ଆମ ଜିଲା ଖବର

୪ ଡାକ୍ତରଙ୍କୁ ଦୈନିକ ୫୦୦ ରୋଗୀ

ଜଳେଶ୍ୱର,୨୭ା୨(ଡି.ଏନ୍‌.ଏ):ସମଗ୍ର ଉତ୍ତର ବାଲେଶ୍ୱରରେ ଜିକେ ଭଟ୍ଟର ଚିକିତ୍ସାଳୟ ଚିକିତ୍ସା କ୍ଷେତ୍ରରେ ରୋଗୀଙ୍କ ଭରସା ପାଲଟିଥିବା ବେଳେ ଡାକ୍ତର ଅଭାବ ପରିସ୍ଥିତିକୁ ଜଟିଳ କରୁଛି ା ମାତ୍ର ୪ଜଣ ଡାକ୍ତର ଦୈନିକ ପ୍ରାୟ ୫୦୦ ରୋଗୀଙ୍କୁ ଚିକିତ୍ସା କରୁଥିବା ବେଳେ ଡାକ୍ତରଖାନାକୁ ମିଳୁଥିବା…

୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ବାହାନଗା,୨୭ା୨(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଳକ ପଥରପେଣ୍ଠ ପଞ୍ଚାୟତର ଶିବପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ବିଦ୍ୟାଳୟରେ ୮ ଶ୍ରେଣୀ ନିମନ୍ତେ ୪ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି। ଶ୍ରେଣୀଗୃହ ସମେତ ଆବଶ୍ୟକ ଶିକ୍ଷକ ନ ଥିବାରୁ…

ଛାତ୍ର ବୋହିଲେ ଜାଳେଣି କାଠ

ରୂପସା,୨୭।୨(ଡି.ଏନ.ଏ.):ବିଦ୍ୟାଳୟରେ ସରକାରୀ ନିୟମକୁ ଉଲଂଘନ। ଶିକ୍ଷକ ଭୁଲିଗଲେ ସରକାରଙ୍କ କଟକଣା। ରୋଷେଇ ପାଇଁ ଛାତ୍ରମାନେ ବିଦ୍ୟାଳୟକୁ ବୋହୁଛନ୍ତି ଜାଳେଣି କାଠ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଡିମିଚା ସରକାରୀ ପ୍ରାଥମିକ…

ରାସ୍ତା ତାଡ଼ିଲେ, ମରାମତି କଥା ଭୁଲିଗଲେ

ରସୁଲପୁର,୨୭ା୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳରେ ପ୍ରତି ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ପାନୀୟ ଜଳ ଯୋଗାଣ ଯୋଜନା ପାଖରେ ଗମନାଗମନ ତୁଚ୍ଛ ହୋଇପଡ଼ିଛି। ପାଇପ୍‌ ବିଛାଇବା ପାଇଁ ଗାଁ ରାସ୍ତାକୁ ତାଡ଼ି ଦିଆଯାଇଛି।…

ଭାରତର ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭିତରକନିକା

ରାଜନଗର, ୨୭ା୨(ଡି.ଏନ.ଏ.):ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ ଭିତରକନିକା ଅଭୟାରଣ୍ୟ ଓ ୧୪୫ ବର୍ଗ କିମି ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତି ପ୍ରେମୀ, ପରିବେଶବିତ୍‌, ଜୀବ ବିଜ୍ଞାନୀ, ପକ୍ଷୀ ବିଷାରଦମାନଙ୍କୁ ସବୁ ସମୟରେ ଆକୃଷ୍ଟ କରି…

ଜଳିଗଲା ଆଇରନ ବୋଝଇ ଟ୍ରକ

ଗଞ୍ଜାମ,୨୭।୨(ଡି.ଏନ.ଏ): ୧୬ ନମ୍ବର ଜାତୀୟ ରାଜପଥ ଶନିମନ୍ଦିର ଛକ ଠାରେ ସୋମବାର ପାହାନ୍ତିଆ ଭୋରୁ ଏକ ଆଇରନ ବୋଝଇ ଟ୍ରକରେ ନିଆଁ ଲାଗିଯାଇଥିଲା l ଖବର ପାଇ ପେଟ୍ରୋଲିଙ୍ଗ ଦାୟିତ୍ୱରେ ଥିବା ରୋଡ ସେଫଟି ଅଫିସର ପିଏସରେ ଏବଂ ଗଞ୍ଜାମ ଥାନା…

ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ସ୍ତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ, ୨୭ା୨:ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ସ୍ତ୍ରୀଙ୍କ ରବିବାର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବନିତା ସିଂ। ଗତ ୨୦ ତାରିଖରେ ବନିତାଙ୍କୁ ତାଙ୍କ ସ୍ବାମୀ ଚନ୍ଦନ ରଣା ଏସିଡ୍‌…

ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପର୍ଦ୍ଦାଫାଶ

ସମ୍ବଲପୁର,୨୭ା୨(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ କିଣିବା ଅଭିଯୋଗରେ…

ପୁଅ ହେବା ପାଇଁ ମଣିଷ ଖପୁରି ସଂଗ୍ରହ

ବାହାନଗା,୨୭ା୨(ଡି.ଏନ.ଏ.):ଦୁଇ ଝିଅ ପରେ ପୁଅଟିଏ ଆଶା କରି ଜଣେ ଯୁବକ ଗୁଣିଆ କଥାରେ ପଡ଼ି ଜଣେ ସହଯୋଗୀଙ୍କ ସହ ସମୂଦ୍ର କୂଳରେ ପୋତା ହୋଇଥିବା ମୃତଦେହରୁ ଖପୁରି କାଟି ନେବାକୁ ଉଦ୍ୟମ କରି ଧରାପଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ବାଲେଶ୍ୱର…

ଆର୍ଥତ୍କ କାରବାର, ଗୁପ୍ତ ତଥ୍ୟ ନେଇ ଖୋଳତାଡ଼

ବାଲେଶ୍ୱର ଅଫିସ,୨୭ା୨:ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ପ୍ରତିରକ୍ଷା ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ଶନିବାର ୪ ଦିନିଆ ରିମାଣ୍ଡରେ ନେଇଛି। ରବିବାର ପ୍ରଥମ ଦିନରେ…

ବିଜେଡି ଆଇନ ସାମ୍ମୁଖ୍ୟ ତାଲିକାରେ ମୃତବ୍ୟକ୍ତି

ପାରଳାଖେମୁଣ୍ଡି, ୨୭ା୨(ଡି.ଏନ୍‌.ଏ):ବିଜେଡି ଆଇନ ସାମ୍ମୁଖ୍ୟ ତାଲିକାରେ ସ୍ଥାନ ପାଇଛନ୍ତି ଜଣେ ମୃତବ୍ୟକ୍ତି। ସେ ହେଲେ ଗଜପତି ଜିଲା ପାରଳାଖେମୁଣ୍ଡିର ସ୍ବର୍ଗତ ରାମନାଥ ମିଶ୍ର। ୨୦୧୯ ସାଧାରଣ ନିର୍ବାଚନ ପରଠାରୁ ସ୍ଥାଣୁଥିବା ବିଜେଡି ଆଇନ ସାମ୍ମୁଖ୍ୟର ପୁନର୍ଗଠନ କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନକୁ…

ଆରମ୍ଭ ହେଲାଣି ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନୀ ଉଷ୍ମତା

କଟକ ଅଫିସ,୨୭ା୨:ଓଡ଼ିଶା ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ଆସନ୍ତା ଏପ୍ରିଲ ୧୫ରେ ଅନୁଷ୍ଠିତ ହେବ। କାଉନ୍‌ସିଲ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଇନଜୀବୀମାନଙ୍କ ମଧ୍ୟରେ ଉତ୍ସୁକତା ଦେଖିବାକୁ ମିଳିଛି। ବିଭିନ୍ନ ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରିବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?