ଆମ ଜିଲା ଖବର

ଲୁହାଖୁଣ୍ଟରେ ପିଟିହେଲା କେନ୍ଦୁପତ୍ର ବୋଝେଇ ଟ୍ରକ୍‌, ଦୀର୍ଘ ସମୟ ଧରି ରାସ୍ତା ଅବରୋଧ

କୋରାପୁଟ,୧୯ା୨(ସ୍ବ.ପ୍ର.): ମାଲକାନାଗିରି ଅଞ୍ଚଳରୁ କେନ୍ଦୁପତ୍ର ନେଇ କୋଲକାତା ଯାଉଥିବା ସିଜି-୦୪-ଏଚ୍‌ୟୁ-୬୧୫୯ ନମ୍ବର ବିଶିଷ୍ଟ ଏକ ଟ୍ରକ୍‌ ସ୍ଥାନୀୟ ରେଲଓ୍ବେ ଓଭର ବ୍ରିଜ୍‌ ନିକଟରେ ଥିବା ବିପଦ ସଙ୍କେତ ସୂଚାଉଥିବା ଲୁହାଖୁଣ୍ଟରେ ବାଜି ଶତାଧିକ କେନ୍ଦୁପତ୍ର ବସ୍ତା ୨୬ ନମ୍ବର ଜାତୀୟ ରାଜପଥରେ…

ବାଇକ୍‌କୁ ପିଟିଲା ପିକ୍‌ଅପ୍‌, ଦୁଇ ଭାଇଙ୍କ ଜୀବନ ଗଲା

ଜେକେପୁର,୧୯ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗେଟିପଡ଼ା ବ୍ରିଜ୍‌ ନିକଟରେ ପିକ୍‌ଅପ୍‌-ବାଇକ୍‌ ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବୁଲୁ ବେନିଆ(୩୭) ଓ ମନୋଜ ବେନିଆ(୨୫)। ସୂଚନାନୁସାରେ, କୋଲନରା ବ୍ଲକ ଅନ୍ତର୍ଗତ ରାମପୁର ଗ୍ରାମର ବୁଲୁ…

ଦୋକାନରୁ ୩୦ଲକ୍ଷର ଗହଣା ଚୋରି: ମ୍ୟାନେଜରଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯।୨: ସାନବଜାର ଛକ ସାନ୍ତାରାଣୀ ଇଷ୍ଟେଟରେ ଥିବା ଏକ ସୁନା ଦୋକାନରୁ ୩୦ ଲକ୍ଷ ଟଙ୍କାର ସୁନାଗହଣା ଓ ରୁପା ସାମଗ୍ରୀ ଚୋରି ହୋଇଥିଲା। ଅଭିଯୋଗ ପରେ ବଡବଜାର ଥାନା ପୋଲିସ ଏକ ମାମଲା(ନଂ.୪୭/୨୩) ରୁଜୁ କରିଥିଲା। ପୋଲିସ ତଦନ୍ତ…

ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କଲେ ୩ ଜିଲାର ଜନପ୍ରତିନିଧି

ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍‌.ଏ.): ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କରାଯାଉଥିବା ଉନ୍ନୟନମୂଳକ କାର୍ଯ୍ୟରେ କଭଳି ନୂତନ ବୈଷୟିକ କାରିଗରୀ ନକ୍ସାର ଢାଞ୍ଚାରେ କାର୍ଯ୍ୟଶୈଳୀଗୁଡ଼ିକୁ ଦେଖିବା ଲାଗି ରାଜ୍ୟର ବିଭିନ୍ନ ଜିଲାରୁ ଜନପ୍ରତିନିଧିମାନେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଆସିଥିଲେ। ବଡ଼ଖରିଡ଼ା କାଳେଶ୍ବର ମନ୍ଦିରକୁ ଯାଇ…

ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୯ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇକମାଳ ପରେ ରବିବାର ପଦ୍ମପୁରରେ ପହଞ୍ଚିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏସ୍‌ଏଚଜି ମହିଳାଙ୍କୁ ସହୟତା ରାଶି ମଧ୍ୟ ପ୍ରଦାନ କରିଛନ୍ତି। ପଦ୍ମପୁରକୁ ବର୍ଷେ ଭିତରେ ଜିଲା…

ବିପଦସଙ୍କୁଳ ଶ୍ରେଣୀ ଗୃହ

ନାରାୟଣପାଟଣା,୧୯।୨(ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ଛାତ୍ରୀ ଛାତ୍ରଙ୍କ ପାଇଁ ସରକାର ଅନେକ ସୁବିଧା କରୁଛନ୍ତି। ଛତା, ଜୋତା, ଡ୍ରେସ୍‌ଠାରୁ ଆରମ୍ଭ କରି ବିଦ୍ୟାଳୟର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ ଲାଗି ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର ଏବେ ମଧ୍ୟ ଏପରି କେତେକ ବିଦ୍ୟାଳୟ…

ହାତୀ-ବନ କର୍ମଚାରୀ ମୁହାଁମୁହିଁ, ୩ ଆହତ

ଭଞ୍ଜନଗର,୧୯।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଗୋଟିଏ ଛୁଆ ହାତୀ ଆକ୍ରମଣରେ ଜଣେ ବନରକ୍ଷୀ ଆହତ ହୋଇଛନ୍ତି । ଏଥିସହ ୨ଜଣ କର୍ମଚାରୀ ହାତୀ ଆକ୍ରମଣରୁ ରକ୍ଷା ପାଇବାକୁ ଯାଇ ତଳେ ପଡ଼ି ଆହତ…

ସୂଚନା ଫଳକ ଫଟୋ ଲଗାଇ ଅର୍ଥ ହଡ଼ପ ଅଭିଯୋଗ

ଖଇରା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତରେ ବର୍ତ୍ତମାନ ଚାଲିଥିବା ଉନ୍ନୟନ କାର୍ଯ୍ୟ ମଧ୍ୟରୁ ଅଧିକାଂଶ କାମ ବିନା ଫଳକରେ ଶେଷ ହୋଇଛି। କାର୍ଯ୍ୟଗୁଡ଼ିକ ମଧ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ଏବଂ ନିର୍ମାଣ ହୋଇଥିବା ପ୍ରକଳ୍ପ ପାଇଁ ସୂଚନା ଫଳକ…

ବେସରକାରୀ ଜମିରେ ପିଣ୍ଡି

ବଇଣ୍ଡା, ୧୯।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃର୍ତ୍ତିବାସପୁର ପଞ୍ଚାୟତ ଜରପଡ଼ା ସାପ୍ତାହିକ ହାଟରେ ବ୍ୟବସାୟିକ ସୁବିଧା ପାଇଁ ପିଣ୍ଡି ନିର୍ମାଣ କରାଯାଇଛି। ହେଲେ ଉକ୍ତ ପିଣ୍ଡି ବେସରକାରୀ ଜମିରେ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ତିଳେଶ୍ୱର ଗ୍ରାମର…

ଅଭିନେତା ପପୁ ପମ୍‌ପମ୍‌ଙ୍କୁ ପଥର ମାଡ଼

ଚିକିଟି,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଏନ୍‌ ଏ ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମରେ ଶୁକ୍ରବାର ଅଭିନେତା ପପୁପମ୍‌ଙ୍କୁ ପଥର ମାଡ଼ ହୋଇଛି। ଜାଗର ପାଇଁ ମୁକ୍ତେଶର ମହାଦେବଙ୍କ ନିକଟରେ ଚାଲିଥିବା ମନରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପପୁଙ୍କ ସହ କଣ୍ଠଶିଳ୍ପୀ…

ଜାଗର ଯାତ୍ରା ଦେଖି ଫେରୁଥିବା ବେଳେ ଓଲଟିଲା ଅଟୋ: ୩ ମୃତ

ଅନୁଗୋଳ ଅଫିସ,୧୯ା୨: ଅନୁଗୋଳ ଜିଲା ଶଙ୍ଖପୁର ଖାଲଗାଁ ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଜାଗର ଯାତ୍ରାରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଯାତ୍ରୀବାହୀ ଅଟୋ ଓଲଟିବା ଫଳରେ ଏହି ଅଭାବନୀୟ ଘଟଣା…

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ସଦର ରେଞ୍ଜ କାକୁଡ଼ିଭାଗ ଗାଁରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଉକ୍ତ ଗାଁର ୫୮ ବର୍ଷୀୟ ଜୟନନ୍ଦ ସୁତାର। ଜୟନନ୍ଦ ସକାଳୁ ଶୌଚ ହେବା ପାଇଁ ଘର ପଛପଟ ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?