ଆମ ଜିଲା ଖବର

ନାକରେ ବିରଳ ଅସ୍ତ୍ରୋପଚାର: ସ୍ବାଭାବିକ ହେଲା ଶ୍ୱାସକ୍ରିୟା

କଟକ ଅଫିସ,୨୦ା୨: କଟକ ଜିଲା ଟାଙ୍ଗୀସ୍ଥିତ ପଦ୍ମିନୀ କେୟାର ହସ୍ପିଟାଲରେ ଜଣେ ଯୁବକଙ୍କ ନାକ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରାଯାଇଛି। ଫଳରେ ସେ ଏବେ ସ୍ବାଭାବିକ ଭାବେ ନିଃଶ୍ୱାସପ୍ରଶ୍ୱାସ ନେଇପାରୁଥିବାବେଳେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ସେ ହେଲେ ଯାଜପୁର ଜିଲା…

ଚଳନ୍ତା ଟ୍ରେନ୍‌ରୁ ଡେଇଁପଡ଼ିଲେ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୦।୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନରେ ରବିବାର ଜଣେ ଯାତ୍ରୀ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଥିବା ବେଳେ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ସେ ହେଲେ ଜୟଶଙ୍କର ମୁଣ୍ଡା (୩୪)। ଆସାମ୍‌ରୁ ଜୟଶଙ୍କର ନିଜ ସ୍ତ୍ରୀଙ୍କ ସହ ଚେନ୍ନାଇ ବୁଲିବାକୁ ଯାଉଥିଲେ।…

ଭିନ୍ନକ୍ଷମ ପୁଅକୁ ହତ୍ୟା: ସମ୍ପତ୍ତି ଲୋଭରେ ସାବତ ମା’ ବିଷ ପିଆଇ ଦେଲେ

ନୟାଗଡ଼ ଅଫିସ/ଦଶପଲ୍ଲା, ୨୦ା୨(ଡି.ଏନ୍‌.ଏ.): ନୟାଗଡ ଜିଲା ଦଶପଲ୍ଲା ଥାନା ଶିମିଳିସାହି ଗାଁରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ତାଙ୍କ ସାବତ ମା’ ସମ୍ପତ୍ତି ଲୋଭରେ ମାଡ଼ ମାରିବା ସହ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି କି ବିଷ ଖାଇଛି…

ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ

ଲହୁଣୀପଡ଼ା,୧୯।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନା ଅଧୀନ ମରଚିଢିହି ଗ୍ରାମରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ଏହାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ମୃତଦେହକୁ ଜଙ୍ଗଲର ଏକ ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ। ଖବରପାଇ…

୩୩ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ପୋଲିସ ନିକଟରେ ଗୁରୁବାର ୩୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ହାର୍ଡକୋର ମାଓବାଦୀ ଅଛନ୍ତି। ସେମାନଙ୍କ ନାମରେ ଛତିଶଗଡ଼ ସରକାର ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।…

ଗଛମୂଳେ ଥିବା ସ୍ତ୍ରୀଙ୍କୁ ଘରକୁ ନେଲେ ସ୍ବାମୀ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତର ଡିମିରିଆ ଗ୍ରାମରେ ପରିବାର କଲ୍ୟାଣ ଅସ୍ତ୍ରୋପଚାର କରିଥିବାରୁ ଭୂୟାଁ ସମ୍ପ୍ରଦାୟର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଘରୁ ବାହାର କରିଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏପରି କି ମହିଳା ଜଣକ ୩…

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ପଦ୍ମପୁର ଗସ୍ତ: ଉଦ୍‌ଘାଟନ କଲେ ୧୨୭ ପ୍ରକଳ୍ପ

ପଦ୍ମପୁର,୧୯।୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା…

ଉଦ୍ଧାର ହେଲା ଅଢେଇ ଟନ୍‌ର ବାଘୁଆ ମଗର ମାଛ

ବସ୍ତା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ବାହାବଳପୁର ମୁହାଣରେ ରବିବାର ଏକ ବିଶାଳକାୟ ମଗର ମାଛକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହାର ଓଜନ ଅଢେଇ ଟନ୍‌ ହେବ ବୋଲି ଜଣାପଡିଛି। ଏହି ବିଶାଳକାୟ ମାଛ ଦେଖି ମତ୍ସ୍ୟଜୀବୀଙ୍କ ମଧ୍ୟରେ…

ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ନିରପେକ୍ଷ ତଦନ୍ତ ଦାବିକଲେ ବାପା

ଆନନ୍ଦପୁର,୧୯ା୨(ସ୍ବ.ପ୍ର.): ଘସିପୁରା ଥାନା ଅଧୀନ କେଶଦୁରାପାଳରେ ଏକ ବଧୂହତ୍ୟା ଘଟଣାକୁ ନେଇ ମାମଲା ରୁଜୁ ହୋଇଛି। କେସ୍‌ ନଂ ୪୧/୨୩ରେ ମାମଲା ରୁଜୁ ହୋଇଛି। ଢେଙ୍କାନାଳ ମୀନାବଜାର କୁମ୍ଭାରୀସାହିର ସନ୍ତୋଷ କୁମାର ସେନାପତିଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ,…

ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…

ଦୁଇ ପରିବାରକୁ ସାମାଜିକ ବାସନ୍ଦ: ଗାଁରେ ଉତ୍ତେଜନା

ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମରେ ଗୁଣିଗାରେଡ଼ି ଅନ୍ଧବିଶ୍ବାସ ଓ ସାମାଜିକ ବାସନ୍ଦ ଭଳି ଘଟଣା ଘଟି ଗ୍ରାମଗୁଡ଼ିକରେ ଅଶାନ୍ତି ଲାଗି ରହିବା ସହ ହତ୍ୟାକାଣ୍ଡ ଭଳି ଘଟଣା ଘଟୁଛି। ଯାହାକୁ ନେଇ ପୋଲିସ ଓ ପ୍ରଶାସନର ମୁଣ୍ଡବ୍ୟଥା ହେଉଛି। ଏଭଳି…

ପାଚେରି ତଳେ ଚାପିହୋଇ ୩ ଭଉଣୀ-ଭାଇଙ୍କ ସମେତ ୪ ଆହତ

ଭଞ୍ଜନଗର,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ କୃଷ୍ଣନଗର ଗ୍ରାମରେ ରବିବାର ଏକ ପାଚେରି ଭୁଶୁଡ଼ି ୩ ଭଉଣୀ-ଭାଇଙ୍କ ସମେତ ୪ଶିଶୁ ଆହତ ହୋଇଛନ୍ତି। ସେମାନେ ହେଲେ ନନ୍ଦିନୀପଲ୍ଲୀ ଗ୍ରାମର ଜମ୍ଭୁ ମୁଳିଙ୍କ ପୁଅ ରୁସନ(୪), ନନ୍ଦିନୀ ନାୟକଙ୍କ ବଡ଼ପୁଅ ରାହୁଲ(୧୨),…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?