ଆମ ଜିଲା ଖବର

ଭତ୍ତା, ରାଶନ ପାଇଁ ବୃଦ୍ଧ ମା’ବାପାଙ୍କୁ ବାନ୍ଧି ନିର୍ଯାତନା

ବାଲେଶ୍ୱର ଅଫିସ, ୧୦।୧୦-ଭତ୍ତା, ରାଶନ କାର୍ଡ ପାଇଁ ଏକ ବୃଦ୍ଧ ଦମ୍ପତିଙ୍କୁ ତାଙ୍କ ପୁଅ ଘରେ ବାନ୍ଧି ୮ ମାସ ହେଲା ନିର୍ଯାତନା ଦେବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ସୋମବାର ଜିଲାପାଳଙ୍କଠାରେ ଅଭିଯୋଗ ହେବା ପରେ ଘଟଣା ପଦାକୁ…

ଧକ୍କା ଦେଲା ସରକାରୀ ଗାଡ଼ି: ୫ ଗୁରୁତର

ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍‌ରେ ଯାଉଥିବା ଲୋକଙ୍କୁ ପଛକୁ ପଛ ଧକ୍କା ଦେଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ…

ଶ୍ରମିକଙ୍କ ଗୋଡ଼ ହାତ କଟା ଘଟଣା: ଥାନାରେ ରୁଜୁ ହେଲା ମାମଲା

ଆର୍‌.ଉଦୟଗିରି,୧୦।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲାକୁ ଭିତ୍ତିକରି ଅଡ଼ବା ପୋଲିସ…

ଭାଉଜଙ୍କୁ ହତ୍ୟା କଲେ ଦିଅର

ଖୋର୍ଦ୍ଧା ଅଫିସ,୧୦ା୧୦: ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଅଶାନ୍ତିରୁ ଦିଅର ହାତରେ ଭାଉଜଙ୍କ ଜୀବନ ଯାଇଛି। ତେବେ ଆକ୍ରମଣକାରୀ ଫେରାର ଅଛନ୍ତି। ମୃତକ ହେଲେ ମିନାକ୍ଷୀ ରାଉତରାୟ। ପୋଲିସ ଘଟଣାର ତଦନ୍ତ ଆରମ୍ଭ…

ଝାଡ଼ାବାନ୍ତିରେ ଜଣେ ମୃତ, ୩ ଆକ୍ରାନ୍ତ

ପାପଡ଼ାହାଣ୍ଡି,୧୦ା୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦରଠାରେ ଝାଡ଼ାବାନ୍ତି ବ୍ୟାପୀ ସୋମବାର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ ତୁଳାବତୀ ଭତରା। ତାଙ୍କ ସ୍ବାମୀ ଟଙ୍କଧର ଭତରା ରବିବାର ଆକ୍ରାନ୍ତ ହୋଇ…

ରାସ୍ତା କର୍ଦ୍ଦମାକ୍ତ, ଯାତାୟାତରେ ସମସ୍ୟା

ଦାରିଙ୍ଗବାଡ଼ି,୧୦ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ଏକାଧିକ ସ୍ଥାନରେ କଲଭର୍ଟ କାର୍ଯ୍ୟ ଚାଲିଛି। ଫଳରେ ଡାଇଇଭର୍ସନ ରାସ୍ତା କରାଯାଇଛି ଏବଂ ସେଗୁଡିକ…

ଦନ୍ତାହାତୀର ମୃତଦେହ ଠାବ

ଠାକୁରମୁଣ୍ଡା,୧୦ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମ ମଙ୍ଗଲକଚା ଜଙ୍ଗଲ କଡ଼ରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଖବର ପାଇ ଠାକୁରମୁଣ୍ଡା ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତ…

ଦେଢ଼ ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ନାହିଁ

ଲାଞ୍ଜିଗଡ,୧୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତରେ ଗତ ଅଗଷ୍ଟ ୧୮ ତାରିଖ ରାତି ୧୧ଟାରେ ପିଡିଏସ ଚାଉଳ ଚୋରାଚାଲାଣ ଘଟଣାର ଢେଡ଼ ମାସ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତଦନ୍ତ ବାଟମାରଣା ହେଉଥିବା ନେଇ…

କେଶବଙ୍କ ଚିକିତ୍ସାରେ ଅର୍ଥ ବାଧକ, ସରକାରୀ ସହାୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୧୦(ଡି.ଏନ୍‌.ଏ.): ଖେଳିବା ଦୌଡ଼ିବା ବୟସରେ କଥା କହି ପାରୁନାହାନ୍ତି କି ଠିକ୍‌ଭାବେ ଠିଆ ହୋଇ ପାରୁ ନାହାନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବାରିଆଘାଟ ଗ୍ରାମର ଦୈତାରି ମୁଦୁଲିଙ୍କ ପୁଅ କେଶବ ରୋଗ କାରଣରୁ ଏଭଳି କଷ୍ଟ…

ଧରାକୋଟର ଐତିହ୍ୟ ଜଗନ୍ନାଥ ମନ୍ଦିର

ଧରାକୋଟ,୧୦ା୧୦: ସମଗ୍ର ଭାରତବର୍ଷର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ରହିଛି। ସେହି ମନ୍ଦିରଗୁଡ଼ିକ ମଧ୍ୟରୁ ମାତ୍ର ୯ଟି ହେଉଛି ବିମାନ ମନ୍ଦିର। ସେଥି ମଧ୍ୟରୁ ଗଞ୍ଜାମ ଜିଲା ଧରାକୋଟ ଜଗନ୍ନାଥ ମନ୍ଦିର ଗୋଟିଏ। ଷୋଡ଼ଶ ଶତାବ୍ଦୀରେ ସ୍ବର୍ଗତ ରାଜା ରାଜେନ୍ଦ୍ର ସିଂହ…

ନବରଙ୍ଗପୁରରେ ଖୋଲିଲା ଅସ୍ଥାୟୀ ଗୋଶାଳା

ନବରଙ୍ଗପୁର,୧୦ା୧୦(ବି.ପ୍ର.): ନବରଙ୍ଗପୁର ସ୍ଥିତ ସ୍ଥାନୀୟ ଆଶୀର୍ବାଦ କଲ୍ୟାଣ ମଣ୍ଡପରେ ଶନିବାର ଠାରୁ ଅସ୍ଥାୟୀ ଗୋଶାଳା(କାଞ୍ଜିଆ ହୁଦା) ଖୋଲିଛି। ସହର ମଧ୍ୟ ଦେଇ ୨୬ ନମ୍ବର ଜାତୀୟ ରାଜପଥ ଯାଇଛି । ରାସ୍ତାର ଉଭୟ ପାର୍ଶ୍ୱରେ ଦୋକାନ ବଜାର। ଜନଗହଳି ପୂର୍ଣ୍ଣ ରାସ୍ତା…

ସାଢ଼େ ୮ ବର୍ଷରେ ୮୧୫ ଲୋକ, ୬୬୯ ହାତୀ ମୃତ

ଭଞ୍ଜନଗର,୧୦।୧୦(ଡି.ଏନ୍‌.ଏ.): ରାଜ୍ୟରେ ଜନସଂଖ୍ୟା ବୃଦ୍ଧି ଯୋଗୁ ଜଙ୍ଗଲ ଉପରେ ଲୋକଙ୍କ ଆବଶ୍ୟକତା ବଢ଼ିଲା। ଏହାଦ୍ୱାରା ଜଙ୍ଗଲ କ୍ଷୟ ହେଲା। ଫଳରେ ହାତୀ ସମେତ ଅନ୍ୟାନ୍ୟ ବନ୍ୟପ୍ରାଣୀ ଗଁାମୁହଁା ହେଉଛନ୍ତି। ଯାହାଦ୍ୱାରା ହାତୀ ମଣିଷ ମଧ୍ୟରେ ଅଧିକାଂଶ ସମୟ ଲଢ଼େଇ ହେଉଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri