ଆମ ଜିଲା ଖବର

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ ଅନୁପ୍ରବେଶ କରି ସର୍ଭେ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରି ଫେରିଯାଇଥିବା ଘଟଣା ପୁଣିଥରେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ କଳହ କାରଣରୁ ଦିଅର ହରି ଦେଉରୀ ତାଙ୍କ ଭାଉଜଙ୍କୁ ଏକ ମାରଣାସ୍ତ୍ରରେ ଆକ୍ରମଣ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍‌ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା।…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି ସାହିତ୍ୟ ସଂସଦ ତରଫରୁ ‘କବିତାରେ ବୋଉ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ଗଞ୍ଜାମ…

ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର

ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା ଆମ୍ବୁଲାନ୍ସ ଡ୍ରାଇଭର ଜାତୀୟ ମାନବାଧିକାର ଆୟୋଗ (NHRC) ନିକଟରେ ହାଜର ହୋଇଛନ୍ତି। ସୂଚନା…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ ଖଣ୍ଡାରେ ହାଣିବା ଦ୍ୱାରା ସାଙ୍ଗର ମୁଣ୍ଡ ଏବଂ ହାତରେ ଗୁରୁତର ଆଘାତ ଲାଗିଛି।…

ଓସିଏସ୍‌ ପରୀକ୍ଷାରେ ୬୬ତମ ସ୍ଥାନରେ ରଶ୍ମିରଞ୍ଜନ, ତାଙ୍କ ସଫଳତା ପଛରେ…

ମହାକାଳପଡ଼ା, ୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ମଳାଢ଼ି ଗ୍ରାମର ତପନ ସ୍ବାଇଁ ଓ ନିର୍ମଳା ସ୍ବାଇଁଙ୍କ ବଡ଼ ପୁଅ ରଶ୍ମିରଞ୍ଜନ ସ୍ବାଇଁ ଚଳିତବର୍ଷ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ୬୬ତମ ସ୍ଥାନ ଅଧିକାର କରିଛନ୍ତି।…

୨ ସପ୍ତାହ ପରେ ଆରମ୍ଭ ହେବ ଅଣ୍ଡାଦାନ ପ୍ରକ୍ରିୟା: ବସା ପାଇଁ ସୁରକ୍ଷିତ ସ୍ଥାନ ଖୋଜୁଛି ବଉଳା କୁମ୍ଭୀର

ମହାକାଳପଡ଼ା,୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ, ପାଇକା, ଲୁଣା ଓ ଗୋବରୀ ସଂଲଗ୍ନ ନଦୀନାଳରେ ବହୁସଂଖ୍ୟାରେ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ବତୀଘର ଖରିନାସି , ଜମ୍ବୁ ଗୋବରୀ ନଦୀ ଓ ନାଳକୂଳରେ ସେମାନେ ବସା ବାନ୍ଧିଥାନ୍ତି। ଜୁନ୍‌-ଜୁଲାଇ…

ମଣ୍ଡି ଖୋଲିବାର ୧୨ ଦିନ ପରେ ବି ସ୍ବାଭାବିକ ହେଲାନି: ଚାଷୀ ମହଲରେ..

ନୂଆପଡ଼ା,୩ା୬(ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବିଧାନ ସଂଗ୍ରହ ପାଇଁ ଗତ ୨୦ ତାରିଖରେ ମଣ୍ଡି ଉଦ୍‌ଘାଟନ ହୋଇ ୨୫ରୁ ଜିଲାର ସମସ୍ତ ମଣ୍ଡିରେ ଧାନ କ୍ରୟ କରାଯିବ ବୋଲି କୁହାଯାଇଥିଲା। ହେଲେ ଉଦ୍‌ଘାଟନକୁ ୧୨ ଦିନ ବିତିଯାଇଥିଲେ ମଧ୍ୟ ଧାନକିଣା ସ୍ବାଭାବିକ ହୋଇ…

ସ୍କୁଟିରେ ନାବାଳକ ପୁଅକୁ ନେଇ ଗାଁକୁ ଆସୁଥିଲେ, ବାଟରେ ଘଟିଲା ବଡ଼ ଅଘଟଣ; ଚାଲିଗଲା ମା’ଙ୍କ ଜୀବନ

ସୋହେଲା ୩।୬( ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲେଖାପଥର ଛକଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପିଙ୍କି ମହାପାତ୍ର (୪୫) ଙ୍କ ମୃତ୍ୟ ହୋଇଯାଇଛି। ପିଙ୍କିଙ୍କ ପୁଅ ୧୫ ବର୍ଷୀୟ ନାବାଳକ ପୁଅ ଏହି ଦୁର୍ଘଟଣାରେ ବର୍ତ୍ତିିଯାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?