ଆମ ଜିଲା ଖବର

୫୦ ଆଦିବାସୀ ପରିବାରକୁ ଭଣ୍ଡାଇଲା ପ୍ରଶାସନ

ଚଣ୍ଡିଖୋଲ,୨୮ା୨(ଡି.ଏନ.ଏ.):ଶିକ୍ଷାର ଅଭାବ ହେତୁ ଅଧିକାଂଶ ସମୟରେ ଆଦିବାସୀମାନେ ଅବହେଳିତ ହୋଇଥାନ୍ତି। ସେମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ନାନା ପ୍ରତିଶ୍ରୁତି ଦେଇ ଠକିଥାଆନ୍ତି ା ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଓ ପରିମଳର ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିଥିଲେ…

ବିମାନ ଶୋଭାଯାତ୍ରାରେ ଡିଜେ, ବାଣ ବନ୍ଦ

ଡେରାବିଶ, ୨୮ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଓ କଟକ ଜିଲାର କେନ୍ଦ୍ରସ୍ଥଳୀରେ ଅବସ୍ଥିତ ପ୍ରସିଦ୍ଧ ଓଳକଣା ମେଳଣ ମାର୍ଚ୍ଚ ୬ରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୋଭିଡ କଟକଣା ନ ଥିବାରୁ ମେଳଣରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି ଆଶା କରାଯାଉଛି। ଏହାକୁ ଦୃଷ୍ଟିରେ…

ଶୁଖିଲାଣି ଜଳାଶୟ, ଆଗକୁ ଜଳ ସଙ୍କଟ ଆଶଙ୍କା

ଜଗତ୍‌ସିଂହପୁର ଅଫିସ, ୨୮ା୨:ଚଳିତବର୍ଷ ଖରାଦିନେ ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହା ଏବେଠାରୁ ବାରି ହେଲାଣି। ପ୍ରତିବର୍ଷ ତାପମାତ୍ରା ନିୟନ୍ତ୍ରଣ ପାଇଁ ବ୍ୟାପକ ଚାରାରୋପଣ, ଜଳାଶୟ ପୁନରୁଦ୍ଧାର ଆଦି କରାଯାଉ ବୋଲି ଦାବି ହୋଇ ଆସୁଛି…

ମଣ୍ଡିରେ ଧାନ ରଖି ଜଗି ବସିଛନ୍ତି ଚାଷୀ

ନାଉଗଁା,୨୮ା୨ (ସ୍ବ.ପ୍ର):ଚଳିତବର୍ଷ ଖରିଫ ଧାନ ଚାଷ କରି ଚାଷୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଅପରପକ୍ଷେ ଧାନ ବିକ୍ରି କରିବା ସମୟରେ ସେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ମିଲରମାନେ ଠିକ୍‌ ସମୟରେ ମଣ୍ଡିରୁ ଧାନ ନେଉନାହାନ୍ତି। ଫଳରେ ଚାଷୀମାନେ…

ଏମ୍‌ବିବିଏସ୍‌ ପିଜି ସିଟ୍‌ ୨୫୦କୁ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮ା୨:ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି)ର ଏକ ୭ ଜଣିଆ ଟିମ୍‌ ସୋମବାର ପହଞ୍ଚି ପିଜି ସିଟ୍‌ ବୃଦ୍ଧି ନେଇ ବିଭିନ୍ନ ଦିଗ ଉପରେ ଯାଞ୍ଚ କରିଛନ୍ତି। ପୂର୍ବରୁ ୧୫୦ସିଟ୍‌ ଥିଲା, ଏହାର ସ୍ଥିିିତି…

ଆଇଟିଆର୍‌ ତଥ୍ୟ ଲିକ୍‌: ଅନ୍ତର୍ଜାତୀୟ ଲିଙ୍କ୍‌ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ତଥ୍ୟ ଲିକ୍‌ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍‌ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ଗୋଇନ୍ଦା ବିଭାଗ…

ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି ଘଟଣା ଜଣାପଡିବା ପରେ ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇ…

ଗୋପାଳଙ୍କ ପରିବାରକୁ ସୁରକ୍ଷା ଦେବା ମାମଲା ଖାରଜ

କଟକ ଅଫିସ,୨୮ା୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ସୋମବାର ହୋଇଥିଲା। ଗୋପାଳଙ୍କ ପରିବାର ସଦସ୍ୟ ସୁରକ୍ଷା ଆବଶ୍ୟକ କଲେ…

କେନ୍ଦୁଝରରେ ସୁନା ଖଣି

କେନ୍ଦୁଝର,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋପପୁର, ଗଜପୁର ଓ କୁଶକଳା ଅଞ୍ଚଳ ସମେତ ପଡ଼ୋଶୀ ଦୁଇ ଜିଲାରେ ସୁନାପଥର ଖଣି ଥିବା ସୋମବାର ବିଧାନସଭାରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମନ୍ତବ୍ୟ ଦେଇଛନ୍ତି ା ଖଣି ଓ ଭୂତତ୍ୱ ନିର୍ଦ୍ଦେଶାଳୟ…

ପୁଅ ଗୁଳିମାଡ଼ରେ ବାପା ମୃତ

ଗୁଣପୁର,୨୭ା୨(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣପୁର ବ୍ଲକ କୁଲୁସିଂ ପଞ୍ଚାୟତ ଗୁଡି ଗ୍ରାମରେ ରବିବାର ପାରିବାରିକ କଳହର ଏକ କୁପରିଣତି ଦେଖିବାକୁ ମିଳିଛି। ପୁଅ ଗୁଳିମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାନ୍ତିନ ଦଳବେହେରା (୬୦)। ଅଭିଯୁକ୍ତ ପୁଅ ମେଜନ ଦଳବେହେରା(୩୨)ଙ୍କୁ…

ଠିକା କ୍ୟାମ୍ପରେ ନିଆଁ ଲାଗି ଶ୍ରମିକ ଜୀବନ୍ତଦଗ୍ଧ

ଭବାନୀପାଟଣା,୨୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପାଷ୍ଟିକୁଡି ନିକଟରେ ଥିବା ଏକ ଠିକା କ୍ୟାମ୍ପରେ ସୋମବାର ଅପରାହ୍ନରେ ନିଆଁ ଲାଗି ଜଣେ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି। ମୃତ ଶ୍ରମିକଙ୍କ ନାମ ପ୍ରଦୀପ…

ପୂର୍ବତନ ପିଇଓ, ସରପଞ୍ଚଙ୍କୁ ଜେଲ

ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ୪ ବର୍ଷ ଏବଂ ସରପଞ୍ଚଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?