ଆମ ଜିଲା ଖବର

କଶ୍ମୀର କୋଳି ଚାଷରେ ସ୍ବାବଲମ୍ବୀ ରାଜେନ୍ଦ୍ର

କଳିଙ୍ଗନଗର,୨୩ା୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳରେ ନବେ ଦଶକରୁ କୃଷି ଧୂଳିସାତ ହୋଇସାରିଛି। ଅନ୍ୟପକ୍ଷରେ ଏହି ଶିଳ୍ପାଞ୍ଚଳରେ ନିଯୁକ୍ତି ନ ପାଇ ଯୁବଗୋଷ୍ଠୀ ହତାଶ ହେଉଥିବାବେଳେ ନିଜ ନାଆରେ ନିଜେ ନାଉରୀ ପାଲଟିଛନ୍ତି ଏଠାକାର ଜଣେ ଉଦ୍ୟମୀ ଚାଷୀ ରାଜେନ୍ଦ୍ର ଘଡ଼ାଇ। ନିଜର ୨…

ବ୍ୟାସନଗରରେ ପ୍ରତିଷ୍ଠା ହେବ ୟୁପିଏଚ୍‌ସି

ଯାଜପୁର ଅଫିସ,୨୩ା୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରର ସର୍ବାଙ୍ଗୀନ ବିକାଶ ନେଇ ସରକାର ତପତ୍ରତା ଦେଖାଉଥିବା କହୁଥିଲେ ମଧ୍ୟ ବାସ୍ତବ କ୍ଷେତ୍ରରେ ତାହା କାର୍ଯ୍ୟକାରୀ ହେଉନାହିଁ । ଏହାସହ ଖଣି ଏବଂ ଶିଳ୍ପସଂସ୍ଥା ପରିପୂର୍ଣ୍ଣ…

ପ୍ରାଚୀନ ଶ୍ୟାମେଶ୍ୱର ଶୈବପୀଠ ଅବହେଳିତ

ପ୍ରୀତିପୁର,୨୩ା୨(ଡି.ଏନ୍‌.ଏ.): ଯାଜପୁରର ପ୍ରାଚୀନ ସାହିତ୍ୟ, ନୃତତ୍ତ୍ବ, ପ୍ରନତ୍ତତ୍ତ୍ବ, ଭାସ୍କର୍ଯ୍ୟ, ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ସମୃଦ୍ଧ ଇତିହାସ ଏକ ସ୍ବତନ୍ତ୍ର ମର୍ଯ୍ୟାଦା ପ୍ରଦାନ କରିଥାଏ। ଏହା ଶକ୍ତିକ୍ଷେତ୍ର ଭାବେ ସାରା ଭାରତ ବର୍ଷରେ ପ୍ରସିଦ୍ଧି ଲାଭ କରିଛି। କିନ୍ତୁ ଏବେ ବି…

ରାଜପଥରୁ ହଟୁନି ଜବରଦଖଲ

ରସୁଲପୁର,୨୩ା୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ନିକଟସ୍ଥ ବ୍ରାହ୍ମଣୀ ନଦୀଠାରୁ ଖଣ୍ଡିତର ପାର୍ଶ୍ୱସ୍ଥ ଖରସ୍ରୋତା ନଦୀ ମଧ୍ୟରେ ୧୨ କି.ମି. ପର୍ଯ୍ୟନ୍ତ ୧୬ନମ୍ବର ଜାତୀୟ ରାଜପଥ ଉପରେ ଦିନକୁ ଦିନ ଜବରଦଖଲ ବଢ଼ିବାରେ ଲାଗିଛି। ହେଲେ ଜବରଦଖଲ ହଟାଇବା ଦିଗରେ ରାଜପଥ…

ସେବାକୁ ନିଅଣ୍ଟ ସମ୍ବଳ: ମଞ୍ଜୁରୀପ୍ରାପ୍ତ ପଦବୀ ୩୪, ଅଛନ୍ତି ୬ ଡାକ୍ତର

ଆଠମଲ୍ଲିକ, ୨୩ା୨ (ଡି.ଏନ.ଏ.): ପୂର୍ବାପେକ୍ଷା ସୁବିଧାଜନକ ହେଲାଣି ଗମନାଗମନ। ବିଶେଷକରି ଆଠମଲ୍ଲିକ-ଧଳପୁର ସେତୁ ଲୋକାର୍ପଣ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବଢ଼ିଛି ରୋଗୀଙ୍କ ନିର୍ଭରଶୀଳତା। ଫଳରେ ଦୈନିକ ରୋଗୀଙ୍କ ପଞ୍ଜୀକରଣ ସଂଖ୍ୟା ବହୁ ପରିମାଣରେ ବୃଦ୍ଧିପାଇଛି। କିନ୍ତୁ…

ଗର୍ଭବତୀଙ୍କ ଜୀବନ ଗଲା

ସୋରଡ଼ା,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ବୋରାଶିଙ୍ଗି ପଞ୍ଚାୟତ ବଘାଲିଙ୍ଗି ଗ୍ରାମର କାଳିଆ ଗୌଡ଼ଙ୍କ ସ୍ତ୍ରୀ ଆରତି (୩୫)ଙ୍କ ଗୁରୁବାର ସ୍ଥାନୀୟ ସରକାରୀ ଡାକ୍ତରଖାନାରେ ମୃତ୍ୟୁ ହୋଇଯାଇଛି। ଆରତିଙ୍କ ରକ୍ତ ପ୍ରବାହ ହେଉଥିବା ଯୋଗୁ ୩ ଦିନ ତଳେ ମେଡିକାଲ ଆସି…

ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବିି: ସରିଲା ବାରିପଦାରୁ ଦିଲ୍ଲୀ ପଦଯାତ୍ରା

ବାରିପଦା ଅଫିସ,୨୩ା୨: ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବିିକୁ ନେଇ ଜିଲା ଆଦିବାସୀ ଛାତ୍ର ସଙ୍ଗଠନ(ମାସା ଆର୍ମି) ପକ୍ଷରୁ ବାରିପଦାରୁ ରାଷ୍ଟ୍ରପତି ଭବନ ଦିଲ୍ଲୀ ଅଭିମୁଖେ ପଦଯାତ୍ରା ଶେଷ ହୋଇଛି। ସଙ୍ଗଠନର ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ସହ…

ଆଜି ସୁଆଣ୍ଡୋ ଆସିବେ ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ./ସ୍ବ.ପ୍ର.): ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଓଡ଼ିଆ ଜାତିର ଚିରନମସ୍ୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମର ମାନ୍ୟତା ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଉନ୍ନୟନ କରାଯାଇଛି। ଗୁରୁବାର ଏହା ଜନମାନସ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ୱର ଅଫିସ, ୨୩।୨: ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ତାଙ୍କ ଭଡାଘର ଓ ପୈତୃକ ଘର ସମେତ ୭ଟି ଜାଗାରେ ହେଉଛି ଚଢ଼ାଉ କରାଯାଇଛି। ବାଲେଶ୍ୱର…

ସଠିକ୍‌ ହୋଇନି ପଥର ପ୍ୟାକିଂ: ଧସୁଛି ପଥର, ମାଟି

କେନ୍ଦୁଝର,୨୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ବୈତରଣୀ ନଦୀର ଉତ୍ପତ୍ତିସ୍ଥଳ ଗୋନାସିକାକୁ ସଂଯୋଗ କରୁଥିବା ରାସ୍ତା ବିପଦସଙ୍କୁଳ ହୋଇରହିଛି। ଏହି ସ୍ଥାନକୁ ବହୁ ସଂଖ୍ୟାରେ ପର୍ଯ୍ୟଟକମାନେ ବର୍ଷ ତମାମ ଯାତ୍ରା କରୁଥିବାରୁ ଏହି ବିପଦପୂର୍ଣ୍ଣ ରାସ୍ତାର ସ୍ଥାୟୀ ଓ ସୁରକ୍ଷିତ…

ଦିଅରଙ୍କ ପଥର ମାଡରେ ଚାଲିଗଲା ଭାଉଜଙ୍କ ଜୀବନ

ଗଜପତି,୨୨।୨(ଡି.ଏନ.ଏ.): ଗଜପତି ଜିଲା ଆର. ଉଦୟଗିରି ଥାନା ବଙ୍ଗଳା ସାହିରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଭାଉଜଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି ଦିଅର। ମୃତକ ହେଲେ ବଙ୍ଗଳା ସାହିର ମାମାଲି ପାଇକ। ସୁଚନା ଅନୁଯାୟୀ, ବଙ୍ଗଳା ସାହିରେ ରହୁଥିବା ସୁଶାନ୍ତ…

ଟ୍ରକ୍‌ ପଛରେ ପିଟିଲା ସ୍କର୍ପିଓ: ୩ ମୃତ, ୩ ଗୁରୁତର

କେନ୍ଦୁଝର,୨୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅନ୍ତର୍ଗତ ୫୨୦ନମ୍ବର ଜାତୀୟ ରାଜପଥର ବାରବାଙ୍କ ଘାଟି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସନ୍ଧ୍ୟାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ସ୍କର୍ପିଓ କାର ଧକ୍କା ଦେଇଥିଲା ବେଳେ ଘଟଣାସ୍ଥଳରେ ୩ ଜଣଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?