ଆମ ଜିଲା ଖବର

ଡିସେମ୍ବର ସୁଦ୍ଧା ଇନର ରିଙ୍ଗ ରୋଡ୍‌

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ସହର ପ୍ଲାନିଂରେ ଯୋଡିହେବ ଇନର ରିଙ୍ଗ ରୋଡ୍‌। ଜିଲାପାଳଙ୍କ ଏହି ପରିକଳ୍ପନା ପରେ ଏ ନେଇ ପ୍ରଶାସନ ପକ୍ଷରୁ ମଙ୍ଗଳବାର ସର୍ଭେ ଆରମ୍ଭ ହୋଇଛି। ଆସନ୍ତା ଡିସେମ୍ବର ସୁଦ୍ଧା ଯୋଜନାକୁ ରୂପାୟନ କରାଯିବ। ଫଳରେ ସହର…

ଷ୍ଟାଣ୍ଡପୋଷ୍ଟରେ ଜଳ ଯୋଗାଣ ବନ୍ଦ

ବ୍ରହ୍ମପୁର ଅଫିସ,୧।୩: ବ୍ରହ୍ମପୁର ସହରରେ ଜଳ ସଙ୍କଟର ସ୍ଥାୟୀ ସମାଧାନ ଓ ୨୪ ଘଣ୍ଟିଆ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାନିବିଲି ବୃହତ୍‌ ପ୍ରକଳ୍ପ ନିମନ୍ତେ ନୂତନ ପଦକ୍ଷେପ ନିଆଯାଇଛି। କିନ୍ତୁ ଉକ୍ତ ପ୍ରକଳ୍ପରୁ ସମ୍ପୂର୍ଣ୍ଣ…

କାର୍ଯ୍ୟରେ ଲାଗୁନି ଗୋଷ୍ଠୀ ଶୌଚାଳୟ

ଖଜୁରିପଡ଼ା,୧।୩: ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି କାର୍ଯ୍ୟରେ ଲାଗୁ ନାହିଁ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛି ପ୍ରତ୍ୟେକ ପଞ୍ଚାୟତରେ…

ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି

ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍‌ଏସ୍‌ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା ନୋଟିସରେ ବଦଳି କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଇଆର୍‌ଏସ୍‌ ରେସମା ଲେଖାନୀ ଶ୍ରୀମନ୍ଦିରକୁ ପ୍ରବେଶ…

ପ୍ରକଳ୍ପ କାମ ଶୀଘ୍ର ସାରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଶେରଗଡ଼/ ହିଞ୍ଜିଳିକାଟୁ, ୧।୩(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜୋତି ପରିଡ଼ା। ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ,…

ବଜାରରେ ବୁଲିଲା ଗୋଠଛଡ଼ା ଦନ୍ତା

ତେଲକୋଇ,୧।୩(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବଜାର ଅଞ୍ଚଳରେ ମଙ୍ଗଳବାର ଏକ ଗୋଠଛଡ଼ା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଥିଲା। ବଜାର ପାର୍ଶ୍ୱରେ ଥିବା କ୍ଷେତରେ ପଶି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛି। ଫଳରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଗୋଠଛଡ଼ା…

ଶିମିଳିପାଳକୁ ଫେରୁନାହାନ୍ତି ବନ୍ୟପ୍ରାଣୀ

ବାରିପଦା ଅଫିସ,୧।୩: ଅଧିକାରୀଙ୍କ ଅପାରଗତାରୁ ଅସୁରକ୍ଷିତ ହୋଇ ପଡ଼ିଛି ଶିମିଳିପାଳ ଅଭୟାରଣ୍ୟ। ଶତ୍ରୁ ସାଜିଛନ୍ତି ଶିକାରୀ ଓ ବନ କର୍ମଚାରୀ। ଜୀବନ ବଞ୍ଚାଇବାକୁ ଦିଗହରା ହୋଇ ପଡ଼ୁଛନ୍ତି ବନ୍ୟପ୍ରାଣୀ। କୋର୍‌ ଏରିଆ ଭଳି ସୁରକ୍ଷିତ ସ୍ଥାନରେ ବସବାସ କରୁଥିବା ମହାବଳ ବାଘ…

ବଢ଼ିଲା ବାଘ-ମଣିଷ ସୁରକ୍ଷା ଚିନ୍ତା

କେନ୍ଦୁଝର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଛି। ୩/୪ ବର୍ଷ ବୟସର ଏହା ଏକ ଅଣ୍ଡିିରା ମହାବଳ ବୋଲି ବନ ବିଭାଗ ସୂଚନା ଦେଇଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି। ଲୋକଙ୍କ ସୁରକ୍ଷା ସହ…

ଧରମ ଝିଅ ବାହାଦେବାକୁ ଯାଇ ଜୀବନ ଗଲା

ପାଟଣା,୧।୩: ଧରମ ଝିଅକୁ ବିବାହ ଦେବାକୁ ମଧ୍ୟପ୍ରଦେଶ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମ ଉପର…

ଏମ୍‌ପି, ଜିଲାପାଳଙ୍କ ଉଚ୍ଚସୋପାନ ସେତୁ ପରିଦର୍ଶନ

ଧାମନଗର,୧।୩(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାର ନିକଟରେ ଗେଙ୍ଗୁଟି ନଦୀ ଉପରେ ଏକ ଉଚ୍ଚସୋପାନ ସେତୁ ନିର୍ମାଣ କରାଯାଇଛି। ହେଲେ ଦୁଇପାର୍ଶ୍ୱରେ ଆପ୍ରୋଚ ରୋଡ୍‌ କରା ନ ଯିବାରୁ ପୋଲ ଲୋକଙ୍କ କାମରେ ଆସୁନି। ବୈତରଣୀ ନଦୀରେ ବନ୍ୟା…

କାମରେ ଆସୁନି ଆର୍‌ଏମ୍‌ସି ଗୋଦାମ

ବାଲିଆପାଳ, ୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଦେଉଳା ପଞ୍ଚାୟତ ଅଧୀନ ବାସୁଦେବପୁରଠାରେ ୧୦ବର୍ଷ ପୂର୍ବରୁ ୨ଏକରରୁ ଊର୍ଦ୍ଧ୍ୱ ସରକାରୀ ଜାଗାରେ ଜଳେଶ୍ୱର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ପକ୍ଷରୁ ଗୋଦାମ ଘର ନିର୍ମାଣ ହୋଇଛି। ଆଜି ଯାଏ ଏହି ଘର…

କ୍ଷେତଖାଉଛି ବାଙ୍କ ନାଳ

ଚମ୍ପୁଆ,୧।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ଗୋଧୂଳି ଗ୍ରାମରେ ଚାଷୀମାନଙ୍କର ପାଇଁ ଚିରସ୍ରୋତା ବାଙ୍କ ନାଳ ଏନେଇ ଦୁଃଖର କାରଣ ସାଜିଛି। ନାଳକଡ଼ ଖାଇ ଦିନକୁ ଦିନ ଓସାର ହେଉଥିବା ବେଳେ ନାଳଗର୍ଭରେ ଅନେକଙ୍କ ଚାଷଜମି ଲୀନ ହୋଇଗଲାଣି। ଦିନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?