ଆମ ଜିଲା ଖବର

ମା’ ସମଲେଶ୍ୱରୀଙ୍କ ଅନ୍ନପୂର୍ଣ୍ଣା ବେଶ

ବରଗଡ଼ ଅଫିସ୍‌,୩୧।୩: ଚୈତ୍ର ଶୁକ୍ଲପକ୍ଷ ମହାଦଶମୀ ଅବସରରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ ଶୁକ୍ରବାର ଅନ୍ନପୂର୍ଣ୍ଣା ବେଶରେ ପୂଜାର୍ଚ୍ଚନା କରାଯାଇଥିଲା। ଏହା ସହିତ ମା’ ସମଲେଶ୍ୱରୀଙ୍କ ଚୈତ୍ର ନବରାତ୍ର ପୂଜା ପୂର୍ଣ୍ଣାହୂତି ସହ ସମ୍ପନ୍ନ ହୋଇଛି। ଦିନ ୯ଟା ୧୦ମିନିଟରୁ…

ପୋଲିସ କର୍ମଚାରୀଙ୍କୁ ମାଡ଼ : ଗ୍ରାମବାସୀଙ୍କ ନାମରେ ମାମଲା

ଭୋଗରାଇ,୩୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଟୁକୁରୀହାଜିରା ବାଗଞ୍ଜର ପାହିଠାରେ ଗୁରୁବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିବାକୁ ଯାଇ ପୋଲିସ ମାଡ଼ ଖାଇବା ଘଟଣା ଭିନ୍ନମୋଡ଼ ନେଇଛି। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ପୃଥକ୍‌ ଭାବେ…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧ା୩: ନାବାଳିକା ବଳାତ୍କାର ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ…

ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କାମାକ୍ଷାନଗର ୩୧।୩(ଡି.ଏନ୍‌.ଏ.): ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ବିଧାୟକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବିଧାୟକ ଏକ କାର୍‌ ଯୋଗେ ଭୁବନେଶ୍ବର ଯାଉଥିବା ବେଳେ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏନ୍‌ଏଚ୍‌ ୫୩ ବାଉଁଶପାଳ…

ଚଳନ୍ତା ଟ୍ରେନରୁ ଯାତ୍ରୀଙ୍କୁ ଠେଲିଦେଲେ

କୋରାପୁଟ,୩୧।୩(ସ୍ବ.ପ୍ର.): କିରଣ୍ଡଳରୁ ବିଶାଖାପାଟଣା ଯାଉଥିବା ପାସେଞ୍ଜର ଟ୍ରେନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଯାତ୍ରୀ ଚଳନ୍ତା ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଇଥିବା ଅଭିଯୋଗ ହୋଇଛି। ଫଳରେ ଟ୍ରେନ୍‌ ଚକ ତଳେ ପଡ଼ି ଯୁବକଙ୍କ ଗୋଡ଼ କଟିଯାଇଛି। ସେ…

୫ ପୋଲିସକୁ ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଅଭିଯୁକ୍ତ

ସଜନାଗଡ଼,୩୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଜଡ଼ିଦା ପଞ୍ଚାୟତ ଜାମୁଡ଼ିହି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୫ ଜଣ ପୋଲିସକୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଅଭିଯୁକ୍ତ। ଏଥିରେ ଏସ୍‌ଆଇ ବିରଞ୍ଚି ସାହୁ ୨ ଜଣ ଏଏସ୍‌ଆଇ ପ୍ରବୋଧ ମଲିକ,…

ମୁଗ ଅମଳ କରୁଥିଲେ: ବଜ୍ରପାତରେ ଜଳିଲେ ଯୁବତୀ

ବାଲିପାଟଣା ୩୧।୩(ଡି.ଏନ୍‌.ଏ.): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ବ୍ଲକ ରଘୁଆଗରଡ଼ା ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ରଶ୍ମୀତା ବେହେରା । ସୂଚନାଯୋଗ୍ୟ, ରଶ୍ମୀତା ବିଲରେ ମୁଗ ଅମଳ କରୁଥିବା ବେଳେ ହଠାତ ପ୍ରବଳ ବର୍ଷା…

ବିଭିନ୍ନ ଓ୍ବାର୍ଡକୁ ପାନୀୟ ଜଳ ଯୋଗାଣ

ଦେବଗଡ଼,୩୧ା୩(ଡି.ଏନ୍‌.ଏ.): ବାରକୋଟ ବ୍ଲକ କଲା ପଞ୍ଚାୟତର ବିଭିନ୍ନ ଓ୍ବାର୍ଡକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ଶୁକ୍ରବାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଓ୍ବାର୍ଡ ନମ୍ବର ୧, ୨,୩ ଏବଂ ୫ର ବାସିନ୍ଦାଙ୍କ ପାଇଁ ଏହି ପ୍ରକଳ୍ପରୁ ପାନୀୟ…

ନବାଗତଙ୍କୁ ଦାୟିିତ୍ୱ ନେଇ ଚର୍ଚ୍ଚା

ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲା ପର୍ଯ୍ୟବେକ୍ଷକ ଭାବେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ନିଯୁକ୍ତି ପାଇବା ପରେ ଜିଲା ବିଜେଡି ଶିବିର ଚଳଚଞ୍ଚଳ ହୋଇପଡିଛି। ଏପ୍ରିଲ ୭ରେ ବବି ସମ୍ବଲପୁର ଗସ୍ତରେ ଆସିବା ନେଇ…

୬୯ ବର୍ଷ ହେଲା ଭଡ଼ାଘରେ ପଞ୍ଚାୟତ କାର୍ଯ୍ୟାଳୟ

ଲାଞ୍ଜିଗଡ଼,୩୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ୬୯ ବର୍ଷ ହେଲା ଭଡ଼ାଘରେ ଚାଲିଛି। ଆଜିପର୍ଯ୍ୟନ୍ତ ପଞ୍ଚାୟତର ନିଜସ୍ବ ଘର ନ ଥିବାରୁ ଲାଞ୍ଜିଗଡ଼ ସମବାୟ ସମିତି ଅଫିସ କାର୍ଯ୍ୟାଳୟରେ ଚାଲୁଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ୧୯୫୬…

ସ୍ମାର୍ଟସିଟି: ଟ୍ରେନ୍‌ ନେଲାଣି ୧୩୯ ଜୀବନ

ରାଉରକେଲା ଅଫିସ,୩୧।୩: ସ୍ମାର୍ଟସିଟି ରାଉରକେଲାରେ ଟ୍ରେନ ଧକ୍କା, ଟ୍ରେନରୁ ଖସି ଓ ଆମତ୍ହତ୍ୟା ଜନିତ ମୃତ୍ୟୁ ମାମଲା ବଢିବାରେ ଲାଗିଛି। ଟ୍ରେନ୍‌ ଲାଇନରେ ଲୋକଙ୍କ ଜୀବନ ଯିବା ଘଟଣାରେ ରୋକ୍‌ ଲାଗିପାରୁନି। ସାମାନ୍ୟ ଭୁଲ ଓ ଅସାବଧାନତା ଯୋଗୁ ଅକାଳରେ ଚାଲିଯାଉଛି…

ସଭିଙ୍କ ଏଜେଣ୍ଡା ବିକାଶ

ସରଣ୍ଡା, ୩୧।୩(ଡି.ଏନ.ଏ.): ଚଳିତ ଅତାବିରା ଏନ୍‌ଏସି ନିର୍ବାଚନକୁ ନେଇ ଚା’ ଖଟିରୁ ଆରମ୍ଭ କରି ଦୋକାନ ବଜାର, ରାସ୍ତାଘାଟ ସବୁଠି ଆଲୋଚନା। ଏନ୍‌ଏସିର ନଗରପାଳ ପଦବୀ ପାଇଁ ଏଥର ପ୍ରତ୍ୟକ୍ଷ ନିର୍ବାଚନ ହେବ। କାହା ମୁଣ୍ଡରେ ଭୋଟର ଢାଳିବେ ସୁନା କଳସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?