ରାସ୍ତା ନିର୍ମାଣରେ ଅର୍ଥ ଆତ୍ମସାତ୍
କୋରେଇ,୨୮ା୩(ଡି.ଏନ.ଏ.):ଯାଜପୁର ଜିଲାର ୧୦ ବ୍ଲକ ଅଧୀନରେ ଅନେକ ଗ୍ରାମ୍ୟ ଉନ୍ନୟନ ରାସ୍ତା ସମ୍ପ୍ରସାରଣ ଓ ମରାମତି ଚାଲୁଛି। ତେବେ ଏ ସବୁ ରାସ୍ତା ମରାମତିରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କୋରେଇ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଚାଲୁଥିବା ୧୩ଟି ରାସ୍ତା…
ପ୍ରସ୍ତାବିତ ଶିଳ୍ପକୁ ନେଇ ଅଞ୍ଚଳବାସୀଙ୍କ ମେଳି
ମହାକାଳପଡ଼ା,୨୮ା୩ (ଡି.ଏନ.ଏ.):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ସ୍ଥାନୀୟ ଅଞ୍ଚଳର ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳିବ ବୋଲି କୁହାଯାଇଛି।…
୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ
କେନ୍ଦ୍ରାପଡ଼ା ଅଫିସ, ୨୮ା୩:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତର କଣ୍ଠିଆନାଳ ଉପରେ ସେତୁ ନିର୍ମାଣ ଦୀର୍ଘ ୧୭ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନାହିଁ। ଆଗକୁ ବର୍ଷାଋତୁ ଆସୁଥିବାରୁ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀ…
ସିଆରପି, ଏମ୍ବିକେ ଚୟନରେ ଅନିୟମିତତା ନେଇ ଅଭିଯୋଗ
ଡେରାବିଶ, ୨୮ା ୩ (ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ରତାଦିଆଖଣ୍ଡସାହି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ଡେରାବିଶ ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭତି ମଳିକ ଶୁଭାରମ୍ଭ କରିଥିଲେ। ସରପଞ୍ଚ ଶିଶିର ସାମଲ,…
ନନ୍ଦନକାନନରୁ ମିଜୋରାମ ଗଲା ୨ ବାଘ
ବାରଙ୍ଗ,୨୮।୩(ଡି.ଏନ୍.ଏ.):ଦୀର୍ଘଦିନର ବ୍ୟବଧାନ ପରେ ନନ୍ଦନକାନନରେ ଆରମ୍ଭ ହୋଇଛି ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା। ଏହି ପ୍ରକ୍ରିୟାରେ ନନ୍ଦନକାନନରୁ ସୋମବାର ଅପରାହ୍ନରେ ଦୁଇ ସାଧାରଣ (ନାଲି) ବାଘ ମିଜୋରାମର ଆଇଜଲ ଚିଡିଆଖାନାକୁ ପଠାଯାଇଛି। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନକ୍ରମେ ନନ୍ଦନକାନନ କର୍ତ୍ତୃପକ୍ଷ ଜନ୍ତୁ ଅଦଳବଦଳ…
ଯୋଡ଼ାରେ ସନ୍ଦିଗ୍ଧ ବେଲୁନ୍
ଯୋଡ଼ା,୨୮ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ବିଲେଇପଦା ନିକଟ ବିରିକଳାଠାରେ ଏକ ସନ୍ଦିଗ୍ଧ ବେଲୁନ ଦେଖିବାକୁ ମିଳିଛି। ଗଛରେ ବାଜି ବେଲୁନଟି ଫାଟି ତଳେ ପଡ଼ିଥିବା ବେଳେ ଏକ ଇଲେକ୍ଟ୍ରୋନିକ ଡିଭାଇସ ଝୁଲି ରହିଛି। ଏହାକୁ ଦେଖି ସମ୍ପୃକ୍ତ ଅଞ୍ଚଳରେ ଭୟର…
‘ମନିଟରିଂ ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମନୋନୀତ କରିଛନ୍ତି’
ବଲାଙ୍ଗୀର ଅଫିସ, ୨୮ା୩:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତକୁ ମନିଟରିଂ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ମନୋନୀତ କରିଛନ୍ତି। ସୂଚନା ଅଧିକାର ଆଇନ ଯୋଗେ ଓଡ଼ିଶା ହାଇକୋର୍ଟଙ୍କ ଜନସୂଚନା ଅଧିକାରୀ ତଥା ଆଡିସନାଲ…
ମୃତ ଆଲବମ୍ ଅଭିନେତ୍ରୀଙ୍କ ଚକ୍ଷୁଦାନ କଲେ ପରିବାର ଲୋକେ
ବଲାଙ୍ଗୀର ଅଫିସ, ୨୮ା୩:ମୋ ଝିଅ ତ ଚାଲିଗଲା, ହେଲେ ତା’ ଆଖିରେ ଆଉ କେହି ଜଣେ ଦୁନିଆ ଦେଖୁ। ତେଣୁ ତା’ର ଦୁଇଆଖିକୁ ଦାନକରିଦେଲି। ଏହିଭଳି କହିଛନ୍ତି ମୃତ ଆଲବମ୍ ଅଭିନେତ୍ରୀ ରୁଚିସ୍ମିତା ଗୁରୁ(୨୬)ଙ୍କ ବାପା ପ୍ରଦୀପ କୁମାର ଗୁରୁ। ରବିବାର…
ଦେବୀ ନଦୀରେ ବୁଡ଼ିଗଲେ: ୩ ସାଙ୍ଗ ୨ ମୃତ, ଜଣେ ନିଖୋଜ
ବାଲିକୁଦା,୨୮ା୩(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ମାଛଗଁା ଦେବୀ ନଦୀ କୂଳରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ଏହି ନଦୀକୁ ଗାଧୋଇବାକୁ ଆସିଥିବା ୪ ସାଙ୍ଗଙ୍କ ମଧ୍ୟରୁ ୩ ଜଣ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ…
ସାର୍ଟିଫିକେଟ୍ ପାଇଁ ୫୦ ହଜାରରୁ ୫ ଲକ୍ଷ
ବଲାଙ୍ଗୀର/ କେନ୍ଦ୍ରାପଡ଼ା ଅଫିସ, ୨୮ା୩:ବଲାଙ୍ଗୀର ଡାକ ମଣ୍ଡଳରେ ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ଆବେଦନକରି କେତେଜଣ ପ୍ରାର୍ଥୀ ଧରାପଡ଼ିବା ଘଟଣାର ପୋଲିସ ତଦନ୍ତ ପରେ ଦେଶବ୍ୟାପୀ ବିଛେଇ ହୋଇଥିବା ଆନ୍ତଃ ରାଜ୍ୟ ଜାଲ୍ ସାର୍ଟିଫିକେଟ୍ ର଼୍ୟାକେଟ୍ର ପର୍ଦ୍ଦାଫାଶ ହୋଇଛି। ସାର୍ଟିଫିକେଟ୍ ପିଛା…
ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ
କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ଜହାର ଟଙ୍କା ଜରିମାନା ଓଅନାଦାୟେ ଅତିରିକ୍ତ ୧ ବର୍ଷ ଦଣ୍ଡାଦେଶ…
ଡିଭାଇଡର ଉପରେ ଚଢିଗଲା ମାଲବାହୀ ଟ୍ରକ୍
ହିଞ୍ଜିଳିକାଟୁ, ୨୭।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବଇଁଚବଣିଆ ଛକ ଏନ୍ଏଚଥ ନଂ- ୫୯ ଉପରେ ଏକ ପଥର ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢିଯାଇଛି। ଡ୍ରାଇଭର ଆହତ ହୋଇଥିବା ବେଳେ ଟ୍ରକ୍ ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ପ୍ରକାଶ ଯେ, ଟ୍ରକ୍ଟି…

