ଆମ ଜିଲା ଖବର

ପୁରୀରେ ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ପୁରୀ ଅଫିସ,୨୯ା୩: ପୁରୀ ରେଳ ଷ୍ଟେଶନ ନିକଟରେ ସୋମବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନଟି ସଂଟିଙ୍ଗ କରୁଥିବା ସମୟରେ ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୦ରେ ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନ ନଂ. ୧୮୪୧୮ଟି…

୫ରେ ବାସୁଦେବପୁର ବ୍ଲକ ଅଫିସ ଘେରିବେ ଗାଁସାଥୀ

ଭଦ୍ରକ ଅଫିସ,୨୮।୩- ଗାଁସାଥୀ (ମେଟ୍‌) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର ଭଦ୍ରକ ଜିଲା ଶାଖା ପକ୍ଷରୁ ସ୍ଥାନୀୟ ସୀତାରାମ କଲ୍ୟାଣ ମଣ୍ଡପଠାରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି।ଗଁା ସାଥୀ ସଙ୍ଗଠକ ମନୋଜ ପାଢ଼ୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ଅକ୍ଟୋବର ସୁଦ୍ଧା ସରିବ କାର୍ଯ୍ୟ

ଧାମନଗର,୨୮।୩ (ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ସାମିଲ ହେଇଥିବା ଭଦ୍ରକ ଜିଲାର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମଙ୍ଗଳବାର ପୂର୍ବାହ୍ନରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ପରିଦର୍ଶନ କରିଛନ୍ତି। ଡାକ୍ତରଖାନା ପରିସରରେ…

ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ

ରୂପସା, ୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗୁତୁଡ଼ିହା ଗ୍ରାମର ଏକ ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ସୋମବାର ରାତିରେ ସୁମନ୍ତ ମଲ୍ଲିକଙ୍କ ବାସଭବନରେ ବିଦ୍ୟୁତ ସର୍ଟ ସର୍କିଟ୍‌ରୁ ନିଆଁ ଲାଗି…

ବରଗଡ଼ରେ ଚାଞ୍ଚଲ୍ୟ: ହତ୍ୟାପରେ ଅଜଣା ଯୁବକଙ୍କୁ ପୋଡ଼ିଦେଲେ

ବରଗଡ଼ ଅଫିସ,/ଭେଡେନ, ୨୮।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ରୂଷୁଡା ଫାଣ୍ଡି ଅନ୍ତର୍ଗତ ଦେଶଭଟଲି ମେଗା ଗ୍ରୀଡ୍‌ ନିକଟ ରାସ୍ତାରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଜଣେ ଅଜଣା ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ହତ୍ୟା ପରେ ମୃତଦେହ ଉପରେ ପେଟ୍ରୋଲ ଢାଳି…

ଖସିଲା ମାଟି ଅତଡ଼ା: ୨ ମୃତ, ୨ ଗୁରୁତର

କୋରାପୁଟ,୨୮।୩(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ଥାନା ଅନ୍ତର୍ଗତ ହିକିମପୁଟ ଗ୍ରାମନିକଟସ୍ଥ ଲେଞ୍ଜିପୁଟ ନାଳରେ ମଙ୍ଗଳବାର ମାଟି ଅତଡ଼ା ଖସିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଘାଗଡ଼ାପଣ୍ଡି ଗ୍ରାମର ଶଶି ହନ୍ତାଳ…

ଗ୍ୟାସ୍‌ ଲିକ୍‌ ହୋଇ ଅଗ୍ନିକାଣ୍ଡ

ଭଞ୍ଜନଗର ୨୮।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଖଲାସାହିରେ ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରୁ ସନ୍ତୋଷ ପଣ୍ଡାଙ୍କ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ କର୍ମଚାରୀ…

ଗାଡ଼ି ଚଲାଉଥିଲେ ପୁଅ: ତଣ୍ଡ ଗଣିଲେ ବାପା

ସମ୍ବଲପୁର,୨୮। ୩(ବ୍ୟୁରୋ): ରାଜ୍ୟ ସରକାର ବେଆଇନ ନାବାଳକ ବାଇକ ଚଳାଇବା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଏ ନେଇ ସମ୍ବଲପୁର ଜିଲା ହୀରାକୁଦ ଥାନା ହୀରାକୁଦ-ରେମେଡ ରାସ୍ତା ଓ ଧନୁପାଲି ଥାନା ସରଲାକାନିରେ ପୋଲିସ ଓ ପରିବହନ ବିଭାଗ…

ପାହାଡ଼ ବ୍ଲାଷ୍ଟିଂ ବେଳେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୨୮।୩: ଗଞ୍ଜାମ ଜିଲା ବାଲିଛାଇ ଭାଟଖାଲି ପାହାଡ଼ରେ ବ୍ଲାଷ୍ଟିଂ ବେଳେ ପଥର ଫାଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକଙ୍କ ପରିଚୟ ମିଳି ନ ଥିବା ବେଳେ ସେ ଖୋର୍ଦ୍ଧା ଅଞ୍ଚଳର ବୋଲି କୁହାଯାଉଛି। ପୋଲିସ ଘଟଣାସ୍ଥଳରେ…

୧୩ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କେନ୍ଦୁଝର,୨୮।୩(ସ୍ବ.ପ୍ର.): କେନ୍ଦୁଝରରେ ଏବିଭିପି ପକ୍ଷରୁ ୧୩ ଦଫା ଦାବି ନେଇ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟଙ୍କ ଆଗରେ ଧାରଣା ଦେଇଥିବା ସୂଚନା ମିଳିଛି। ବିଭିନ୍ନ ଦାବି ମଧ୍ୟରୁ କଲେଜରେ ଖାଲି ଥିବା ଅଧ୍ୟାପକ ପଦବୀ ପୂରଣ, ସେମିଷ୍ଟାର ପରୀକ୍ଷାଫଳ ୪୫ ଦିନରେ ପ୍ରକାଶ…

ନାବାଳକ ବାଇକ୍‌ ଚଳାଇଲେ ହେବ କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା,୨୮।୩(ସ୍ବ.ପ୍ର.): ରାୟଗଡ଼ା କଲେଜ ରୋଡରେ ୨ ନାବାଳକ ବାଇକ୍‌ ଚଳାଇବା ବେଳେ ଧରା ପଡିଛନ୍ତି। ଉକ୍ତ ଦୁଇ ଜଣ ନାବାଳକଙ୍କୁ ୨୫ ହଜାର ଲେଖାଏ ଜରିମାନା କରାଯାଇଛି। ସୂଚନାଯୋଗ୍ୟ, ସ୍କୁଲ ଓ କଲେଜରେ ପଢୁଥିବା ନାବାଳକ ଓ ନାବାଳିକା ବିପଦଜନକ ଭାବେ…

ବଡରମା ଘାଟିରେ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ଜମନକିରା,୨୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡରମା ଘାଟି ଉପରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏକ ଟ୍ରେଲର-ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଏବେ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?