ଶ୍ରମିକଙ୍କ ପାଇଁ ଦିନ ୧୧ରୁ ୩ କାର୍ଯ୍ୟ ବନ୍ଦ
ଭଦ୍ରକ ଅଫିସ,୫।୩: ସମ୍ଭାବ୍ୟ ଅଂଶୁଘାତ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ଜରୁରୀକାଳୀନ ବିଭାଗ ସଂଯୋଜନାରେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ପାନୀୟ ଜଳ ଯୋଗାଣ…
ରାସ୍ତା ଅବସ୍ଥାକୁ ନେଇ ବଢୁଛି ଅସନ୍ତୋଷ
ବାଲେଶ୍ୱର ଅଫିସ,୫।୩: ବାଲେଶ୍ୱର ପୌରପରିଷଦର ନିର୍ବାଚନକୁ ବର୍ଷେ ବିତିଛି। ବିଜେଡିର ଅଧିକ ସଂଖ୍ୟକ କାଉନସିଲରଙ୍କ ସହ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ବିଜୟ ଲାଭ କରିଛନ୍ତି। ହେଲେ ସେମାନଙ୍କ ଭିତରେ ଥିବା ଗୋଷ୍ଠୀକନ୍ଦଳ ଯୋଗୁ ଆଜିଯାଏ ପୌରାଞ୍ଚଳର ବିଭିନ୍ନ ୱାର୍ଡ଼ରେ କାମ ଅଟକି…
ଗଞ୍ଜାମରୁ ଆରମ୍ଭ ବିଜୁଙ୍କ ରାଜନୀତି
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଗଞ୍ଜାମରୁ ଆରମ୍ଭ କରିଥିଲେ ଭୋଟ ରାଜନୀତି। ଜିଲାରୁ ଲଗାତର ଦୁଇଥର କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସ୍ବାଧୀନତା ପରବର୍ତ୍ତୀ ୧୯୫୧-୫୨ ସାଧାରଣ ନିର୍ବାଚନରେ ତତ୍କାଳୀନ ଜଗନ୍ନାଥପ୍ରସାଦ ନିର୍ବାଚନମଣ୍ଡଳୀରୁ ଏବଂ ୧୯୫୭ ନିର୍ବାଚନରେ ସୋରଡ଼ା ନିର୍ବାଚନମଣ୍ଡଳୀରୁ…
୨ ମହିଳାଙ୍କୁ ସ୍ବଚ୍ଛ ସୁଜଳ ଶକ୍ତି ସମ୍ମାନ
ଯାଜପୁର ଟାଉନ,୫।୩ (ଡି.ଏନ୍.ଏ.): ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଯାଜପୁର ଜିଲାର ୨ ମହିଳା ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜ୍ୟର ପ୍ରଥମ ଭାବେ ଯାଜପୁର ଜିଲା ଦଶରଥପୁର ବ୍ଲକ୍ ଅଧୀନ ଅକରପଡ଼ା ପଞ୍ଚାୟତର ମହିଳା ସ୍ବୟଂ…
ବାଣଫୁଟି ଯୁବକଙ୍କ ପାପୁଲି ଛିଡ଼ିଲା
ବାଲିପାଟଣା,୫।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲିପାଟଣାର ପ୍ରସିଦ୍ଧ ଦୋପଟି ମେଳଣର ଜମାଣ ବେଳେ ବାଣ ଫୁଟି ଜଣେ ଯୁବକଙ୍କ ହାତ ପାପୁଲି ଛିଡ଼ିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଆହତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ସୂଚନା…
ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ
ପୁରୀ ଅଫିସ,୫।୩: ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଶନିବାର ଅବସରରେ ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଛି। ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ…
ଜଳୁଛି ଶିମିଳିପାଳ
ବାରିପଦା ଅଫିସ, ୫।୩: ସବୁଜ ବନାନୀରେ ଆଚ୍ଛାଦିତ ପ୍ରକୃତି ସୁନ୍ଦରୀ ଶିମିଳିପାଳ ଏବେ ନିଆଁ କବଳରେ। କ୍ରମାଗତ ମାସେ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ…
ସାଇବର ଠକେଇ ଅଭିଯୋଗରେ ନାବାଳକ ଅଟକ
ଉମରକୋଟ, ୫।୩ସ୍ବ.ପ୍ର.): ପେନିୟର ବାୟ ବ୍ୟାଙ୍କ ନାମରେ ଲୋକଙ୍କୁ ଠକୁଥିବା ଜଣେ ସାଇବର ଠକଙ୍କୁ ଉମରକୋଟ ପୋଲିସ ଅଟକ ରଖିଛି। ସେ ଜଣେ ନାବାଳକ। ତାଙ୍କ ଘର ଗଞ୍ଜାମ ଜିଲା ବାଲିପଦର ଥାନା ଅଞ୍ଚଳରେ ବୋଲି ଉମରକୋଟ ପୋଲିସ କହିଛି। ନାବାଳକଙ୍କୁ…
ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼, କଳାହାଣ୍ଡି, ନୂଆପଡ଼ା ଗସ୍ତ
ବରଗଡ଼ ଅଫିସ୍/ନୂଆପଡ଼ା ଅଫିସ/ସୋହେଲା/ଭବାନୀପାଟଣା,୫।୩(ଡି.ଏନ.ଏ./ସ୍ବ.ପ୍ର.): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ୩ ଜିଲା ବରଗଡ଼, ନୂଆପଡା ଓ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ବରଗଡ଼ ଜିଲା ପଦ୍ମପୁର ନିକଟ ସତୀଭଟା ଏୟାରଷ୍ଟ୍ରିପକୁ ବି-୨୦୦ ଭିଟି-ଜେପିଭି ଏୟାରକ୍ରାଫ୍ଟ ଯୋଗେ ଆସି ସେଠାରେ ପୂର୍ବାହ୍ନ…
ଖୋଲିପାରେ ହିସାବୁର ଖଣି ଦୁର୍ନୀତି ଫାଇଲ
କେନ୍ଦୁଝର,୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳର ପୂର୍ବତନ ଉପନିର୍ଦ୍ଦେଶକ ତଥା ବର୍ତ୍ତମାନ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘର, ଅଫିସ୍ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହିଞ୍ଜିଳିକାଟୁ ପୌର କାଉନସିଲର
ହିଞ୍ଜିଳିକାଟୁ,୪ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ବିଜେଡି ସଭ୍ୟାସଭ୍ୟ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। ପୌରପରିଷଦ…
ବଜାର ଯିବା ବେଳେ ବାଟରେ ଚାପିଦେଲା ଟ୍ରକ୍
ସିମୁଳିଆ,୪ା୩(ଡି.ଏନ୍.ଏ.): ଶନିବାର ସନ୍ଧ୍ୟାରେ ସିମୁଳିଆ ଥାନାଠାରୁ ୫କି.ମି. ଦୂର ୧୬ ନଂ ଜାତୀୟ ରାଜପଥର ତାରିଣୀ ଛକ ନିକଟରେ(ଓଆର ୦୫ ଏପି ୦୦୧୭) ଟ୍ରକ୍ ଧକ୍କାରେ କୈଳାସ ଲେଙ୍କା(୫୧) ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ତାଙ୍କ ଘର ସ୍ଥାନୀୟ ସୋର…

