ଏମିତି ବି ଆସେ ମୃତ୍ୟୁ : ବସୁବସୁ ଚାଲିଗଲା ୨ ସାଙ୍ଗଙ୍କ ଜୀବନ
ବଲାଙ୍ଗୀର,୨।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ବ୍ରିଜ ନିକଟରେ ରାସ୍ତା କଡ଼ରେ ବସିଥିବା ଚାରି ଯୁବକଙ୍କ ଉପରେ ଏକ କାର ଚଢ଼ିଯାଇଥିବାରୁ…
ଖରା ଛୁଟିରେ ଅଜାଘରକୁ ବୁଲିବାକୁ ଆସିଥିଲେ ବାଦଲ, ଦୋକାନରେ ବସିଥିବାବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଘଟଣାସ୍ଥଳରେ…
ଭଞ୍ଜନଗର,୨/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ସାମନ୍ତରା ଘାଇ ଛକ ନିକଟରେ ଥିବା ତେଜରାତି ଦୋକାନରେ ମଙ୍ଗଳବାର ଅପରାହ୍ନରେ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍ ହୋଇ ନିଆଁ ଲାଗିଯାଇଥିଲା। ଏହାପରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଜଣେ ନାବାଳକଙ୍କର…
ରାଇରଙ୍ଗପୁର ସଭାରେ ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୨ା୬(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ତାରିଖରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବା ନେଇ ସ୍ବୀକୃତି ଦେଇଛନ୍ତି। କାର୍ଯ୍ୟକ୍ରମର ସଫଳ ରୂପାୟନ ଲାଗି…
ହାଜତ ମୃତ୍ୟୁ: ରିପୋର୍ଟ ମାଗିଲେ NHRC
ଭୁବନେଶ୍ୱର,୨।୬: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ପ୍ରୟୋଗ କରି ପୋଲିସ ଜଣେ ଦିବ୍ୟାଙ୍ଗ ଯୁବକଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଏହାକୁ ନେଇ କବିସୂର୍ଯ୍ୟନଗର ଅଞ୍ଚଳରେ ଉତ୍ତେଜନା…
SIR ବ୍ରାଣ୍ଡ ଆମ୍ବାସାଡର ହେଲେ ପାୟଲ, ଜିଲାବାସୀଙ୍କୁ କଲେ ଏମିତି ଅପିଲ
ବଲାଙ୍ଗୀର, ୨।୬ (ସୁନିଲ କୁମାର ମହାନ୍ତି) : ଭାରତ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଚାଲିଥିବା ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ୨୦୨୬ ପ୍ରକ୍ରିୟା ପାଇଁ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପାରା ଆରଚର୍ ପାୟଲ ନାଗଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଜିଲାର ବ୍ରାଣ୍ଡ…
ଛତ୍ରପୁର ବିଧାୟକଙ୍କୁ ସ୍ମାରକପତ୍ର ଦେଲେ ଫାର୍ମାସୀ ଅଫିସର, ମୂଳ ଦରମା ସଂଶୋଧନ ଦାବିରେ…
ଛତ୍ରପୁର,୨।୬(ଦିଲ୍ଲୀପ ସାମଲ): ଫାର୍ମାସୀ ଅଫିସରମାନେ ରାଜ୍ୟର ସ୍ବାସ୍ଥ୍ୟ ସେବା ବ୍ୟବସ୍ଥାର ଏକ ଅବିଭାଜ୍ୟ ଅଂଶ ଭାବେ ଔଷଧ ବିତରଣ, ରୋଗୀ ସେବା ସହଯୋଗ, ବିଭିନ୍ନ ଜାତୀୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟନ୍ବୟ ଓ ସରକାରୀ ହସ୍ପିଟାଲମାନଙ୍କ ସୁଚାରୁ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା…
ଦିଗପହଣ୍ଡି ସହର ମଦ ବ୍ୟବସାୟୀଙ୍କ ଅମରାବତୀ! ସବୁ ଦୋକାନରେ ମିଳୁଛି ମଦ, ଏନଫୋର୍ସମେଣ୍ଟ ସ୍କ୍ବାଡ୍…
ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ମଦ ବ୍ୟବସାୟୀଙ୍କ ଅମରାବତୀ ପାଲଟିଛି । ସହରର ନିର୍ଦ୍ଦିଷ୍ଟ ପାନ ଦୋକାନ, ଢ଼ାବା ହୋଟେଲ, ଜଳଖିଆ ଦୋକାନ ଏବଂ ରାସନ ଦୋକାନମାନଙ୍କରେ ଖୁଲମଖୁଲା ଦେଶୀ ଓ ବିଦେଶୀ ମଦ ବିକ୍ରି…
ଅଞ୍ଚଳବାସୀଙ୍କ ବହୁଦିନ ପ୍ରତୀକ୍ଷା ହେବ ପୂରଣ: ଚଳିତ ଶିକ୍ଷାବର୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟରେ ହେବ ପାଠପଢା
ପଦ୍ମପୁର, ୨।୬ (ପ୍ରଦୀପ୍ତ ଦାଶ): ପଦ୍ମପୁର ଅଞ୍ଚଳବାସୀଙ୍କ ବହୁଦିନ ପ୍ରତୀକ୍ଷା ଓ ଦାବି ପୂରଣ ହେବାକୁ ଯାଉଛି । ଚଳିତ ଶିକ୍ଷାବର୍ଷରୁ ହିଁ ପଦ୍ମପୁର ଠାରେ ପ୍ରସ୍ଥାବିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷାଦାନ ପ୍ରକ୍ରିୟା ଆରମ୍ଭ ହେବାକୁ ନେଇ ପ୍ରଶାସନିକ ସ୍ତରରେ ତତ୍ପରତା…
ଦିଗପହଣ୍ଡିର ବିଶିଷ୍ଟ ଫଟୋଗ୍ରାଫରଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ବିଶିଷ୍ଟ ଫଟୋ ଓ ଭିଡ଼ିଓ ଗ୍ରାଫର ଓଡ଼ି.ପ୍ରଦୀପ କୁମାର(ଟିକି)ଙ୍କ ୫୬ ବର୍ଷ ବୟସରେ ମଙ୍ଗଳବାର ସକାଳେ ପରଲୋକ ହୋଇଛି । ସେ କିଛିଦିନ ହେଲା ଅସୁସ୍ଥ ଥିଲେ । ଭୋରରେ…
ଦଳିତମାନଙ୍କ ଉପରେ ଆକ୍ରମଣ: ମୌଳିକ ସମସ୍ୟାର ସମାଧାନ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ…
ଛତ୍ରପୁର, ୨।୬ (ଦିଲ୍ଲୀପ ସାମଲ / ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲାରେ ଦଳିତ ଓ ଆଦିବାସୀଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ପ୍ରାୟ ୨୩% (ଦଳିତ ୧୯.୫% ଓ ଆଦିବାସୀ ୩.୫%) ହୋଇଥିଲେ ମଧ୍ୟ ସେମାନେ ସମସ୍ତ କ୍ଷେତ୍ରରେ ଅବହେଳିତ ହୋଇଆସୁଛନ୍ତି। ସ୍ୱାଧୀନତା…
ଆଖଣ୍ଡଳମଣି ପୀଠରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା: ବୁଲିଲା ବୁଲ୍ଡୋଜର
ଧୂଷୁରୀ, ୨।୬ (ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ଆଖଣ୍ଡଳମଣି ମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ପାଇଁ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।ପୂର୍ବରୁ ଏ ନେଇ ପ୍ରଶାସନ ପକ୍ଷରୁ ବିସ୍ଥାପିତ ହେବାକୁ ଥିବା…
ହାତ ବନ୍ଧା ଅବସ୍ଥାରେ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ବଢିଲା ହତ୍ୟା ସନ୍ଦେହ
କେନ୍ଦ୍ରାପଡ଼ା,୨।୬: କେନ୍ଦ୍ରପଡ଼ା ଜିଲା ସଦର ଥାନା ଅଧୀନ କଜଳା ରୋଡ ରେଳ ଧାରଣା କଡ଼ ଏକ ଗଛରୁ ଜଣେ ଯୁବକଙ୍କ ହାତବନ୍ଧା ଅବସ୍ଥାରେ ଝୁଲନ୍ତା ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି। ଅନ୍ୟପକ୍ଷେ ଯୁବକଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ…

