ଆମ ଜିଲା ଖବର

ସ୍ତ୍ରୀଙ୍କୁ ମାରି ବିଷ ପିଇଲେ ସ୍ବାମୀ

ଖଇରା,୨୮।୨: ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ଗ୍ରାମ ପଞ୍ଚାୟତ ତିଳଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ବାବୁ ଦାସ(୪୨) ନାମକ ଯୁବକ ନିଜ ସ୍ତ୍ରୀକୁ ମାରିବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ସୋମବାର…

ଆଦର୍ଶ ଥାନାରେ ପ୍ରେମୀ ଯୁଗଳଙ୍କ ବିବାହ

ଅମରପାଲି,୨୮ା୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନା ପରିସରରେ ସୋମବାର ପ୍ରେମୀ ଯୁଗଳଙ୍କ ବିବାହ ପୋଲିସ ଓ ପରିବାର ଲୋକଙ୍କ ଉପସ୍ଥିତିରେ ସମ୍ପନ୍ନ ହୋଇଯାଇଛି। ଥାନା ଅନ୍ତର୍ଗତ ଗୌଡଗାଡ ଗ୍ରାମର ଯଦୁ ସାହୁଙ୍କ ବଡପୁଅ ସୁଶିଲ କୁମାର (୨୮) ଓ ମୁର୍ଷୁଣ୍ଢି…

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ବୌଦ୍ଧ, ୨୮।୨(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଆଦେଶ ପ୍ରଦାନ କରିଛନ୍ତି। ମାମଲାରୁ ପ୍ରକାଶ ଯେ, ବୌଦ୍ଧ ଥାନା ଅନ୍ତର୍ଗତ କିରାସିରା ଗ୍ରାମରେ ଜମିବାଡ଼ି ବିବାଦକୁ…

ଷ୍ଟୁଡିଓ ମାଲିକଙ୍କ ମୃତ୍ୟୁ ରହସ୍ୟ ଘେରରେ

ଢେଙ୍କାନାଳ ଅଫିସ,୨୮ା୨: ଢେଙ୍କାନାଳ ସହର ୭ନଂ. ୱାର୍ଡରେ ରହୁଥିବା ଫଟୋଲାଇନ ଷ୍ଟୁଡିଓ ମାଲିକ ତଥା ବିଶିଷ୍ଟ ଫଟୋଗ୍ରାଫର ସଚ୍ଚିଦାନନ୍ଦ ନାୟକ ଓରଫ୍‌ ବାବୁଲି(୫୦)ଙ୍କ ଝୁଲନ୍ତା ମୃତଦେହ ଶନିବାର ସନ୍ଧ୍ୟାରେ ସଦର ଥାନା ଗୋହିରାଖାଲ ଠାରେ ଜଣେ ସମ୍ପର୍କୀୟଙ୍କ ଫାର୍ମ ହାଉସ ପରିସରରେ…

ବିଜ୍ଞାନ ଜ୍ଞାନ ବଢ଼ାଉଛି ଢେଙ୍କାନାଳ ବିଜ୍ଞାନ କେନ୍ଦ୍ର

ଢେଙ୍କାନାଳ ଅଫିସ,୨୮ା୨ (ରତନ ନାୟାର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ ପକ୍ଷରୁ ଗୋଟିଏ ଲେଖାଏ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଏବଂ ଜିଲା ବିଜ୍ଞାନ କେନ୍ଦ୍ର ମହାରାଷ୍ଟ୍ର ଓ ଓଡ଼ିଶାରେ ସ୍ଥାପନ କରାଯାଇଛି। ସେହିପରି…

ଚୋରି ହୋଇଥିବା ନଗରପାଳଙ୍କ ଟ୍ରକ୍‌ ଜବତ

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଟ୍ରକ୍‌ ଅମଲାପଡ଼ା ୬ଷ୍ଠ ଲେନ୍‌ରୁ ଚୋରି ହୋଇଥିବା ବେଳେ ତାହାକୁ ପୋଲିସ ଅନ୍ୟସ୍ଥାନରୁ ଜବତ କରିଛି। ପୋଲିସ କହିଛି, ଟ୍ରକ୍‌ ଚୋରି ସମ୍ପର୍କରେ ଅଭିଯୋଗ ପରେ ନଂ. ୧୦୨/୨୩ରେ ମାମଲା…

ପିକ୍‌ଅପ୍‌ ଭ୍ୟାନ-ବାଇକ ଧକ୍କା: ବାଇକ ଆରୋହୀ ମୃତ

ନୟାଗଡ଼ ଅଫିସ,୨୮।୨: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ ଚକ୍ରଧରପୁର ନିକଟସ୍ଥ ପେଟ୍ରୋଲ ପମ୍ପ ରାଜପଥରେ ପେଟ୍ରୋଲ ପମ୍ପ ନିକଟରେ ପିକ୍‌ଅପ୍‌ ଭ୍ୟାନ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।…

ଗାଁକୁ ରାସ୍ତା ସଂଯୋଗ ଦାବି

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ଦେଇ ଯାଉଥିବା ନଂ ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ପରେ ଉଭୟ ପାର୍ଶ୍ୱରେ ଥିବା ଲୋକମାନେ ଅଡ଼ୁଆରେ ପଡ଼ୁଛନ୍ତି। ଏଭଳି କି ଗାଁକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି…

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି।…

ସମାଧାନ ବୈଠକ ପରେ ମୁଥ ମରାମରି

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ଥିବା ଗ୍ଲୋବାଲ କୋଲ ୱାସେରିକୁ ନେଇ ବିପକ୍ଷବାଦୀ ଓ ସପକ୍ଷବାଦୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏପରି କି ସମାଧାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଉଭୟ…

୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ. ୫/୨୩ରେ…

ମୋବାଇଲ ବଦଳରେ ଆସିଲା ଜୋତା, ବେଲ୍‌ଟ

ପାଟଣା,୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ାର ରଞ୍ଜନ ବେହେରା ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ମୋବାଇଲ ଲଟେରି ଉଠିଥିବା କହି ଦୁର୍ବୃତ୍ତ ତାଙ୍କଠାରୁ ୪ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ମୋବାଇଲ ବଦଳରେ ଜୋତା, ବେଲ୍ଟ ଓ ପର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?