ଆମ ଜିଲା ଖବର

୫ ଶ୍ରେଣୀକୁ ୨ ଶିକ୍ଷକ

ନିରାକାରପୁର,୨୪ା୨(ଡି.ଏନ୍‌.ଏ.): ଘରୋଇ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର କିପରି ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ ହେବେ ସେନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିସହ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରାଯାଉଛି। ଏବେ ବି ବିଦ୍ୟାଳୟ ଭିତ୍ତିଭୂମି ଅଭାବ ରହିଥିବା…

ମଣ୍ଡି ନ ଖୋଲି ମିଲରେ ଧାନ ସଂଗ୍ରହ

ଯାଜପୁର ଅଫିସ,୨୪ା୨ :ଯାଜପୁର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ମଣ୍ଡିଗୁଡିକ ଉଦ୍‌ଘାଟନ କରି ପରବର୍ତ୍ତୀ ସମୟରେ ସେଠାରୁ ଧାନ ସଂଗ୍ରହ ହୋଇନାହିଁ। ଚାଷୀଙ୍କ ଧାନକୁ ସିଧାସଳଖ ମିଲଗୁଡିକୁ ପଠାଯାଉଥିବାରୁ ଚାଷୀଙ୍କ ମହଲରେ ଉତ୍ତେଜନା ପ୍ରକାଶ…

ମଶା ଉତ୍ପାତରେ ସହରବାସୀ ଅତିଷ୍ଠ

ଯାଜପୁର ରୋଡ,୨୪ା୨(ଡି.ଏନ.ଏ.):ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ ା ହେଲେ ଗତ କିଛି ମାସ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ସମ୍ପ୍ରସାରଣ କରିବା ପରେ ବ୍ୟାସନଗର…

କଟକ ଜିଲାରେ ପୋଲିସ ଅଧିନିୟମ ଧାରା ୩୦ ବଳବତ୍ତର

କଟକ ଅଫିସ,୨୪ା୨: କଟକ ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ ପୋଲିସ ଅଧିନିୟମ ଧାରା ୩୦ ଗତ ୧୭ ତାରିଖଠାରୁ ଆସନ୍ତା ମେ’ ୧୮ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ, ସାଲେପୁର,…

ନିର୍ମାଣର ମାସେ ନ ପୂରୁଣୁ ଉଠିଲା ପିଚୁ

ଚଣ୍ଡିଖୋଲ,୨୪ା୨(ଡି.ଏନ.ଏ.):ଯାଜପୁର ଜିଲା ଜାରକା ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅଧୀନରେ ରହିଛି ବାଉଜଙ୍ଗ-ଧାଉଡ଼ିଆପଦା ରାସ୍ତା। ଏହି ରାସ୍ତା ନିର୍ମାଣ ଗତ ମାସରେ ସମ୍ପୂର୍ଣ୍ଣ ହୋଇଥିଲାବେଳେ ଏହାକୁ ମାସେ ନ ପୁରୁଣୁ ଏଥିରୁ ପିଚୁ ଉଠି ଯାଇଥିବା ଦେଖାଦେଇଛି। ଫଳରେ ଏହାକୁ ନେଇ ସ୍ଥାନୀୟ…

ବସ୍ତିରେ ରାତି କାଟିଲେ ମେୟର

କଟକ ଅଫିସ,୨୪ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ମୋ’ ୱାର୍ଡ ଅଭିଯାନ ଗୁରୁବାରଠାରୁ ଆରମ୍ଭ ହୋଇଛି। ସିଏମ୍‌ସି ମେୟର ସୁବାସ ସିଂ ୧ ନମ୍ବର ୱାର୍ଡରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ଚହଟାସ୍ଥିତ ଗାୟତ୍ରୀ ମନ୍ଦିର ପ୍ରାଙ୍ଗଣରେ…

ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା

ପାଟକୁରା,୨୪ା୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ ଅଟାବୁହା ଗ୍ରାମର ଶିକ୍ଷୟିତ୍ରୀ ରଶ୍ମିତା ସେଠୀ (୪୨)ଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ହତ୍ୟା କରାଯାଇଛି ବୋଲି ପାଟକୁରା ଥାନାରେ ଅଭିଯୋଗ ହୋଇଛି ା ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୃତା ଶିକ୍ଷୟିତ୍ରୀଙ୍କ…

୫୦ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର

କଟକ ଅଫିସ,୨୪ା୨:ଜଗତସିଂହପୁର ଜିଲା ଚକ୍ରଧରପୁର ଫାଣ୍ଡିରେ ୨୦୦୫ରେ ଘଟିଥିବା ଗୁଳିକାଣ୍ଡରେ ମୃତ ଯୁବକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ମାମଲାର ରାୟ ପ୍ରଦାନ କରି ୭…

ଜାତୀୟ ଖୋ ଖୋ ଖେଳାଳିଙ୍କ ଆତ୍ମହତ୍ୟା

ଝୁମ୍ପୁରା,୨୪ା୨ (ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାରିଆ ଥାନା ନୟାଧନୁର୍ଜୟପୁର ଗ୍ରାମର ଜାତୀୟ ଖୋ ଖୋ ଖେଳାଳି ମନିକା ନାଏକ(୧୭) ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମନିକା ନିଜ ଘରେ ଫ୍ୟାନରେ ବେକ୍‌ରେ ରଶି ଲଗାଇ ଝୁଲି ପଡ଼ିଥିଲେ। ପରିବାର ଲୋକେ ଜାଣିବା ପରେ ତାଙ୍କୁ…

ଶ୍ରୀଭୂମି କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨୪ା୨: ଜିଲା ସ୍ବତନ୍ତ୍ର ଚିଟ୍‌ଫଣ୍ଡ୍‌ ଅଦାଲତ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରି ଶ୍ରୀଭୂମି ଗ୍ରୁପ ଅଫ୍‌ କମ୍ପାନୀର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲାର ବିଭିନ୍ନ ତହସିଲରେ ଥିବା କମ୍ପାନୀର ପ୍ରାୟ…

୧୧ ଦିନ ପାଇଁ ୫୭ ଟ୍ରେନ୍‌ ବାତିଲ

ଭଦ୍ରକ ଅଫିସ,୨୪ା୨:ଦକ୍ଷିଣ-ପୂର୍ବ ରେଳପଥ ଖଡଗପୁର ଡିଭିଜନ ଅଧୀନ ଭଦ୍ରକ ରାଣୀତାଲ ରେଳଷ୍ଟେଶନ ନିକଟରେ ଭଦ୍ରକ-ନାରାୟଣଗଡ଼ ତୃତୀୟ ଲାଇନ ରେଳପଥ ନିର୍ମାଣ ଲାଗି ଆସନ୍ତା ୨୫ ତାରିଖଠାରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ୧୧ ଦିନ ପାଇଁ ୫୭ଟି ଟ୍ରେନ୍‌ ବାତିଲ କରାଯାଇଛି। ଏଥିସହ…

ଛଉନୃତ୍ୟ ଗୁରୁ ତ୍ରିଲୋଚନଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ବାରିପଦା ଅଫିସ,୨୪ା୨:ଦେଶ ବିଦେଶରେ ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଛଉନୃତ୍ୟକୁ ପ୍ରଚାରପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ଛଉନୃତ୍ୟ ଗୁରୁ ତ୍ରିଲୋଚନ ମହାନ୍ତଙ୍କୁ ମିଳିଛି ସମ୍ମାନଜନକ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର। ଗୁରୁବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?