ଆମ ଜିଲା ଖବର

ପାଣିକୁ ଆୟୁଧ କରି ଆନ୍ଧ୍ରର ଅନୁପ୍ରବେଶ ଉଦ୍ୟମ

ନନ୍ଦପୁର,୨୭ା୩ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ପରେ ନନ୍ଦପୁର ବ୍ଲକ ଉପରେ ଏବେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ଏଠାରେ ପାଣିକୁ ଆୟୁଧ କରି ଆନ୍ଧ୍ର ଉକ୍ତ ବ୍ଲକରେ ଅନୁପ୍ରବେଶ ଉଦ୍ୟମ ଚଳାଇଛି। କିଛିଦିନ ତଳେ ବ୍ଲକର ସୀମାନ୍ତ…

ବାଲେଶ୍ୱରରେ ଅଜଣା ପୋକ ଆତଙ୍କ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅଧୀନ ଜମ୍ବେଶ୍ୱରପୁର ବଡ଼ଖୁଆଆଡ଼ି ହରିଜନ ସାହିରେ ହଜାର ହଜାର ଅଜଣା (କଳା ଓ ନାଲି ରଙ୍ଗର) ପୋକ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପୋକଗୁଡ଼ିକ ଘର ଭିତରେ ପଶି ବାସନକୁସନଠାରୁ…

ଝାରସୁଗୁଡ଼ା ସହରରେ ହାତୀପଲ

ବ୍ରଜରାଜନଗର,୨୭।୩ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ପରେ ଶନିବାର ରାତିରେ ଝାରସୁଗୁଡ଼ା ସହରରେ ପଶିଥିଲେ ହାତୀପଲ। ସହରରେ ହାତୀ ପ୍ରବେଶ କରିବା ଜାଣିବା ପରେ ଲୋକମାନେ ରାତ୍ରି ସାରା ଆତଙ୍କିତ ଅବସ୍ଥାରେ ଥିଲେ। ବନ କର୍ମଚାରୀ, ପୋଲିସ ପ୍ରଶାସନ ଓ ସ୍ବତନ୍ତ୍ର…

ଜଳାଶୟ ଜମିରେ ଶପିଂ ମଲ୍‌ ନିର୍ମାଣ

ଯାଜପୁର ଅଫିସ,୨୭ା୩: ଯାଜପୁର ସହରର ୟୁନିଟ-୮ ଯଯାତିନଗରର ପ୍ଲଟ ନମ୍ବର ୬୬୭, ଖାତା ନମ୍ବର ୬୩୬/୫୦୩ରେ ଥିବା ଏକ ଜଳାଶୟ କିସମ ଜମିକୁ ପୋତି ଶପିଂ ମଲ୍‌ ନିର୍ମାଣ ହେଉଛି। ଏହିମର୍ମରେ ରାଜ୍ୟ ସରକାର ଏବଂ ଜବରଦଖଲକାରୀଙ୍କ ବିରୋଧରେ ସ୍ଥାନୀୟ ବାସିନ୍ଦା…

ପାନୀୟ ଜଳ ପାଇଁ ରାତିରୁ ଲମ୍ବାଧାଡ଼ି

ପଟ୍ଟାମୁଣ୍ଡାଇ,୨୭ା୩(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂର ଲାଗି ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଏଥିଲାଗି ସରକାରୀ ତହବିଲରୁ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ସନଜରିଆ ପଞ୍ଚାୟତ ମଙ୍ଗରାଜପୁର ଗ୍ରାମରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ ହେଲେ ବିରେନ ଗୌଡ଼ଙ୍କ ଝିଅ ଦେବକୀ। ତାଙ୍କ ଘର କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମରେ।…

ପୁଣି କଳାହାଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦାଦନ ଦୁଃଖ ସରିବାର ନାଁ ଧରୁନାହିଁ। ଗତ ୩ ମାସ ମଧ୍ୟରେ କୋକସରା ବ୍ଲକର ୩ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଣି ଜଣେ ଦାଦନ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର କାଦୁବାଟି…

ବୃଦ୍ଧା ମା’ଙ୍କୁ ତଣ୍ଟି ଚିପି ହତ୍ୟା କଲା ପୁଅ

ବରଗଡ଼ ଅଫିସ,୨୬।୩: ପୁଅଟିଏ ଜନ୍ମହେଲେ ପରିବାରରେ ଖୁସିର ମାହୋଲ ଖେଳିଯାଏ। ପୁଅ ଦିନେ ବଡ଼ ହୋଇ ପରିଣତ ବୟସରେ ସାହା ଭରସା ପାଲଟିବ ବୋଲି ମା’ ବାପାଙ୍କ ମନରେ ଆଶା ବାନ୍ଧିଥାନ୍ତି । ମା’ ସେବା ସୁଶ୍ରୂଷା କରି ପୁଅକୁ ଛୋଟରୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ

କାଲିମେଳା,୨୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ପୋତାଖାର ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କାଲିମେଳା ଥାନା ଏରାଗୋଣ୍ଡା…

ସ୍କନ୍ଦମାତା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ବନଦୁର୍ଗାଙ୍କ ପୀଠରେ ଆୟୋଜିତ ନବଦିନାତ୍ମକ ବାସନ୍ତିକ ଦୁର୍ଗାପୂଜାର ପଞ୍ଚମ ଦିନରେ ମା’ ବନଗୁର୍ଗା ସ୍କନ୍ଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଉପଲକ୍ଷେ ସକାଳୁ ମଙ୍ଗଳ ଆଳତି, ବାଳ ଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ…

ଭତ୍ତା ଟଙ୍କା ଛଡାଇ ନେଇ ମହିଳାଙ୍କୁ ଆକ୍ରମଣ

ପଦ୍ମପୁର,୨୬ା୩(ଡି.ଏନ.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ଶେରପୁର ଗ୍ରାମର ଜଣେ ମହିଳା ଭତ୍ତା ଟଙ୍କା ନେଇ ଶନିବାର କେଦାରପୁର ପଞ୍ଚାୟତ କାଯର୍ର୍‌ୟାଳୟରୁ ଫେରୁଥିବା ବେଳେ କୁଣ୍ଡିପୋଲଠାରେ କେତେଜଣ ଅସାମାଜିକ ବ୍ୟକ୍ତି ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଟଙ୍କା ଛଡ଼ାଇ…

ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍‌ ୬ ଏବଂ ଲେନ୍‌ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?