ବିପଦରେ ଆର୍ଦ୍ରଭୂମି ଭିତରକନିକାର ଫିଶିଂ କ୍ୟାଟ୍
କେନ୍ଦ୍ରାପଡ଼ା ଅଫିସ, ୧ା୩: ଓଡ଼ିଶାର ଚିଲିକା ଓ ଭିତରକନିକାରେ ଫିଶିଂ କ୍ୟାଟ୍ ଦେଖାଯାଇଥା’ନ୍ତି। ଚିଲିକାରେ ଏହି ବିରଳ ଓ ବିଲୁପ୍ତପ୍ରାୟ ଜୀବଙ୍କ ସଂଖ୍ୟା ଅଧିକ ଥିବା ବେଳେ ଦୁଇବର୍ଷିଆ ସଂରକ୍ଷଣ ସତ୍ତ୍ୱେ ଭିତରକନିକାରେ ଆଶାନୁରୂପ ସଂଖ୍ୟା ବଢ଼ୁନାହିଁ। ଏହି ପ୍ରାଣୀଙ୍କ ଶିକାର…
ବିଶୁଦ୍ଧ ପାନୀୟ ଜଳ ନାମରେ ଠକେଇ
ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି। ଫେବୃୟାରୀରୁ ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ମଧ୍ୟାହ୍ନରୁ ବାହାରକୁ…
ଅଲିଭ୍ରିଡେ୍ଲଙ୍କ ଗଣଅଣ୍ଡାଦାନ ଅପେକ୍ଷାରେ ଗହୀରମଥା
ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍ରିଡ୍ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର ନୀଳ ଜଳରାଶିରେ ଏବେ ଲକ୍ଷାଧିକ ଅନ୍ତଃସତ୍ତ୍ୱା କଇଁଛ ପ୍ରକୃତିର ବିବର୍ତ୍ତମାନରେ ଗଣଅଣ୍ଡାଦାନ କରିବାକୁ କୂଳମୁହଁା…
ବେଆଇନ ଚିଙ୍ଗୁଡ଼ିଘେରି ଫସଲ ଉଜାଡୁଛି
ରାଜକନିକା, ୧ା୩(ଡି.ଏନ୍.ଏ.): ଗଁାଠାରୁ ସହର ଏବେ ଲାଭାନ୍ବିତ ଚାଷ କରିବାକୁ ଆଗ୍ରହ ପ୍ରକାଶ ପାଉଛି। ଚାଷୀମାନେ ଏବେ ଚିଙ୍ଗୁଡ଼ି ଚାଷକୁ ପ୍ରାଧ୍ୟାନ୍ୟ ଦେଉଛନ୍ତି। ହେଲେ ଚିଙ୍ଗୁଡ଼ି ଚାଷ ହେବା ଦ୍ୱାରା ଅନ୍ୟ ଚାଷ ପ୍ରଭାବିତ ହେବା ସହ ଉଜୁଡ଼ି ଯାଉଥିବା ଦେଖିବାକୁ…
ଯାଞ୍ଚରେ ୧୦୧ ନକଲି ମତ୍ସ୍ୟଜୀବୀ ଚିହ୍ନଟ
ମହାକାଳପଡ଼ା, ୧ା୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳର ୩୫ଟି ଗଁାରେ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ରହୁଛନ୍ତି। ସେମାନେ ନଦୀ, ସମୁଦ୍ରରେ ମାଛ ମାରି ଗୁଜୁରାଣ ମେଣ୍ଟାଇଥା’ନ୍ତି। ବହୁ କଷ୍ଟ କରି ନଦୀ, ସମୁଦ୍ରରେ ଜୀବନକୁ ବାଜି…
୬ମାସ ହେବ ଉନ୍ନୟନମୂଳକ କାର୍ଯ୍ୟ ଠପ୍
ରଘୁନାଥପୁର,୧ା୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ଯନ୍ତ୍ରୀ ଓ କର୍ମଚାରୀଙ୍କ ଅସହଯୋଗ ଯୋଗୁ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ଫଳରେ ଗତ ୬ମାସ ତଳୁ ଆରମ୍ଭ ହୋଇଥିବା ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ଅଗ୍ରଗତି ହୋଇପାରୁନାହିଁ। ଏହାବାଦ୍ ଦୀର୍ଘଦିନ ଧରି ଠିକାଦାରମାନେ କାର୍ଯ୍ୟ କରି…
ଦିଲ୍ଲୀ, ଲକ୍ଷ୍ନୌରୁ ଆସୁଛି ନକଲି ମେଡିସିନ
କଟକ ଅଫିସ,୧ା୩: ପୁରୀଘାଟ ଥାନା ଅଧୀନ ଟାଉନହଲ୍ ରୋଡ୍ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ନାମକ ଏକ ଗୋଦାମରେ ସୋମବାର ଡ୍ରଗ୍ସ କଣ୍ଟ୍ରୋଲ ଅଧିକାରୀମାନେ ଚଢ଼ାଉ କରି ପର୍ଯ୍ୟାପ୍ତ ପରିମାଣର ନକଲି ଓ-୨ ମେଡିସିନ ଜବତ କରିଥିଲେ। ଏହି କାରବାର ସହ ଜଡ଼ିତ ଡିଷ୍ଟ୍ରିବ୍ୟୁଟର…
୭ ବିଦ୍ୟାଳୟରେ ମୌଳିକ ସୁବିଧା ନାହିଁ
କଟକ ଅଫିସ,୧ା୩: ଆମିକସ୍କ୍ୟୁରି ପ୍ରଫୁଲ୍ଲ କୁମାର ରଥ ବୌଦ୍ଧ ଜିଲାର ୭ଟି ବିଦ୍ୟାଳୟ ପରିଦର୍ଶନ କରିବା ପରେ ମୌଳିକ ସୁବିଧା ନ ଥିବା ସଂକ୍ରାନ୍ତୀୟ ରିପୋର୍ଟ ଗତ ୨୨ ତାରିଖରେ ହାଇକୋର୍ଟରେ ଦାଖଲ କରିଛନ୍ତି। ୭ଟି ବିଦ୍ୟାଳୟ ମଧ୍ୟରୁ ୪ଟି ଉଚ୍ଚ…
ସରିଲା ରିମାଣ୍ଡ, ବିଚାର ବିଭାଗୀୟ ହାଜତରେ ବାବୁରାମ
ବାଲେଶ୍ୱର ଅଫିସ, ୧।୩: ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍) ତଥ୍ୟ ଲିକ୍ ଘଟଣାରେ ଗିରଫ ହୋଇଥିବା ବରିଷ୍ଠ ଅଧିକାରୀ ବାବୁରାମ ଦେଙ୍କ ୪ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ପୋଲିସ ବାବୁରାମଙ୍କୁ ବାଲେଶ୍ୱର ଜୁଡିସିଆଲ ମାଜିଷ୍ଟ୍ରେଟ୍ ଫାଷ୍ଟଟ୍ରାକ୍ କୋର୍ଟ…
ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ
ଖୋର୍ଦ୍ଧା ଅଫିସ,୧ା୩: ଏବେଠାରୁ ତାପମାତ୍ରା ବଢ଼ିଲାଣି। ଗ୍ରୀଷ୍ମଜନିତ ଅଂଶୁଘାତ ଓ ଜଳକଷ୍ଟ ନିରାକରଣ ଲାଗି ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅଂଶୁଘାତ ମୁକାବିଲା ଏବଂ ଜଳ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ…
ବଦଳିଲା ଶେଷ ପରୀକ୍ଷା ତାରିଖ
କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ…
ଡକାୟତ ଗ୍ୟାଙ୍ଗର ୨ ଗିରଫ
ବାଲିଗୁଡ଼ା,୨୮ା୨(ଡି.ଏନ.ଏ): ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ଗୋଟିଏ ଛୁରି, ଦୁଇଟି ମୋବାଇଲ ସମେତ…

