ଆମ ଜିଲା ଖବର

ଗାଁକୁ ରାସ୍ତା ସଂଯୋଗ ଦାବି

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ଦେଇ ଯାଉଥିବା ନଂ ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ପରେ ଉଭୟ ପାର୍ଶ୍ୱରେ ଥିବା ଲୋକମାନେ ଅଡ଼ୁଆରେ ପଡ଼ୁଛନ୍ତି। ଏଭଳି କି ଗାଁକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି…

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି।…

ସମାଧାନ ବୈଠକ ପରେ ମୁଥ ମରାମରି

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ଥିବା ଗ୍ଲୋବାଲ କୋଲ ୱାସେରିକୁ ନେଇ ବିପକ୍ଷବାଦୀ ଓ ସପକ୍ଷବାଦୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏପରି କି ସମାଧାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଉଭୟ…

୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ. ୫/୨୩ରେ…

ମୋବାଇଲ ବଦଳରେ ଆସିଲା ଜୋତା, ବେଲ୍‌ଟ

ପାଟଣା,୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ାର ରଞ୍ଜନ ବେହେରା ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ମୋବାଇଲ ଲଟେରି ଉଠିଥିବା କହି ଦୁର୍ବୃତ୍ତ ତାଙ୍କଠାରୁ ୪ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ମୋବାଇଲ ବଦଳରେ ଜୋତା, ବେଲ୍ଟ ଓ ପର୍ସ…

ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ

ଯୋଡ଼ା,୨୮ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ ରହିଥିବା ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି।…

ଈଶାଣପୁରରେ ହେବ ଅଣ୍ଡର ପାସ୍‌

ବୈଶିଙ୍ଗା,୨୮ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଓ ଯୁଗପୁରା ଅଞ୍ଚଳର ବାସିନ୍ଦାଙ୍କ ସମସ୍ୟା ସମ୍ପର୍କରେ ସୋମବାର ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ଦକ୍ଷିଣ ପୂର୍ବ…

କାର୍ଯ୍ୟଦିବସରେ ଅଫିସର, କର୍ମଚାରୀ ଅନୁପସ୍ଥିତ

ନୟାଗଡ଼ ଅଫିସ,୨୮।୨:ନୟାଗଡ଼ରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ, ଜିଲା ଶ୍ରମ ଅଧିକାରୀ, ଅତିରିକ୍ତ ଜିଲା ଶ୍ରମ ଅଧିକାରୀ ଓ କର୍ମଚାରୀ ସୋମବାର କାର୍ଯ୍ୟ ଦିବସରେ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ମାସର ବିଭିନ୍ନ କାର୍ଯ୍ୟଦିବସରେ ଅଧିକାରୀ…

ଟୋକନ ଥାଇ ଚାଷୀ ମଣ୍ଡିରେ ଧାନ ବିକ୍ରି କରିପାରୁନି

ଖଣ୍ଡପଡା,୨୮ା୨(ସ୍ବ.ପ୍ର.):ବିଭିନ୍ନ ଅଞ୍ଚଳରେ ଧାନମଣ୍ଡି ବିଳମ୍ବରେ ଖୋଲିଥିବା ବେଳେ ପ୍ରଶାସନିକ ଅବ୍ୟବସ୍ଥା ଯୋଗୁ ଅନେକ ଚାଷୀ ଟୋକନ ପାଇ ନ ଥିବା ଓ ଟୋକନ ଥାଇ ମଧ୍ୟ ଧାନ ବିକ୍ରି ହୋଇ ପାରୁ ନ ଥିବା ଅଭିଯୋଗ ହେଉଛି। ଏ ନେଇ ଚାଷୀଙ୍କ…

ଅବ୍ୟବସ୍ଥାରେ ଗଣ୍ଡସାହି, ବେଙ୍ଗସାହି ଅଙ୍ଗନୱାଡି

ଫୁଲବାଣୀ ଅଫିସ/ଟିକାବାଲି, ୨୮ା୨:ସରକାର ଛୋଟ ପିଲା ଏବଂ ଗର୍ଭବତୀ ଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ପୁଷ୍ଟିକର ଆହାର ଯୋଗାଇ ଦେଉଛନ୍ତି ା ଯୋଜନାର ମୂଳ ଲକ୍ଷ୍ୟ ରହିଛି କେହି ଯେପରି ଅପପୁଷ୍ଟିର ଶୀକାର ନ ହେବେ ା କିନ୍ତୁ ଗ୍ରାମାଞ୍ଚଳରେ ଥିବା ଅଙ୍ଗନୱାଡି…

ମେଗା ପ୍ରକଳ୍ପ ଜଳରେ ପରିବା ଚାଷ

କାଳିଆପାଣି,୨୮ା୨(ଡି.ଏନ୍‌.ଏ.):ଗ୍ରୀଷ୍ମ ପ୍ରବାହ ପ୍ରାରମ୍ଭରୁ ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଧିରେ ଧିରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଏଥିପାଇଁ ନଦୀ,ପୋଖରୀ,କୂଅ ଓ ନଳକୂପରୁ ଜଳ ଶୁଖିବା ଆରମ୍ଭ ହୋଇଛି। ଏଣେ ସ୍ଥାନୀୟ…

ବନ ବିଭାଗ ଉନ୍ନୟନ କାର୍ଯ୍ୟରେ ଅନିୟମିତତା

ବଡ଼ଚଣା,୨୮ା୨(ଡି.ଏନ.ଏ.):ପରିବେଶ ସୁରକ୍ଷା, ଚାରା ରୋପଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ମାତ୍ର କେତେଜଣ ବିଭାଗୀୟ ଅଧିକାରୀଙ୍କ ଇଚ୍ଛାଶକ୍ତିର ଅଭାବ ଓ ଦୁର୍ନୀତଖୋର ମନୋବୃତ୍ତି ଯୋଗୁ ତାହା ସଫଳ ହୋଇପାରୁନାହିଁ। ଏହି ପରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?