ଆମ ଜିଲା ଖବର

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଜବାହର ନବୋଦୟ ବିଦ୍ୟାଳୟରେ ଜଣେ ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ନବମ ଶ୍ରେଣୀରେ ପଢୁଥିବା ଏହି ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଛାତ୍ରୀ ଜଣକ କାଶୀନଗର ବ୍ଲକ ଅଲଡ଼ା ଗ୍ରାମର ସୌଦାମିନୀ ରଇତ। ବେକରେ ଚଦର ଲଗାଇ…

ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଟେନ୍‌ସା,୨୦ା୨(ଡି.ଏନ୍‌.ଏ.): ନିକଟସ୍ଥ ରେଙ୍ଗମାଗ୍ରାମରେ ରକ୍ତମୁଖା ଦନ୍ତାହାତୀ ଆତଙ୍କ ଖେଳାଇଛି। ବାଡ଼ିକୁ ଫସଲ ଖାଇବାକୁ ଆସି ଖାଇ ନଷ୍ଟ କରିବା ସହ ଜଣଙ୍କୁ କଚାଡ଼ି ମାରି ଦେଇଛି ଦନ୍ତାହାତୀ। ଏହିପରି ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା ବରସୁଆଁ ଫରେଷ୍ଟ…

‘ଚକ ମଡ଼ାଣ ଉଦ୍ୟମ ହେଲେ ପରିସ୍ଥିତି ଜଟିଳ ହେବ’

ଜଗତସିଂହପୁର ଅଫିସ, ୨୦ା୨: ଜଗତ୍‌ସିଂହପୁର ଜିଲାରେ ଚକ ପ୍ରସ୍ତୁତିରେ ବ୍ୟାପକ ତ୍ରୁଟି ହୋଇଛି । କେତେଜଣ ମୁଷ୍ଟିମେୟ ଜମି ମାଲିକ, ରାଜନେତା ଚଞ୍ଚକତା କରି ମୂଲ୍ୟବାନ ଜମି ହାତେଇ ନେଇଥିବା ବେଳେ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି । ଚକ ପ୍ରସ୍ତୁତ ପରେ…

ସମୁଦ୍ର ପାଣିରେ ୩୨ ପ୍ରକାର ଲୁଣ ଅଛି

ପାରାଦୀପ,୨୦ା୨ (ସ୍ବ.ପ୍ର.): ରାଜ୍ୟର ଏକମାତ୍ର କ୍ଷାରଜଳ ପ୍ରଶିକ୍ଷଣ କେନ୍ଦ୍ର ପାରାଦୀପରେ ଚଳିତବର୍ଷ ଚତୁର୍ଥ ପର୍ଯ୍ୟାୟ ତାଲିମ ୧୩ରୁ ୨୭ ଫେବୃୟାରୀ ପର୍ଯ୍ୟନ୍ତ ଚାଲିଛି। ଏହି ବ୍ୟାଚ୍‌ରେ ଉପକୂଳ ଓଡ଼ିଶାର ୭ ଜିଲାର ୩୩ ଜଣ ପାରମ୍ପରିକ ମତ୍ସ୍ୟଜୀବୀ ଆବାସିକ ତାଲିମ ନେଉଛନ୍ତି।…

ବନ ବିଭାଗ ଶୋଇଛି, ଜଙ୍ଗଲ ଜଳୁଛି

ନୂଆଗାଁ,୨୦।୨ (ଡି.ଏନ.ଏ.):ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧୀନ ବିଭିନ୍ନ ଜଙ୍ଗଲରୁ ମୂଲ୍ୟବାନ ଗଛ ସବୁ ଚୋରି ହେଉଥିବା ବେଳେ ଏଥିପ୍ରତି ବନ ବିଭାଗ କର୍ମଚାରୀଙ୍କ ଭ୍ରୁକ୍ଷେପ ନାହିଁ। ସେହିପରି ସାମାନ୍ୟ ଖରା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ଜଳୁଥିଲେ ମଧ୍ୟ ବନ…

ଗାଁ ଗାଁରେ କାମ: ଶ୍ରମିକ ଭିଟାମାଟି ଛାଡ଼ୁଛନ୍ତି

ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟ ପାଇଁ ଶ୍ରମିକ ମିଳୁନାହାନ୍ତି। ସେପଟେ ପେଟ ଚାଖଣ୍ଡକ ପାଇଁ ଶ୍ରମିକ ଭିଟାମାଟି ଛାଡୁଥିବା ଅଭିଯୋଗ ହେଉଛି। କେଉଁଠି ତ୍ରୁଟି ରହିବା କାରଣରୁ…

୧୫ ମାସ ବିତିଲା, ମିଳୁନି ଭେଣ୍ଡିଂଜୋନ୍‌

କବିସୂର୍ଯ୍ୟନଗର,୨୦ା୨(ଡି.ଏନ.ଏ.): ମାତ୍ର ୧୫ଦିନରେ ଭେଣ୍ଡିଂ ଜୋନ୍‌ ଯୋଗାଇ ଦେବାକୁ କହି ବ୍ଲକ ପାର୍ଶ୍ୱ ଦୋକାନୀମାନଙ୍କୁ ଉଠାଇ ଦିଆଗଲା। କିନ୍ତୁ ୧୫ ମାସ ବିତି ଯାଇଥିଲେ ମଧ୍ୟ ସେମାନଙ୍କୁ ଭେଣ୍ଡିଂ ଜୋନ୍‌ ଯୋଗାଇ ଦିଆଯାଇପାରି ନାହିଁ। ଫଳରେ ବ୍ୟବସାୟୀମାନେ ଏବେ ହତାସ ହୋଇ…

ଚାଷ କରି ଆଳୁଚାଷୀ ଫସିଗଲେ

କେନ୍ଦ୍ରାପଡ଼ା ଅଫିସ, ୨୦ା୨: କେନ୍ଦ୍ରାପଡ଼ା ଜିଲାରେ ୨ ମାସ ପୂର୍ବେ ଆଳୁ କେଜି ପ୍ରତି ୨୫ରୁ ୩୦ ଟଙ୍କାରେ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୪ ଟଙ୍କାରେ ବେପାରୀଙ୍କୁ କ୍ଷେତରୁ ଚାଷୀ ବିକୁଛନ୍ତି। ଜିଲାରେ ସଂରକ୍ଷଣ ବ୍ୟବସ୍ଥା ଓ…

ଗୋବରୀରେ କୁମ୍ଭୀର: ନଦୀକୂଳବାସୀ ଭୟଭୀତ

ପଟ୍ଟାମୁଣ୍ଡାଇ,୨୦ା୨(ସ୍ବ.ପ୍ର.):: ନଦୀକୁ ଛାଡି ରହିପାରନ୍ତିନି ଏହି ନଦୀକୂଳିଆ ଗାଁ ଲୋକେ। ଗାଧୁଆ ପାଧୁଆଠୁ ମାଛମାରିବା ,ଶୌଚହେବା ଯାଏ ସବୁ ଏହି ନଦୀ ଉପରେ ନିର୍ଭର କରନ୍ତି। ହେଲେ ନଦୀରେ ୫ ଦିନ ହେବ କୁମ୍ଭୀର ବୁଲିବା ଦେଖି ଲୋକେ ଛାନିଆ ହୋଇ…

ସମ୍ବଲପୁର ଜିଲାପାଳଙ୍କୁ ବିବାହ କରିବେ ବଲାଙ୍ଗୀର ଜିଲାପାଳ

ସମ୍ବଲପୁର,୨୦ା୨(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଅନନ୍ୟା ଦାସ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣାଙ୍କୁ ବିବାହ କରିବେ। ଏନେଇ ରବିବାର ଅନନ୍ୟାଙ୍କ ନିର୍ବନ୍ଧ ସରିଥିବା ଚର୍ଚ୍ଚା ହେଉଛି। ଜିଲାପାଳଙ୍କ ସରକାରୀ ବାସଭବନରେ କମ୍‌ ଲୋକଙ୍କ ଗହଣରେ ଏହି ମାଙ୍ଗଳିକ କାର୍ଯ୍ୟ ଶେଷ ହୋଇଛି। ଏହି…

୨୫ରେ ଓଡ଼ିଶା-ଜାପାନ ମହୋତ୍ସବ

ପୁରୀ ଅଫିସ,୨୦ା୨: ଚଳିତ ମାସ ୨୫ ତାରିଖ ସନ୍ଧ୍ୟା ୫ଟାରେ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ୍‌ର ବାଲିଘାଇ ଛକସ୍ଥିତ ଚନ୍ଦ୍ରଶେଖର ଏକାଡେମୀ ପରିସରରେ ଓଡ଼ିିଶା-ଜାପାନ ମହୋତ୍ସବ ଅନୁଷ୍ଠିତ ହେବ। ଜାପାନରୁ ଆସିଥିବା କଳାକାରମାନେ ଏଥିରେ ଜାପାନର କଳା, ସଂସ୍କୃତି ପ୍ରଦର୍ଶନ କରିବେ।…

ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାର୍କ

ଭୋଗରାଇ,୨୦ା୨(ଡି.ଏନ.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରେ ପୁଣି ଏକ ବିରଳ ପ୍ରଜାତିର ସାର୍କ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ ଏହି ବିଶାଳକାୟ ସାର୍କକୁ ରବିବାର ଦୀଘା ମୁହାଣ ଆନ୍ତର୍ଜାତିକ ମାଛ ମାର୍କେଟକୁ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?