ଗ୍ୟାସ୍ଚୁଲାରେ ପୋଡ଼ି ମହିଳା ଗୁରୁତର
କୋକସରା,୬ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ଝରିଆଗୁଡ଼ା ଗ୍ରାମର ସୂର୍ଯ୍ୟକାନ୍ତି ମହାନ୍ତି (୬୫) ଗୁରୁବାର ଘରେ ରୋଷେଇ କରୁଥିବା ବେଳେ ରନ୍ଧନ ଗ୍ୟାସ୍ ଚୁଲା ନିଆଁରେ ପୋଡ଼ି ଗୁରୁତର ହେବା ପରେ ପରିବାର ଲୋକେ କୋକସରା ଡାକ୍ତରଖାନାରେ ଭର୍ତ୍ତି…
କଶ୍ମୀରର ଭ୍ରମ ସୃଷ୍ଟି କରୁଛି ଆମପାଣି
କୋକସରା,୬ା୪(ଡି.ଏନ୍.ଏ.): କିଛିଦିନ ହେବ କୋକସରା ବ୍ଲକ ଅଞ୍ଚଳରେ ଅପରାହ୍ନରେ ଝଡ଼ ତୋଫାନ ସହ ତୁହାକୁତୁହା ବର୍ଷା ଲାଗି ରହିଛି। ଗୁରୁବାର ଅପରାହ୍ନରେ ବ୍ଲକର ଆମପାଣି, ବଡ଼ ପୋଡ଼ାଗୁଡ଼ା,ବରାଡଙ୍ଗା ପଞ୍ଚାୟତ ଅଞ୍ଚଳରେ ପ୍ରବଳ ଝଡ଼ ସହ କୁଆପଥର ବର୍ଷା ହୋଇଛି। ଆମପାଣି ଦେଇ…
ବେକରେ ଲୁଗା ବାନ୍ଧି ଜୀବନ ହାରିଲେ
ବ୍ରହ୍ମପୁର ଅଫିସ,୬।୪: ଟାଉନ ଥାନା ଅଧୀନ ଗାନ୍ଧୀନଗର ଦ୍ୱିତୀୟ ଲାଇନରେ ରହୁଥିବା ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ପୋଲିସ ଗୁରୁବାର ମୃତଦେହ ଏମ୍କେସିଜି ମେଡିକାଲର ସଂରକ୍ଷଣ ଗୃହରୁ ଜବତ କରିଛି। ମୃତକ ହେଲେ ସୁଷମା ବେହେରା(୨୪) ବାପା ଭଗବାନ ବେହେରାଙ୍କ ଅଭିଯୋଗ…
ସ୍ତ୍ରୀଙ୍କୁ ସନ୍ଦେହ କରି ସ୍ବାମୀଙ୍କ ଆକ୍ରମଣ
ହିଞ୍ଜିଳିକାଟୁ,୬ା୪(ଡି.ଏନ୍.ଏ.): ଚରିତ୍ର ଉପରେ ସନ୍ଦେହ କରି ଶାଶୁଘରେ ପାରିବାରିକ ନିର୍ଯାତନା ସହ ଆକ୍ରମଣ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ହିଞ୍ଜିଳିକାଟୁ ଫାୟାର ଷ୍ଟେଶନ ରୋଡ୍ର ସୁମିତ୍ରା ନାୟକଙ୍କ ଅଭିଯୋଗ କ୍ରମେ ଥାନାରେ କେସ୍ ନଂ ୨୧୩/୨୩ରେ ପୋଲିସ ସ୍ବାମୀ, ଶାଶୁ…
୨ ବାଇକ୍ ମୁହାଁମୁହିଁ: ବାପା ମୃତ, ପୁଅ ଗୁରୁତର
ଦିଗପହଣ୍ଡି,୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି।…
ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜଣେ ମୃତ, ଜଣେ ଗୁରୁତର
କୋକସରା,୬ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ଼ବର୍ଷା ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ଚାଷ ଜମିକୁ କାମ କରିବାକୁ ଯାଇଥିବା ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା…
ପ୍ଲାଷ୍ଟିକ ଦୋକାନରେ ଅଗ୍ନିକାଣ୍ଡ
ବ୍ରହ୍ମପୁର ଅଫିସ,୬।୪: ବଡବଜାର ଥାନା ଅଧୀନ ରଜାଗୁର୍ଜିରେ ଥିବା ଏକ ପ୍ଲାଷ୍ଟିକ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟସର୍କିଟରୁ…
ବିଦ୍ୟୁତ୍ ପୋଲକୁ ଧକ୍କା ଦେଲା ବସ୍
ବ୍ରହ୍ମପୁର ଅଫିସ,୬।୪: ଗଞ୍ଜାମ ଜିଲା ସଦର ଥାନା ଅଧୀନ ବାଲିପଡ଼ା-କାଳୁଆ ଛକ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ୍ ପୋଲକୁ ଏକ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା। ହେଲେ ବସ୍ରେ ଥିବା ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଛନ୍ତି। ଖବର ପାଇ ଅଗ୍ନିଶମ…
କୀଟନାଶକ ପିଇ ୪ ଶିଶୁ ଗୁରୁତର
ଭଦ୍ରକ ଅଫିସ,୬ା୪: ଭଦ୍ରକ ଜିଲା ତିହିଡ଼ି ଥାନା ଝିଙ୍କିରିଆରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବିଲରେ ଖେଳୁଥିବା ବେଳେ ୪ ଶିଶୁ କୀଟନାଶକ ପିଇ ଦେଇଛନ୍ତି। ଫଳରେ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି…
୪୦ ଲକ୍ଷ ଟଙ୍କାର ମୁଣ୍ଡଜାମିନ, ଅଭିଯୁକ୍ତ ଗିରଫ
ବାଲେଶ୍ୱର ଅଫିସ,୬ା୪: ଝାରସୁଗୁଡ଼ାରେ ନାବାଳକ ଅପହରଣ ଓ ଟଙ୍କା ପାଇଁ ନାବାଳକ ହତ୍ୟା ଘଟଣା ମନରୁ ନ ଲିଭିବା ପୂର୍ବରୁ ଏବେ ବାଲେଶ୍ୱର ଜିଲା ଚନ୍ଦନେଶ୍ୱର ନିକଟରୁ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣା ବେଶ୍ ଆଲୋଡନ…
କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା
ଭବାନୀପାଟଣା,୬ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ମେଡିକାଲ କଲେଜରେ ଚଳିତବର୍ଷ ପାଠପଢ଼ା ଆରମ୍ଭ ହେବ। ୧୦୦ଟି ଏମ୍ବିବିଏସ୍ ସିଟ୍ ଲାଗି ଅନୁମତି ମିଳିଥିବା ନ୍ୟାଶନାଲ ମେଡିକାଲ କମିଶନ ମେଡିକାଲ ଆସେସମେଣ୍ଟ ଆଣ୍ଡ ରେଟିଂ ବୋର୍ଡ ସୂଚନା ଦେଇଛି। ୨୦୨୩-୨୪ ଶିକ୍ଷାବର୍ଷରୁ କଳାହାଣ୍ଡି…
ଋଣ ନାଁରେ ଠକେଇ କରି ବ୍ୟାଙ୍କ କର୍ମଚାରୀ ଗିରଫ
ଫୁଲବାଣୀ ଅଫିସ,୬।୪: ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର…

