ଆମ ଜିଲା ଖବର

ସହରାଞ୍ଚଳ ବିକାଶ କାମ କରିବ ଏସ୍‌ଡିସି

କେନ୍ଦୁଝର,୧୮ା୨(ସ୍ବ.ପ୍ର.): ଆଗରୁ କେବଳ ଆଦିବାସୀ ବହୁଳ ଗ୍ରାମାଞ୍ଚଳରେ ସ୍ବତନ୍ତ୍ର ଉନ୍ନୟନ କାଉନ୍‌ସିଲ(ଏସଡିସି) କାମ କରୁଥିଲା। ଚଳିତ ବର୍ଷଠାରୁ ଏହା ସହରାଞ୍ଚଳରେ ଥିବା ଅବହେଳିତ ଆଦିବାସୀ ଗ୍ରାମମାନଙ୍କରେ କାମ କରିବ। ଦିନିକିଆ ଆଦିବାସୀ ସମ୍ମିଳନୀରେ ଯୋଗଦେବାକୁ କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ରାଜ୍ୟ…

ଧରମ ପୁଅ ନିର୍ଯାତନାରେ ମହିଳା ଅତିଷ୍ଠ

କେନ୍ଦୁଝର,୧୮।୨ (ସ୍ବ.ପ୍ର.): ନିଜର ପୁଅ ନ ଥିବାରୁ ଧରମ ପୁଅ କରି ଆଣି ପାଳିଥିଲେ। ଏବେ ସେହି ଧରମ ପୁଅ ତାଙ୍କୁ ନିର୍ଯାତନା ଦେଉଛନ୍ତି। ନିର୍ଯାତନାରେ ଅତିଷ୍ଠ ହୋଇ ବିଧବା ମହିଳା ଜଣକ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉକ୍ତ ମହିଳା ହେଲେ…

ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ, ୧୮ା୨: ମହାଶିବରାତ୍ରି ତଥା ଜାଗର ପାଇଁ ପୁରୀ ଜିଲାର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ତଥା ଜାଗରରେ ଶ୍ରଦ୍ଧାଳୁମାନେ ଉପବାସ କରିବା ସହ ରାତି ଉଜାଗର ରହି ଜାଗର ଦୀପ ଜାଳିବେ। ବିଶେଷକରି ପୁରୀ ସହରର…

ନମ୍ବିରା ପିଲୋ ଲାଭାସ୍ଥଳକୁ ଜିଓ ହେରିଟେଜ ମାନ୍ୟତା

ମାନସ ରଞ୍ଜନ ମହାନ୍ତି ଯୋଡ଼ା,୧୮ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ନମ୍ବିରା ଗ୍ରାମରେ ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଜିଏସ୍‌ଆଇ) ପକ୍ଷରୁ ୧୯୭୬ରେ ଚିହ୍ନଟ ପିଲୋ ଲାଭା ଉତ୍ପତ୍ତି ସ୍ଥଳକୁ ଜିଓ ହେରିଟେଜ ଅଞ୍ଚଳ ଭାବେ ମାନ୍ୟତା ମିଳିଛି। ଏନେଇ…

ଫେରାର ବିଚାରାଧୀନ କଏଦୀ ଗିରଫ

ମ.ରାମପୁର/ରୁପ୍ରାରୋଡ,୧୭।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ସବ୍‌ଜେଲରୁ ଜଣେ ବିଚାରାଧୀନ କଏଦୀ ନର୍ଲା ଥାନା ରୁପ୍ରାରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝି ଗତ ୧୧ ତାରିଖରୁ ଫେରାର ହୋଇଥିଲେ। ଶୁକ୍ରବାର ଫେରାର ବିଚାରାଧୀନ କଏଦୀ ବିଶାମିତ୍ରଙ୍କୁ ନର୍ଲା ପୋଲିସ ଗିରଫ କରିଛି। ଏକ…

ଯୁବକଙ୍କୁ ହତ୍ୟା ଘଟଣା: ୨ କୋର୍ଟ ଚାଲାଣ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେମାନେ ହେଲେ ଗ୍ରାମର ରାଜେଶ ମାଝି ଓ ମହାଦେବ ଘଡେଇ। ଶୁକ୍ରବାର ୨…

ହାତଗଣ୍ଠି ପରେ କନ୍ୟା ଫେରାର: ଶିଶୁପାଳ ହୋଇ ଫେରିଲେ ବର

ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହର ବ୍ରାହ୍ମଣପଡ଼ାରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ବେଦୀରେ ବସି ବୈଦିକ ରୀତିରେ ବିବାହ କରିବା ପରେ ନବବଧୂ ପ୍ରେମିକ ସହ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏ…

ବାଇକ ଡିକି ଭାଙ୍ଗି ୧ଲକ୍ଷ ଟଙ୍କା ନେଇଗଲେ

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ରାସ୍ତାର ଶିବନାରାୟପୁର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଲୁଟର ଶିକାର ହୋଇଥିବା ପାଟଣା ବ୍ଲକ୍‌ ଟାଙ୍ଗରପଡ଼ା ଗ୍ରାମର କପଡ଼ା ବ୍ୟବସାୟୀ ମାଧବାନନ୍ଦ ସାହୁ…

ରାସ୍ତା ଖୋଳାକୁ ନେଇ ଉତ୍ତେଜନା: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଲଙ୍ଗଳେଶ୍ୱର,୧୭।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାଉଡ଼ି ପଞ୍ଚାୟତର ମହାନ୍ତି ଛକଠାରେ ସରକାରୀ ରାସ୍ତାକୁ ରାତି ଅଧରେ ଜେସିବି ମେଶିନ ଲଗାଇ ଖୋଳି ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଯାତାୟତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଚାଷୀଙ୍କ ଜୀବନଗଲା

ଭୋଗରାଇ,୧୭ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ନଥିପୁର ଗ୍ରାମର ଜଣେ ଚାଷୀଙ୍କ ବିଦ୍ୟୁତ୍‌ ଆଘାତରେ ମତ୍ୟୁ ଘଟିଛି। ସେ ହେଲେ ରାମଚନ୍ଦ୍ର ମୁଖୀ (୬୧)। ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ରାମଚନ୍ଦ୍ର ଧାନଜମିକୁ ପାଣି ମଡ଼ାଇବାକୁ ଯାଇଥିଲେ।…

ମହାଶିବରାତ୍ରି: ଆଖଣ୍ଡଳମଣିରେ ବଢ଼ିଲା ସୁରକ୍ଷା

ଆରଡ଼ି,୧୭।୨(ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠ ଦୁଇବର୍ଷ ପରେ ପୁଣି ମହାଶିବରାତ୍ରିରେ ଉତ୍ସବମୁଖର ହେବ। ଏନେଇ ଜିଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଦ୍ୱାରା ଶିବରାତ୍ରି ନୀତିକାନ୍ତି ପ୍ରସ୍ତୁତ ହୋଇସାରିଛି।…

ହାତୀ ଉପଦ୍ରବ: ବନ ବିଭାଗକୁ କଲାଣି ନାକେଦମ

ପଡ଼ିଆବାହାଲ,୧୭ା୨(ଡି.ଏନ.ଏ.): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଞ୍ଚଳରେ ଦୁଇ ସପ୍ତାହ ହେବ ହାତୀ ଉପଦ୍ରବ ଲାଗିରହିଛି। ଦୁଇଟି ଦଳରେ ହାତୀ ଲୋକଙ୍କ ବାଡିବଗିଚାରେ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଗୋଟିଏ ଦଳ ନିକଟସ୍ଥ ବାରିବନ୍ଧ ଅଞ୍ଚଳରେ ଉପଦ୍ରବ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?