ଆମ ଜିଲା ଖବର

ବାଲେଶ୍ୱର ମୁଖ୍ୟ ଗିରଫ, ରିମାଣ୍ଡରେ ଆଣି ଜେରା

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୮।୪: ଆମେରିକାରୁ ପରିଚାଳିତ ମୋବାଇଲ ଆପ୍‌ ‘କ୍ଲାଉଡ୍‌ ଫଟ୍‌’ରେ ଅଳ୍ପ ଟଙ୍କା ନିବେଶ କରି ଲକ୍ଷାଧିକ ଟଙ୍କା ପାଇବା ଆଶାରେ ଦେଶବ୍ୟାପୀ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଠକେଇର ଶିକାର ହୋଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ…

ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ

ମାଲକାନଗିରି,୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ବୋମାକୁ ନିଷ୍କ୍ରିୟ କରିବାକୁ ଯାଇ ଜଣେ ଯବାନ ଗୁରୁତର ହୋଇଛନ୍ତି। ବୋମା ନିଷ୍କ୍ରିୟ ବେଳେ ଏହା ବିସ୍ଫୋରଣ ହୋଇଥିଲା। ସମ୍ପୃକ୍ତ ଯବାନ ଜଣକ…

ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ମୃତ ମଇଁଷି ମାଲିକଙ୍କୁ ୫…

ରାଗରେ ମୋବାଇଲ୍‌ ଗିଳିଦେଲେ ନାବାଳିକା

ଗ୍ବାଲିଓର,୭।୪: ରାଗରେ ଥିବା ଲୋକ କେତେବେଳେ କ’ଣ କରି ବସେ ତା’ର କିଛି ଠିକଣା ରୁହେନି। ମଧ୍ୟପ୍ରଦେଶ ଗ୍ବାଲିଓରରେ ଜଣେ ନାବାଳିକା ରାଗିଯାଇ ମୋବାଇଲ୍‌ ଗିଳିଦେଇଥିବା ଘଟଣା ସାମ୍ନାକୁ ଆସିଛି। ଭିନ୍ଦ ଜିଲା ଆମୟାନରେ ନାବାଳିକାଙ୍କ ଘର। ନାବାଳିକା ଜଣକ କି-ପ୍ୟାଡ୍‌…

ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୭।୪(ସ୍ବ.ପ୍ର.)-ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଜିଲାପାଳ ସତ୍ୟରଞ୍ଜନ…

ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ

ବାଉଁଶୁଣୀ,୭।୪(ଡି.ଏନ୍‌.ଏ.): ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲା ବାଉଁଶୁଣୀ ଥାନା ତାଳେସରଡା ପଞ୍ଚାୟତ ପଲସପାଟ ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ପଲସପାଟ ଗ୍ରାମରେ ଚାରିଶମ୍ଭୁ ଦଣ୍ଡ ଯାତ୍ରା ଚାଲୁଥିବା…

ପ୍ରାଥମିକ ଶିକ୍ଷକ ସଂଘ ନିର୍ବାଚନ: ନବୀନ ସଭାପତି, କୃପାସିନ୍ଧୁ ସମ୍ପାଦକ

ବରଗଡ଼ ଅଫିସ,୭।୪: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ଅଧୀନ ବରଗଡ଼ ଜିଲା ପ୍ରାଥମିକ ଶିକ୍ଷକ ମହାସଂଘର ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ହିନ୍ଦୀ ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ନିର୍ବାଚନରେ ଶିକ୍ଷକ ନବୀନ…

ଯୌତୁକ ଦାବିରେ ମହିଳାଙ୍କୁ ନିର୍ଯାତନା

ଗୋପବନ୍ଧୁ ନଗର,୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଶଳଦା ପଞ୍ଚାୟତ ଅନ୍ତର୍ଗତ ବଣକାଟି ଗ୍ରାମର ଜବାମଣି ହେମ୍ବ୍ରମଙ୍କୁ ତାଙ୍କ ସ୍ବାମୀ ଯୌତୁକ ଦାବିରେ ନିର୍ଯାତନା ଦେଇଥିବା ନେଇ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଜବାମଣି ୮ବର୍ଷ ତଳେ କପ୍ତିପଦା ଥାନା…

୧୦ ୱାର୍ଡମେମ୍ବର ଆସନ ଲାଗି ୧୫ ପ୍ରାର୍ଥିପତ୍ର ଦାଖଲ

ବୁଗୁଡ଼ା,୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ୧୦ଟି ପଞ୍ଚାୟତରେ ଖାଲି ପଡିଥିବା ୧୦ଟି ୱାର୍ଡ ସଭ୍ୟ ପଦ ଲାଗି ଗୁରୁବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ସୁଦ୍ଧା ୧୫ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ନିର୍ବାଚନ ଅଧିକାରୀ ତଥା ବିଡିଓ…

ଚାକିରି ଦେବା ନାମରେ ଠକେଇ, ଯୁବକ ଗିରଫ

କୋଡ଼ପଡ଼ା/ଆନନ୍ଦପୁର,୭ା୪(ଡି.ଏନ୍‌.ଏ./ସ୍ବ.ପ୍ର): କେନ୍ଦୁଝର ଜିଲା ଘସିପୁରା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଉକ୍ତ ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର ଗୋବିନ୍ଦ ହାସଦା ଓରଫ ମୁନା (୨୭)। ଅଭିଯୁକ୍ତ ୨୦୨୩ ଫେବୃୟାରୀ ୨୪ ତାରିଖରେ ବୀର…

୧୫ ଲୁହାପଥର ବୋଝେଇ ଗାଡ଼ି ଅଟକ

ଆନନ୍ଦପୁର,୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ୧୫ ଲୁହାପଥର ବୋଝେଇ ଟ୍ରକ୍‌ ଓ ୪ ବାଲି ବୋଝେଇ ହାଇଓ୍ବା ଅଟକ ରହିଛି। ଓଭରଲୋଡିଂ କାରଣରୁ ବାଲି ବୋଝେଇ ହାଇଓ୍ବା ଜବତ କରାଯାଇଥିବାବେଳେ ରୁଟ୍‌ ପରମିଟ୍‌ ନ ଥିବାରୁ ୧୫ ଲୁହାପଥର ବୋଝେଇ…

୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହେବ ସ୍ବାସ୍ଥ୍ୟ ଉପକେନ୍ଦ୍ର

ବରଗଡ଼ ଅଫିସ, ୭।୪: ବରଗଡ଼ ବ୍ଲକ ତୋରା ଗ୍ରାମରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ହେବ। ଏ ନେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶୁକ୍ରବାର ଭୂମି ପୂଜନ କରିଛନ୍ତି । ତୋରାଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?