁର ଉପଜିଲାପାଳଙ୍କ ଦ୍ବାରା ଚାଷୀ ସଚେତନତା ରଥ ଶୁଭାରମ୍ଭ, ଉପସ୍ଥିତ ଥିଲେ…
ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ରାଜସ୍ବ ଉପଖଣ୍ଡ ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ କପା ମଣ୍ଡି ପରିସରରୁ ସୋମବାର ଚାଷୀ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ବ୍ରହ୍ମପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ…
ଶବ ସତ୍କାର ପାଇଁ ମିଳିଲେନି ଲୋକେ, ମାନବିକତା ଦେଖାଇ ଆଗକୁ ଆସିଲେ…
ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଦିନ ଥିଲା ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଲୋକଙ୍କ ମଧ୍ୟରେ ଏକତାର ଭାବ ଦେଖିବାକୁ ମିଳୁଥିଲା। କୌଣସି ଲୋକ ଅସୁବିଧାରେ ପଡ଼ିଲେ ସାହି ପଡୋଶୀ ଠାରୁ ଆରମ୍ଭ କରି ଗ୍ରାମବାସୀ ଏକାଠି ହେଉଥିଲେ। କିନ୍ତୁ ସମୟକ୍ରମେ ଏଥିରେ ଦୂରତ୍ୱ…
ଶୀଘ୍ର ମଣ୍ଡି ଖୋଲିବା ସହ ଗିରଫ ନେତାଙ୍କୁ ଖଲାସ ଦାବି କଲା ନବ ନିର୍ମାଣ କୃଷକ ସଂଘ ସଂଗଠନ
ପାଟଣା,୧୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନବନିର୍ମାଣ କୃଷକ ସଂଗଠନ ତରଫରୁ ସୋମବାର ପାଟଣା ତହସିଲ ଦାର ଅଶ୍ୱିନୀ କୁମାର ନାଏକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ୫ ଦିନ ମଧ୍ୟରେ ମଣ୍ଡି ଖୋଲିବାର କୌଣସି ସୂଚନା ନ…
ଦୋକାନ ଆଗରୁ ବାଇକ୍ ଚୋରିକରି ଛାଡ଼ିଥିଲେ ଗାଁ, ଫେରିବା ଜାଣି…
ଦିଗପହଣ୍ଡି,୧୫୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଏଏସଆଇ ସି. ତାରକେଶ୍ୱର ରାଓ ଲାଲମେଣ୍ଟା ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଭଗବାନ ପ୍ରଧାନଙ୍କୁ ବାଇକ ଚୋରି ମାମଲାରେ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା କେସ ନଂ.୧୨୯/୨୪ ଅନୁଯାୟୀ…
ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍ରେ…
ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି ମରଣାନ୍ତକ ଆକ୍ରମଣ ଘଟଣାରେ ସୋମବାର ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍ଆଇ ରାଜ କିଶୋର…
Archives


