ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ପ୍ରସ୍ତୁତି ବୈଠକ: ମା’ଙ୍କ ଦର୍ଶନ ଲାଗି ଦେବାକୁ ପଡ଼ିବନି ଫି
ଛତ୍ରପୁର,୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ମେଳା ନେଇ ଜିଲାପାଳ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୪ଟି ପାଳି ପାଳିତ ହେବ। ମାର୍ଚ୍ଚ ୧୪ ପ୍ରଥମ ପାଳି, ମାର୍ଚ୍ଚ ୨୧ ଦ୍ୱିତୀୟ ପାଳି,…
ଭାଜପା ପୂର୍ବତନ ଜିଲା ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ
ଜଗତ୍ସିଂହପୁର,୧।୩(ଡିଏନ୍.ଏ.): ଭାଜପା ପୂର୍ବତନ ଜିଲା ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ। ଏଭଳି ଘଟଣା ଘଟିଛି ଜଗତ୍ସିଂହପୁର ଜିଲା ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବଙ୍ଗାଳିପଡ଼ା କଲୋନୀରେ। ପୂର୍ବ ବିବାଦକୁ କେନ୍ଦ୍ରକରି ଭାଜପା ପୂର୍ବତନ ଜିଲା ଉପସଭାପତି ଅଜିତ ଦାସଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା…
ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ସମ୍ମିଳନୀ
ନୂଆପଡ଼ା ଅଫିସ,୧।୩: ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟ ପ୍ରାଙ୍ଗଣରେ ଆଶା ଓ ଗାଁ କଲ୍ୟାଣ ସମିତିର ଜିଲାସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ଚୌଧୁରୀ ଶୋଭାରାଣୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି…
ହାତୀ ଆକ୍ରମଣରେ ଚାଲିଗଲା ଜୀବନ
ଅନୁଗୋଳ ଅଫିସ,୧।୩: ଅନୁଗୋଳ ଜିଲାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ବସଲା ପଞ୍ଚାୟତ ସୁନାଭୁଇଁ ଗାଁର ଦିବାକର ସାହୁ । ବୁଧବାର ସକାଳେ ଦିବାକର ସାହୁ ଶୌଚ ହେବାକୁ ଯାଇଥବା ବେଳେ ହାତୀ ଆକ୍ରମଣ କରିଥିଲା। ଫଳରେ…
୬ଦିନରେ ୪.୭୫କୁଇଣ୍ଟାଲ ଗଞ୍ଜେଇ ଜବତ
ସୋନପୁର,୧।୩(ନି.ପ୍ର.): ଆକ୍ସନ ମୁଡରେ ଏବେ ସୁବର୍ଣ୍ଣପୁର ଜିଲା ଅବକାରୀ ବିଭାଗ। ମଙ୍ଗଳବାର ଅବକାରୀ ବିଭାଗର ଜିଲା ମୋବାଇଲ ଟିମ୍ ସୋନପୁର ଥାନା ହରଡଖୋଲ ନିକଟରେ ଚଢାଉ କରି କାରରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଆକାଶ ସାହୁ(୨୦)ଙ୍କୁ ଗିରଫ କରିଛି। ଆକାଶଙ୍କ କାରରୁ…
ସହରରେ ଚୋରି ବଢ଼ୁଛି, ଟେର୍ ପାଉନି ପୋଲିସ
ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧।୩: ରାୟଗଡ଼ା ଜିଲା ସଦର ମହକୁମାରେ ଜିଲାପାଳଙ୍କ କାର୍ଯ୍ୟାଳୟ, ଜିଲା ପୋଲିସ କାର୍ଯ୍ୟାଳୟ ସମେତ ବହୁ ଜିଲାସ୍ତରୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ରହିଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳରେ ଚୋରି ଘଟଣା ବଢ଼ୁଥିବା ବେଳେ ଏହାକୁ ରୋକିବା ନେଇ କୌଣସି ଦୃଢ଼ ପଦକ୍ଷେପ…
ସୁରକ୍ଷିତ ନୁହେଁ ଶିଶୁ ଉଦ୍ୟାନ
ସୁନାବେଡ଼ା, ୧।୩(ସ୍ବ.ପ୍ର.): ବହୁଦିନ ଧରି ହାଲ୍ ଟାଉନଶିପର ବିଭିନ୍ନ ନିଛାଟିଆ ଅଞ୍ଚଳ ଏବେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ଏନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ପୋଲିସ ପାଟ୍ରୋଲିଂ ଦାବି ହୋଇଥିଲେ ମଧ୍ୟ ଏହାର କୌଣସି…
ଠିକ୍ ସମୟରେ ପିଡିଏସ୍ ଚାଉଳ ଦେଉନି ଏସ୍ଏଚ୍ଜି
ରାୟଗଡ଼ା,୧।୩(ସ୍ବ.ପ୍ର.): ବିଭିନ୍ନ ପଞ୍ଚାୟତରେ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ହିତାଧିକାରୀଙ୍କୁ ପିଡିଏସ୍ ଚାଉଳ ବଣ୍ଟନ କରାଯାଉଛି। ତେବେ କାଶୀପୁର ବ୍ଲକ ଅଡ଼ାଜୋର ପଞ୍ଚାୟତର ୭ଟି ଗ୍ରାମରେ ହିତାଧିକାରୀମାନେ ଠିକ୍ ସମୟରେ ଚାଉଳ ପାଉ ନ ଥିବା ଅଭିଯୋଗ ହୋଇଛି। ଏହି ପଞ୍ଚାୟତରେ…
ଚଞ୍ଚକତା କରି ଜମି ହଡ଼ପ
ଢେଙ୍କାନାଳ ଅଫିସ, ୧।୩: ଢେଙ୍କାନାଳ ଜିଲାରେ ଜମି ମାଫିଆଙ୍କ ପ୍ରାଦୁର୍ଭାବ କମୁନାହିଁ। ବିଭିନ୍ନ ଉପାୟରେ ଚଞ୍ଚକତା କରି ସେମାନେ ଜମି ହଡ଼ପ କରି ନେଉଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଅଭିଯୋଗରେ ପୂର୍ବରୁ ଜଣେ ଅତିରିକ୍ତ ତହସିଲଦାରଙ୍କ ସମେତ ତହସିଲ ଅଫିସର…
ହିନ୍ଦୋଳ ରାଜନୀତି ଚଳଚଞ୍ଚଳ
ହିନ୍ଦୋଳ, ୧।୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସିରେ ଆସନ୍ତା ଏପ୍ରିଲ ୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପଟେ ନିର୍ବାଚନୀ ବିଗୁଲ୍ ବାଜିବା ପରେ ସହରାଞ୍ଚଳ ରାଜନୈତିକ ବାତାବରଣରେ ଉଷ୍ମତା ପରିଲକ୍ଷିତ ହୋଇଛି।…
ଉପାନ୍ତ ଅଞ୍ଚଳ ବିକାଶକୁ ଗୁରୁତ୍ୱ
ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ମଙ୍ଗଳବାର ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ଦୁର୍ଗମ ତଥା ଉପାନ୍ତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ…
୩ ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ
ବଇଣ୍ଡା, ୧।୩(ଡି.ଏନ.ଏ.): ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ଅଭିମୁଖି କରିବା ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ହେଲେ ଅନେକ ସ୍କୁଲରେ ଏହି ଯୋଜନା ଠିକ୍ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ବିଶେଷକରି ଜଙ୍ଗଲ ଅଞ୍ଚଳରେ ଥିବା ବିଦ୍ୟାଳୟଗୁଡିକରେ ଠିକଣା ଭାବେ ଚାଉଳ ପହଞ୍ଚାଯାଇ…

