ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ
ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ ଉତ୍ସବ ପାଳିତ ହେବ। ଓଷ୍ଟା ପକ୍ଷରୁ ତାହା ପାଳିତ ହେବ। ତେଣୁ ରବିବାର ଏକ…
ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…
ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କଫି ବଗିଚା, ଡ଼ୁଲୁରୀ ପାଇନ ବଣ, କିସୁବାଡ଼ି ଜଳପ୍ରପାତ, ଶାନ୍ତି ଉପତ୍ୟକା…
ପିକ୍ନିକ୍ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…
ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍ନିକ୍ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମାପଡ଼ା ଅଞ୍ଚଳର ଏକ ଗାଡ଼ିରେ ୧୩ ଜଣ ମିଶି…
୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ
ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ କିଡ୍ନୀ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ପୁଣି ଚାରି ଦିନ ମଧ୍ୟରେ ଗୋଟିଏ…
ହାତୀକୁ ଖାଦ୍ୟରେ ବିସ୍ଫୋରକ
ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର ଜିଲା ନୀଳଗିରି ଅଭିମୁଖେ ଯାଇଥିଲେ। ଗତ ୧୧ ତାରିଖରେ ୨୫ଟି ହାତୀ ଫେରିଥିବା ବେଳେ…
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ ଯୁବକ ସଂଘ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟ ଚଳିତ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା…
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର ଜଣେ ହାବିଲଦାର ଅଲେଖ ଦାସ ଓ ଅନ୍ୟ ଜଣେ ଯବାନ ନାରାୟଣ ଦାସ ଗୁରୁତର…
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା (ଟିଙ୍କା)ଙ୍କ ରବିବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ କିଛି ଦିନ ହେବ…
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ (୬୦) । ସୂଚନା ଅନୁସାରେ, ପ୍ରହଲ୍ଲାଦ ନିଜ ସ୍ତ୍ରୀ ସହିତ କାଳିଆବାଲିରୁ ନିଜ ଘରକୁ…
ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀଛାତ୍ର ଏବଂ କ୍ରୀଡ଼ା…
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…
ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି ଉଦ୍ଘାଟନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୋରପଦର ସରପଞ୍ଚ ସୁବାଷ ସାହୁ,…
Archives


