ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ…
ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ
ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା ଦୋକାନ ରହିଛି। ମଙ୍ଗଳବାର ସନ୍ଧ୍ୟାରେ ଗହଳି ସୁଯୋଗ ନେଇ କେହି ଜଣେ ବ୍ୟକ୍ତି ଏକ…
ବର୍ଷାଦିନ ପୂର୍ବରୁ ଡ୍ରେନ୍ ମରାମତି, ନୂତନ ନିର୍ମାଣ ନିଷ୍ପତ୍ତି
ବ୍ରହ୍ମପୁର ଅଫିସ,୨୨।୨: ସହରର ଉନ୍ନତି ନେଇ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ନୂତନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସଂଘମିତ୍ରା ଦଳେଇ ଅଧ୍ୟକ୍ଷତା କରିଥିଲେ। ୪୭ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ସହରର…
୬୦% ଜବ୍କାର୍ଡଧାରୀ କାମ ପାଇଁ ଇଚ୍ଛୁକ ନୁହନ୍ତି
ଫୁଲବାଣୀ ଅଫିସ, ୨୨।୨: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) ଏବେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏହି ଯୋଜନାରେ ବ୍ଲକ ସମେତ ଅନ୍ୟ ବିଭାଗରେ କାମ କରାଯାଉଛି। ବିଶେଷ କରି କୋଭିଡ ପରେ…
ବିଦ୍ୟୁତ୍ ଦେଖିନାହାନ୍ତି ଶତାଧିକ ଜୁଆଙ୍ଗ ପରିବାର
କେନ୍ଦୁଝର,୨୨।୨: କେନ୍ଦୁଝର ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୦ କି.ମି. ଦୂର କାଞ୍ଜିପାଣି ଘାଟି ଉପରେ ଟାଙ୍ଗରପଡ଼ା ଗ୍ରାମ ରହିଛି। ବଣପାହାଡ଼ ଘେରା ଅଞ୍ଚଳରେ ବହୁ ବର୍ଷ ଧରି ଗ୍ରାମରେ ଜୁଆଙ୍ଗ ଜନଜାତିମାନେ ବସବାସ କରି ଆସୁଛନ୍ତି। ଲୋକମାନଙ୍କ ଜମିଜମା ନ ଥିବା…
ଆଉ ୫ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର
ବାଲେଶ୍ୱର ଅଫିସ/ ସୋର, ୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମର ଆଉ ୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରେ ୪ଜଣ ଛାତ୍ରୀ ଥିବା ବେଳେ ଜଣେ କର୍ମଚାରୀ ଅଛନ୍ତି।…
ଜଙ୍ଗଲନିଆଁ ରୋକିବାକୁ ‘ଫାୟାର ଲାଇନ୍’
କେନ୍ଦୁଝର,୨୨।୨(ସ୍ବ.ପ୍ର): କେନ୍ଦୁଝର ବନଖଣ୍ଡ ସହାୟତାରେ ସଦର ବନାଞ୍ଚଳ ଅନ୍ତର୍ଗତ ପଳାସପଙ୍ଗା ସେକ୍ସନ ଅଧୀନସ୍ଥ ୧୫ଟି ବନ ସୁରକ୍ଷା ସମିତି ଦ୍ୱାରା ଜଙ୍ଗଲ ନିଆଁ ପ୍ରତିକାର ପାଇଁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। କାର୍ଯ୍ୟକ୍ରମରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସାମିଲ ହୋଇ…
ନବୀକରଣ ହେଉନି ନଦୀବନ୍ଧ ରାସ୍ତା: ଯାତ୍ରୀ ହନ୍ତସନ୍ତ
ଜଗତସିଂହପୁର ଅଫିସ, ୨୨ା୨: ଜଗତ୍ସିଂହପୁରରୁ ପୁରୀ, କୋଣାର୍କ, ନିଆଳି, ନିମାପଡ଼ା, ଭୁବନେଶ୍ୱର ଆଦିର ଦୂରତା କମାଇବା ପାଇଁ ସରକାର ଚିନ୍ତା କରିଥିଲେ। ତେଣୁ ଦେବୀ ନଦୀର ଆଳିପିଙ୍ଗଳ ଓ କନ୍ଦଳର କାଳଖ ନିକଟରେ ୨ଟି ପୋଲ ନିର୍ମାଣ ହୋଇଛି। ଏହି ପୋଲ…
ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ
କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପଟ୍ଟାମୁଣ୍ଡାଇ ପୂର୍ବତନ ବିଧାୟକ ତାପସ କୁମାର ଦାସ। ଏହି ପ୍ରସଙ୍ଗରେ ସେ…
ଏପ୍ରିଲରେ କାର୍ଯ୍ୟକ୍ଷମ ହେବ ଛତ୍ରବଜାର ଅର୍ବାନ୍ ହାଟ
କଟକ ଅଫିସ,୨୨ା୨: ରାଣୀହାଟ ନିକଟରୁ ଗୋଶାଳା ପର୍ଯ୍ୟନ୍ତ ରାସ୍ତାର ସୌନ୍ଦର୍ଯ୍ୟକରଣ କରାଯିବ। ସେହିପରି ଛତ୍ରବଜାରସ୍ଥିତ ନିର୍ମାଣାଧୀନ ଅର୍ବାନ ହାଟ ନିକଟରେ ଏକ ମାଛ ମାର୍କେଟ ହେବ। ତାଳଦଣ୍ଡା କେନାଲରେ ବର୍ଜ୍ୟବସ୍ତୁ ପକାଉଥିବା ଲୋକଙ୍କୁ ସିସିଟିଭି କ୍ୟାମେରା ଜଗିବ। କଟକ ମହାନଗର ନିଗମ(ସିଏମ୍ସି)…
ସ୍ବଦେଶ ଫେରିଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ପକ୍ଷୀ
ବାଲୁଗଁା,୨୨ା୨(ଡି.ଏନ୍.ଏ.): କିଛିଦିନ ହେବ ଗ୍ରୀଷ୍ମର ମାତ୍ରା ବୃଦ୍ଧି ପାଇଥିବା ବେଳେ ଚିଲିକାରୁ ମଙ୍ଗଳବାର ସୁଦ୍ଧା ୫ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ସ୍ବଦେଶ ଫେରିଯାଇଥିବା ବାଲୁଗଁା ବନ୍ୟପ୍ରାଣୀ ବିଭାଗୀୟ ଏସିଏଫ୍ ପ୍ରଶାନ୍ତ କୁମାର ପଣ୍ଡା କହିଛନ୍ତି। ତେବେ ଅଭୟ୍ୟାରଣ୍ୟ ନଳବଣ ଆକାଶରେ…
ଖୋର୍ଦ୍ଧାରେ ପଶିଲା ଦନ୍ତା, ଲୋକେ ଭୟଭୀତ
ଖୋର୍ଦ୍ଧା ଅଫିସ,୨୨ା୨: ଖୋର୍ଦ୍ଧାରେ ପୁଣି ପଶିଲା ଦନ୍ତା ହାତୀ। ମଙ୍ଗଳବାର ଅପରାହ୍ନ ୩ଟାରେ ଚନ୍ଦକା ପଟୁ ଏକ ଦନ୍ତା ନିକଟ ଜଙ୍ଗଲ ଦେଇ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟ କାଜୁ ଜଙ୍ଗଲକୁ ପଶି ଆସିଥିଲା। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଥିଲେ।…

