ଆମ ଜିଲା ଖବର

ବର୍ଷକୁ ପାଣିରେ ପଡ଼ୁଛି ଅଧକୋଟି

ଭଦ୍ରକ ଅଫିସ,୩ା୩: ପ୍ରତିବର୍ଷ ଧାନକିଣାରେ ଲକ୍ଷାଧିକ ଟଙ୍କା ପାଣିରେ ପଡ଼ୁଛି। ଗୋଦାମ ଥାଇ ମଧ୍ୟ ପାଲ କିଣାରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଧାନ ସଂଗ୍ରହ ଆରମ୍ଭ ହେବା ମାତ୍ରେ ଆର୍‌ଏମ୍‌ସି (ନିୟନ୍ତ୍ରିତ ବଜାର କମିଟି) ପକ୍ଷରୁ ଆବଶ୍ୟକତା ଅନୁଯାୟୀ…

ନିର୍ମାଣ ପରେ ବି କାର୍ଯ୍ୟକ୍ଷମ ହେଉନି ଥାନା

ନିମାପଡ଼ା,୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଗୃହ ବିଭାଗର ପ୍ରାୟ ୧ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ନିମାପଡ଼ାଠାରେ ବହୁ ପ୍ରତୀକ୍ଷିତ ନବନିର୍ମିତ ନିମାପଡ଼ା ଥାନାର ନୂତନ ବିଲ୍ଡିଂ ନିର୍ମାଣ କାର୍ଯ୍ୟ ମାସେ ହେବ ସରିଛି। ପୋଲିସ ହାଉସିଂବୋର୍ଡ ଏହି ନବନିର୍ମିତ ଥାନା…

ଅଭୟାରଣ୍ୟରେ ବଢ଼ୁଛି ଭୟ

ଦେଶର ସର୍ବବୃହତ୍‌ ବିଷୁବ ମଣ୍ଡଳୀୟ ଜଙ୍ଗଲ ଭାବେ ପ୍ରସିଦ୍ଧ ଶିମିଳିପାଳ। ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଅମ୍ଳଜାନ କେନ୍ଦ୍ର। ଜାତୀୟ ଉଦ୍ୟାନ,ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ହସ୍ତୀ ଅଭୟାରଣ୍ୟ ଭାବେ ପରିଚିତ ଶିମିଳିପାଳ ଅଭୟାରଣ୍ୟକୁ ୟୁନେସ୍କୋ ପକ୍ଷରୁ ମିଳିଛି ବିଶ୍ୱ ଐତିହ୍ୟ…

ଓଡ଼ଗାଁ ଶିଳ୍ପୀଙ୍କ ଦିଲ୍ଲୀରେ ଚାହିଦା 

ନୟାଗଡ଼ ଅଫିସ/ଓଡ଼ଗଁା,୩।୩(ସ୍ବ.ପ୍ର.): ଶ୍ରୀଜଗନ୍ନାଥ ମନ୍ଦିର ସଂସ୍କୃତିକୁ ଦେଶ ବିଦେଶରେ ପ୍ରଚାର ଓ ପ୍ରସାର କରିବା ସମେତ ମନ୍ଦିର ନିର୍ମାଣ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ମନ୍ଦିର ଶିଳ୍ପୀଙ୍କ ଚାହିଦା ବଢ଼ୁଛି । ଓଡ଼ଗାଁ ମନ୍ଦିର ଶିଳ୍ପୀଙ୍କ ହାତରେ ଦିଲ୍ଲୀରେ ୨୦…

ଟିକିରିରେ ଭୂକମ୍ପ

ଟିକିରି,୩ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରିରେ ଶୁକ୍ରବାର ସକାଳ ୫.୬ମିନିଟ୍‌ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ଧରି ଏହି ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୮ ଥିବାଜଣାପଡ଼ିଛି। ଅଞ୍ଚଳରେ ଥିବା ବିଭିନ୍ନ ଘରଦ୍ୱାର ଦୋହଲି…

ବଦଳିବ ୪ ଚିରସ୍ରୋତା ଝରଣାର ରୂପ

ନୟାଗଡ଼ ଅଫିସ,୩।୩: ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତର ଗୋଟିଏ ପାହାଡ଼ରେ ୪ ଚିରସ୍ରୋତା ଝରଣାକୁ ଦେଖିବାକୁ ଗୁରୁବାର ନୟାଗଡ଼ ବିଧାୟକ ଅରୁଣ ସାହୁ, ଜିଲାପାଳ ରବୀନ୍ଦ୍ର ନାଥ ସାହୁ, ଡିଏଫଓ କ୍ଷମା ଷଡ଼ଙ୍ଗୀ, ବିଡିଓ ସନ୍ତୋଷ କୁମାର ଜେନା, ଜିଲା ପର୍ଯ୍ୟଟନ…

ମିଥ୍ୟା ସତ୍ୟପାଠ ଜାଲିଆତି ଧରାପଡ଼ିଲା

ନୟାଗଡ଼ ଅଫିସ/ଓଡ଼ଗାଁ,୩ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବରସାହି ପଞ୍ଚାୟତ ସିଙ୍ଗାରପୁର ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଥ୍ୟା ସତ୍ୟପାଠରେ ଜାଲିଆତି କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଜଣକ ନାଁରେ ଆସିଥିବା ଆବାସ କାର୍ଯ୍ୟାଦେଶକୁ ଅନ୍ୟ ଜଣଙ୍କୁ ଦେଇ ପଞ୍ଚାୟତ ନିର୍ବାହୀ…

ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ପାଇବେ ସାହିତ୍ୟ ଭାରତୀ ସମ୍ମାନ

କଟକ ଅଫିସ,୩ା୩:ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ସର୍ବୋଚ୍ଚ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୩’ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ତାଙ୍କୁ ୧ ଲକ୍ଷ ଟଙ୍କା ଓ କୋଣାର୍କ ସୂର୍ଯ୍ୟ ମନ୍ଦିରର ରୌପ୍ୟ ପ୍ରତିକୃତି…

ରାସ୍ତାକୁ ଦୁର୍ଘଟଣାପ୍ରବଣ ଘୋଷଣା ପାଇଁ କେନ୍ଦ୍ରାପଡ଼ା ଆର୍‌ଟିଓଙ୍କୁ ଚିଠି

ଆଳି,୩ା୩ (ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ଆଳି ଥାନା ଅନ୍ତର୍ଗତ ସିଙ୍ଗିରି କଟବନ୍ଧ ଛକ ନିକଟରେ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଥିବାରୁ ଓ ଆଇନ ଶୃଙ୍ଖଳା ବ୍ୟାହତ ହେଉଥିବାରୁ ପୋଲିସ ମୁଣ୍ଡ ବ୍ୟଥାର କାରଣ ପାଲଟୁଛି। ଏହି ସ୍ଥାନକୁ…

ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି ବେଣାଗଛ

ପଟ୍ଟାମୁଣ୍ଡାଇ,୩ା୩(ସ୍ବ.ପ୍ର .): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଉର୍ବର ଚାଷ ଜମିରେ ବେଣାଗଛ ହେବା ଯୋଗୁ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବାରେ ବେଣାଗଛ ବାଧକ ସାଜିଛି। ଏଥିଯୋଗୁ ଶତାଧିକ ଏକର ଉର୍ବର ଚାଷ ଜମି ପଡ଼ିଆ ପଡ଼ିବା…

ରହସ୍ୟରେ ଭିସୁଟ୍‌ ପୁରାତନ ଛାତ୍ରୀ ମୃତ୍ୟୁ ଘଟଣା

ସମ୍ବଲପୁର,୩ା୩(ବ୍ୟୁରୋ):ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଉଦ୍ଧାର ହୋଇଥିବା ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ଏବେ ରହସ୍ୟଘେରକୁ ଠେଲି ହୋଇଯାଇଛି। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ତଦନ୍ତ ପାଇଁ ଦୁଇଟି…

ଘର ଉପରେ ୧୧ କେଭି ବିଦ୍ୟୁତ୍‌ ତାର

ନାଉଗାଁ,୩ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗ୍ରାମର ମଲିକ ସାହି ଦେଇ ୧୧ କେଭି ବିଦ୍ୟୁତ୍‌ ତାର ଯାଇଛି। ଏହି ତାର ଗ୍ରାମର ୧୧ରୁ ଊର୍ଦ୍ଧ୍ୱ ପରିବାରଙ୍କ ବାସଗୃହ ଉପରେ ଯାଇଥିବା ବେଳେ ଆଉ କେତେଜଣଙ୍କ ଘରର ପଛ ପାର୍ଶ୍ୱରେ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?