ଆମ ଜିଲା ଖବର

ନବୀକରଣ ହେଉନି ନଦୀବନ୍ଧ ରାସ୍ତା: ଯାତ୍ରୀ ହନ୍ତସନ୍ତ

ଜଗତସିଂହପୁର ଅଫିସ, ୨୨ା୨: ଜଗତ୍‌ସିଂହପୁରରୁ ପୁରୀ, କୋଣାର୍କ, ନିଆଳି, ନିମାପଡ଼ା, ଭୁବନେଶ୍ୱର ଆଦିର ଦୂରତା କମାଇବା ପାଇଁ ସରକାର ଚିନ୍ତା କରିଥିଲେ। ତେଣୁ ଦେବୀ ନଦୀର ଆଳିପିଙ୍ଗଳ ଓ କନ୍ଦଳର କାଳଖ ନିକଟରେ ୨ଟି ପୋଲ ନିର୍ମାଣ ହୋଇଛି। ଏହି ପୋଲ…

ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପଟ୍ଟାମୁଣ୍ଡାଇ ପୂର୍ବତନ ବିଧାୟକ ତାପସ କୁମାର ଦାସ। ଏହି ପ୍ରସଙ୍ଗରେ ସେ…

ଏପ୍ରିଲରେ କାର୍ଯ୍ୟକ୍ଷମ ହେବ ଛତ୍ରବଜାର ଅର୍ବାନ୍‌ ହାଟ

କଟକ ଅଫିସ,୨୨ା୨: ରାଣୀହାଟ ନିକଟରୁ ଗୋଶାଳା ପର୍ଯ୍ୟନ୍ତ ରାସ୍ତାର ସୌନ୍ଦର୍ଯ୍ୟକରଣ କରାଯିବ। ସେହିପରି ଛତ୍ରବଜାରସ୍ଥିତ ନିର୍ମାଣାଧୀନ ଅର୍ବାନ ହାଟ ନିକଟରେ ଏକ ମାଛ ମାର୍କେଟ ହେବ। ତାଳଦଣ୍ଡା କେନାଲରେ ବର୍ଜ୍ୟବସ୍ତୁ ପକାଉଥିବା ଲୋକଙ୍କୁ ସିସିଟିଭି କ୍ୟାମେରା ଜଗିବ। କଟକ ମହାନଗର ନିଗମ(ସିଏମ୍‌ସି)…

ସ୍ବଦେଶ ଫେରିଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ପକ୍ଷୀ

ବାଲୁଗଁା,୨୨ା୨(ଡି.ଏନ୍‌.ଏ.): କିଛିଦିନ ହେବ ଗ୍ରୀଷ୍ମର ମାତ୍ରା ବୃଦ୍ଧି ପାଇଥିବା ବେଳେ ଚିଲିକାରୁ ମଙ୍ଗଳବାର ସୁଦ୍ଧା ୫ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ସ୍ବଦେଶ ଫେରିଯାଇଥିବା ବାଲୁଗଁା ବନ୍ୟପ୍ରାଣୀ ବିଭାଗୀୟ ଏସିଏଫ୍‌ ପ୍ରଶାନ୍ତ କୁମାର ପଣ୍ଡା କହିଛନ୍ତି। ତେବେ ଅଭୟ୍ୟାରଣ୍ୟ ନଳବଣ ଆକାଶରେ…

ଖୋର୍ଦ୍ଧାରେ ପଶିଲା ଦନ୍ତା, ଲୋକେ ଭୟଭୀତ

ଖୋର୍ଦ୍ଧା ଅଫିସ,୨୨ା୨: ଖୋର୍ଦ୍ଧାରେ ପୁଣି ପଶିଲା ଦନ୍ତା ହାତୀ। ମଙ୍ଗଳବାର ଅପରାହ୍ନ ୩ଟାରେ ଚନ୍ଦକା ପଟୁ ଏକ ଦନ୍ତା ନିକଟ ଜଙ୍ଗଲ ଦେଇ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟ କାଜୁ ଜଙ୍ଗଲକୁ ପଶି ଆସିଥିଲା। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଥିଲେ।…

ଏସ୍‌ସିଏସ୍‌ କଲେଜ ବିଶ୍ୱବିଦ୍ୟାଳୟ ହେଉ

ପୁରୀ ଅଫିସ,୨୨।୨: ପୁରୀର ବହୁ ପୁରାତନ କଲେଜ ସାମନ୍ତ ଚନ୍ଦ୍ରଶେଖର(ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟକୁ ସରକାର ବିଶ୍ୱବିଦ୍ୟାଳୟ ଘୋଷଣା କରିବାକୁ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଦାବି କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଧାୟକ ଷଡ଼ଙ୍ଗୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଭେଟି ଏକ…

ଜଣେ ଯୁବତୀଙ୍କ ସହ ୫ ଗିରଫ

କୋରାପୁଟ, ୨୨।୨(ସ୍ବ.ପ୍ର.): ଉତ୍ତରପ୍ରଦେଶର ଆମେଢ଼ା ଗ୍ରାମର ଜଣେ ଡ୍ରାଇଭରଙ୍କୁ କୋରାପୁଟରେ ଅପହରଣ କରି ତାଙ୍କୁ ଖଲାସ ପାଇଁ ୨୫ ଲକ୍ଷ ଟଙ୍କା ମାଗିବା ଘଟଣାର ପର୍ଦ୍ଦାଫାଶ କରିଛି କୋରାପୁଟ ଟାଉନ ପୋଲିସ। ଏହି ଘଟଣାରେ ସମ୍ପୃକ୍ତ ଜଣେ ଯୁବତୀଙ୍କ ସହ ୫…

ଜଳୁଛି ସଂରକ୍ଷିତ ଜଙ୍ଗଲ

ବାରିପଦା ଅଫିସ/ସାରସକଣା, ୨୨ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିବା ଆରମ୍ଭ ହୋଇଛି। ଗ୍ରୀଷ୍ମ ପ୍ରବାହ ଓ ପବନର ବେଗ ବୃଦ୍ଧି ଯୋଗୁ ନିଅଁା ଅଣାୟତ୍ତ ହୋଇପଡ଼ିଛି। ମଙ୍ଗଳବାର ମଧ୍ୟାହ୍ନରେ ବାଙ୍ଗିରିପୋଷି ରେଞ୍ଜ ଅଧୀନ ଘିଆଯୋଡ଼ି…

୭ ଜିଲାର ୪୨ ବ୍ଲକ ଅଞ୍ଚଳ ଲବଣାକ୍ତ

ଯାଜପୁର ଅଫିସ,୨୨ା୨: ରାଜ୍ୟର ୭ଟି ଉପକୂଳ ଜିଲାରେ ଲବଣତା ଅନ୍ତଃପ୍ରବେଶ ନିୟନ୍ତ୍ରଣ କରିବାରେ ସରକାର ବିଫଳ ହୋଇଛନ୍ତି। ଭୂତଳ ଜଳ ବିଭାଗ ବା ଗ୍ରାଉଣ୍ଡ ୱାଟର ଡିପାର୍ଟମେଣ୍ଟ(ଜିଡବ୍ଲ୍ୟୁଡି) ନିର୍ଦ୍ଦେଶାଳୟ ପକ୍ଷରୁ ୧୯୯୫ ରୁ ୨୦୦୧ ମଧ୍ୟରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ଲବଣତା ସଂକ୍ରାନ୍ତରେ…

ରଫାଦଫା ପାଇଁ ସୋମାଲିକାଙ୍କୁ ଧମକ

ଜଗତ୍‌ସିଂହପୁର ଅଫିସ, ୨୨ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ବିଧାୟକଙ୍କ ବିରୋଧରେ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର…

ଚିହ୍ନଟକାରୀଙ୍କ ତଣ୍ଟି କାଟିଲେ ଅଭିଯୁକ୍ତ

ଗୋପାଳପୁର, ୨୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗ୍ରାମରେ ଗତ ୧୭ ତାରିଖ ରାତିରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ଙ୍କ ଷ୍ଟେଜ ଶୋ’ ଉପରକୁ ଟେକା, ପଥର ମାଡ଼ ହୋଇଥିଲା। ଟେକାମାଡ଼ କରିଥିବା ଅଭିଯୁକ୍ତଙ୍କୁ ସେହି ଗ୍ରାମର ଜଣେ…

ସ୍କୁଟି ଚାଳକଙ୍କୁ କାର୍‌ ସିଟବେଲ୍ଟ ଫାଇନ

ରାଜଗାଙ୍ଗପୁର, ୨୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ଜଣେ ସ୍କୁଟି ଚାଳକଙ୍କୁ କାର୍‌ ସିଟବେଲ୍ଟ ଫାଇନ ଦେବାକୁ ମେସେଜ ଆସିଥିଲା। ପରେ ଏହା ଭୁଲ ମେସେଜ ବୋଲି ଜଣାପଡ଼ିଛି। ରାଜଗାଙ୍ଗପୁର ସହରରେ ବାସ କରୁଥିବା ଅଭିଷେକ କରଙ୍କର ଏକ ସ୍କୁଟି ଓଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?