ଆମ ଜିଲା ଖବର

ଚିଠିକୁ ନେଇ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୪ା୨:ଚାଷୀଙ୍କୁ ବକେୟା ବିଦ୍ୟୁତ୍‌ ଦେୟ ଛାଡ଼ ଦାବି ନେଇ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚାଷୀମାନେ ଦାବି କରିଆସୁଛନ୍ତି। ଏ ନେଇ ବିଭିନ୍ନ ଚାଷୀ ସଙ୍ଗଠନ ବିକ୍ଷୋଭ ପ୍ରଦର୍ଶନ, ସ୍ମାରକପତ୍ର ପ୍ରଦାନ ମାଧ୍ୟମରେ ଜିଲା ପ୍ରଶାସନ ତଥା ରାଜ୍ୟ ସରକାରଙ୍କ…

ବାମରା ପାଲଟିଲା ରଣକ୍ଷେତ୍ର

କୁଚିଣ୍ଡା,୨୪ା୨(ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ ଟ୍ରେନ ରହଣି ଦାବିରେ ବୁଧବାର ୧୧ଘଣ୍ଟା ଧରି ରେଳରୋକୋ ହୋଇଥିଲା। ଚକ୍ରଧରପୁର ରେଳବାଇ କର୍ତ୍ତୃପକ୍ଷ ଓ ବାମରା ରେଳ କ୍ରିୟାନୁଷ୍ଠାନ କମିଟିର ବୁଝାମଣା ପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା। ମାତ୍ର ପୂର୍ବରୁ…

ପ୍ରେମିକାର ଅଶ୍ଳୀଳ ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ପାରଳାଖେମୁଣ୍ଡି,୨୩ା୨(ଡି.ଏନ୍‌.ଏ): ପ୍ରେମିକାର ଅଶ୍ଳୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ପ୍ରେମିକ ଜଣକ ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗଜପତି ଜିଲା କେ.ଝାଲରସିଂ ଅଞ୍ଚଳର। ମିଳିଥିବା ସୂଚନା ମୁତାବକ, ନୂଆଗଡ଼ ଅଞ୍ଚଳର ଜନୈକ ଯୁବତୀଙ୍କ ସହିତ କେ.ଝାଲରସିଂ ଅଞ୍ଚଳର ଯୁବକଙ୍କ ସହ…

ଖେଳ ପଡ଼ିଆରୁ ଉଦ୍ଧାର ହୋଇଥିବା ଶିଶୁର ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୨୩ା୨: ଗଞ୍ଜାମ ଛତ୍ରପୁର ପିଲି ବନ୍ଧ କଡ଼ରେ ଥିବା ଖେଳ ପଡିଆ ନିକଟରୁ ଏକ ନବଜାତ ଶିଶୁ ବୁଧବାର ଅପରାହ୍ନରେ ଉଦ୍ଧାର ହୋଇଥିଲା। ପ୍ରଥମେ ଛତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଏମ୍‌କେସିଜି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତେବେ…

ମାଓବାଦୀ ମୁକ୍ତ ପାଇଁ ଗୋଇନ୍ଦା ନିର୍ଦ୍ଦେଶକଙ୍କ ଆହ୍ବାନ

ବାଲିଗୁଡା,୨୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆର୍‌ପିଏଫ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଆଇଜି ଅପରେଶନ ଅମିତାଭ ଠାକୁର, ଆଇଜି ସିଆର୍‌ପିଏଫ ଏସ.କେ…

ସିଆର୍‌ପିଏଫ୍‌ ଯବାନ କହି ଠକି ନେଲେ ୮୩ ହଜାର

ବାଲିଗୁଡା,୨୩।୨: ନିଜକୁ ସିଆର୍‌ପିଏଫ୍‌ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍‌ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା। ଶଙ୍କରଙ୍କ…

ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ

ବାଉଁଶୁଣୀ,୨୩ା୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡି ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣ୍ଡିକୁ ଧାନ ବିକ୍ରି କରିବାକୁ ଆସିଥିବା ବେଳେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଧରଣୀ ମେହେର(୫୦)। ଧାନ ବିକି ନ…

ବଞ୍ଚି ଥାଉ ଥାଉ ନିଜ ପାଇଁ ସମାଧି ତିଆରି କରି ଚର୍ଚ୍ଚାରେ ଲକ୍ଷ୍ମଣ

ପାରଳାଖେମୁଣ୍ଡି,୨୩।୨(ଡି.ଏନ.ଏ.): ବଞ୍ଚି ବଞ୍ଚି ଥାଉ ଥାଉ ନିଜ ପାଇଁ ଏବଂ ନିଜ ସ୍ତ୍ରୀ ପାଇଁ ସମାଧି ତିଆରି କରି ଏବେ ଚର୍ଚ୍ଚାରେ ଲକ୍ଷ୍ମଣ ଭୂୟାଁ। ଏଭଳି ଘଟଣା ଗଜପତି ଜିଲା ନୂଆଗଡ ବ୍ଲକ ସୌରି ଗାଁରେ ଦେଖିବାକୁ ମିଳିଛି। ଲକ୍ଷ୍ମଣ ଭୂୟାଁଙ୍କ…

୧୮ ସାଇକେଲ ଜବତ, ଧରାପଡ଼ିଲେ ୨ ଚୋର

ହିଞ୍ଜିଳିକାଟୁ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଆଖପାଖ ଅଞ୍ଚଳରୁ ପରିବା ବଜାର, ବସ୍‌ଷ୍ଟାଣ୍ଡ, କୋଚିଂ ସେଣ୍ଟର ଆଦି ଜନଗହଳିପୂର୍ଣ୍ଣ ସ୍ଥାନରୁ ସାଇକେଲ ଚୋରି କରୁଥିବା ୨ଜଣ ଲୁଟେରାଙ୍କୁ ଗୁରୁବାର ହିଞ୍ଜିଳି ପୋଲିସ ଗିରଫ କରିଛି। ସେମାନେ ହେଲେ କବିସୂର୍ଯ୍ୟନଗର ଥାନା ଅଧୀନ ପଙ୍କଳବାଡି…

ଷ୍ଟେଶନ ଶୌଚାଳୟରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୨୩।୨(ସ୍ବ.ପ୍ର): କୋରାପୁଟ ବ୍ଲକ ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନ ଶୌଚାଳୟରୁ ଗୁରବାର ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ସେ ହେଲେ କୋରାପୁଟ ବ୍ଲକ ପଦ୍ମପୁର ଗ୍ରାମର ଆୟାଲ(୨୩) ବୋଲି ଜଣାପଡିଛି। ତେବେ ମୃତ୍ୟୁର ସଠିକ୍‌ କାରଣ ବର୍ତ୍ତମାନ…

୭ ଦଫା ଦାବରେ ନବ ନିର୍ମାଣ କୃଷକ ସଂଘର ଆନ୍ଦୋଳନ

ପାରଳାଖେମୁଣ୍ଡି,୨୩।୨(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନବ ନିର୍ମାଣ କୃଷକ ସଂଘ ଗୁରୁବାର ଆନ୍ଦୋଳନକୁ ଓହ୍ଲାଇଛି। ୭ ଦଫାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଦାବି ମଧ୍ୟରେ ଜିଲାରେ କପା ମଣ୍ଡି ଖୋଲାଯିବା ସହ ମିଲେଟ ମିଶନରେ ହୋଉଥିବା ଦୁର୍ନୀତିର ତଦନ୍ତ…

ନେଇଗଲେ ୧୮ ଲକ୍ଷ ଟଙ୍କାର ସୁନାଗହଣା

ଆନନ୍ଦପୁର,୨୩।୨(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଖପରାଖାଇ ଅଞ୍ଚଳର ଇନ୍ଦ୍ରମଣି ନନ୍ଦିଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଘରେ କେହି ନ ଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ୧୦ହଜାର ନଗଦ ଟଙ୍କା ସହ ୧୮ ଲକ୍ଷ ଟଙ୍କାର ସୁନାଅଳଙ୍କାର ଲୁଟି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?