ଆମ ଜିଲା ଖବର

୩ ଦିନ ପରେ ସାଇଣ୍ଟିଫିକ୍‌ ତଦନ୍ତକୁ ନେଇ ସନ୍ଦେହ

ସମ୍ବଲପୁର,୪ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲ ଭିତରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ଗତ ବୁଧବାର ଉଦ୍ଧାର କରିଥିଲା। ପରିବାର ବର୍ଗଙ୍କ ଅଭିଯୋଗ କ୍ରମେ ହତ୍ୟା ମାମଲା ରୁଜୁ ହୋଇ…

ଚୋରିକୁ ନେଇ ଚିନ୍ତିତ ନାଲ୍‌କୋବାସୀ

ବଅଁରପାଳ, ୪।୩ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଅପରାଧ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଘନ ଘନ ଚୋରି ଅଞ୍ଚଳବାସୀଙ୍କ ଚିନ୍ତାର କାରଣ ପାଲଟିଛି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ ନ ଥିବାରୁ ଏପରି ଅସାମାଜିକ…

କାମ ହୋଇନି, ବିଲ୍‌ ଉଠିଛି

କୁତ୍ରା,୪ା୩ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର କୁସୁମଡେଗି ପାହାଡପଡ଼ା ଓ କୁସୁମଡେଗି ଗୋସେଇପଡା କାଜୁ ବଗିଚା ନିକଟରେ ଏହି ଯୋଜନାରେ ୨ଟି ପୋଖରୀ ଖୋଳା ହେବା…

ନକଲି ଶିକ୍ଷକଙ୍କୁ ବହିଷ୍କାର ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଷଷ୍ଠ ଜିଲାପରିଷଦର ଚତୁର୍ଥ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷ ନାରାୟଣଚନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବସ୍ତା…

୫ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୪।୩: ଆସନ୍ତା ୫ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। ସରକାରୀ ଭାବେ ଦିଆଯାଇଥିବା ସୂଚନା ଅନୁଯାୟୀ, ସେହିଦିନ ପୂର୍ବାହ୍ନ ୯ଟା ୪୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରୁ ବି-୨୦୦ ଭିଟି-ଜେପିଭି ଏୟାରକ୍ରାଫ୍ଟ ଯୋଗେ ବାହାରି…

ରିଂରୋଡ୍‌କୁ ମିଳିଲା ସଂଶୋଧିତ ପ୍ରଶାସନିକ ମଞ୍ଜୁରୀ

ବରଗଡ଼ ଅଫିସ,୪।୩: ବରଗଡ଼ ଜିରା ନଦୀ କୂଳ ବାମପାର୍ଶ୍ୱରେ ଥିବା ସିରିଡି ସାଇ ମନ୍ଦିରରୁ ରୁହୁଣିଆ ଗ୍ରାମ ପର୍ଯ୍ୟନ୍ତ ରିଂରୋଡ୍‌ର ସଂଶୋଧିତ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏହାସହିତ ୨୦୨୩-୨୪ ଆର୍ଥିକ ବର୍ଷରେ ଏଥିପାଇଁ ୩୮କୋଟି ୫୫ଲକ୍ଷ ଟଙ୍କା ବ୍ୟୟ ଅଟକଳ…

ଟ୍ରାଙ୍କୁଲାଇଜ ପାଇଁ ଜଗିଛି ଟିମ୍‌

ନୀଳଗିରି,୪।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ବୁଲୁଛି ଅସୁସ୍ଥ ଦନ୍ତା। ଅସୁସ୍ଥ ଦନ୍ତାର ଚିକିତ୍ସା ଲାଗି ପ୍ରଥମେ ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା କରିବା ପାଇଁ ବିଶେଷଜ୍ଞ ଟିମ୍‌ ପହଞ୍ଚତ୍ଛି। ହେଲେ ପ୍ରଥମ ଦିନରେ ବନବିଭାଗ ଟ୍ରାଙ୍କୁଲାଇଜ୍‌ କରିବାରେ ବିଫଳ ହୋଇଛି।…

ମେଳା ପରେ ସ୍ବଚ୍ଛତାକୁ ଭୁଲିଗଲେ

ରାଉରକେଲା ଅଫିସ,୪।୩: ରାଉରକେଲା ବାସନ୍ତୀ କଲୋନୀ ଡିଏଭି ପଡିଆରେ ଗତ ଫେବୃଆରୀ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ପରିଷଦ ପକ୍ଷରୁ ରାଜସ୍ଥାନ ମେଳା ଅନୁଷ୍ଠିତ ହୋଇଥିଲା। ଏହି ମେଳା ଶେଷ ହେବାର ୪ ଦିନ ବିତିଯାଇଥିଲେ ମଧ୍ୟ ଡିଏଭି ପଡିଆକୁ…

ଅନ୍ତେବାସୀଙ୍କ ସହ ଖାଇଲେ, ବିକାଶ ପ୍ରକଳ୍ପ ବୁଲି ଦେଖିଲେ

ବାରିପଦା ଅଫିସ,୪।୩: ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ମୟୂରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ଜନକଲ୍ୟାଣ ମୂଳକ ବିକାଶ କାର୍ଯ୍ୟର ଅଗ୍ରଗତି ଓ ନୂତନ ପ୍ରକଳ୍ପଗୁଡ଼ିକର କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ୫-ଟି ସଚିବଙ୍କ ଏହି ଗସ୍ତ ପରେ ଜିଲାର ମୋଟ…

ମିଠା ନାଁରେ ଜହର ବିକ୍ରି

ରାଉରକେଲା ଅଫିସ,୪।୩: ରାଉରକେଲାରେ ଶତାଧିକ ଫାଷ୍ଟ୍‌ଫୁଡ୍‌, ଜଳଖିଆ, ବେକେରୀ ଓ ମିଠା ଦୋକାନ ରହିଛି। ତେବେ ଅଧିକାଂଶ ଦୋକାନରେ ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଘଂନ କରାଯାଉଥିବା ଅଭିଯୋଗ ହୋଇଛି। ବିଶେଷ କରି ସହରରେ ଥିବା କେତେକ ମିଠା ଦୋକାନରେ ଏଭଳି ଚାଲିଛି।…

ସୋଲାର ଜଳପ୍ରକଳ୍ପ ଅଧାପନ୍ତରିଆ

ଅମରପାଲି,୪ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣପାଲି ଗ୍ରାମରେ ଏବେ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟରେ ଥିବା ଏକ ଓ୍ବାର୍ଡ ବିଶିଷ୍ଟ ଏହି ଗାଁର ସମସ୍ୟା ପ୍ରତି କାହାର ଦଷ୍ଟି ପଡୁନାହିଁ।…

ଆଜିଠୁ ନାମାଙ୍କନ ଦାଖଲ

ବ୍ରହ୍ମପୁର ଅଫିସ,୪ା୩: ଚଳିତ ବର୍ଷ ପାଇଁ ଗଞ୍ଜାମ ଓକିଲ ସଂଘର ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ଦିନ ଧାର୍ଯ୍ୟ ହୋଇଛି। ଏନେଇ ୪ ରୁ ୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ସେହିପରି ୧୦ତାରିଖ ପ୍ରାର୍ଥୀପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?