ଆମ ଜିଲା ଖବର

ରାସୋଳ ଜଙ୍ଗଲ ଜଳୁଛି

ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍‌ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିନାହାନ୍ତି। ଅନ୍ୟପକ୍ଷେ ବୁଧବାର ରାଜଗିରି ପାହାଡରେ ନିଆଁ…

ଗହୀରମଥା ଅଞ୍ଚଳରେ ନୀଳରକ୍ତ କଙ୍କଡ଼ାଙ୍କ ମିଳନ

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ହର୍ସସୁ କ୍ରାବ୍‌ ବା ଅଶ୍ୱଖୁରା କୃତି କଙ୍କଡ଼ାକୁ ବୈଜ୍ଞାନିକ ମତରେ ନୀଳ ରକ୍ତ କଙ୍କଡା କୁହାଯାଏ। ବିଶେଷକରି ଏହି ନୀଳରକ୍ତ କଙ୍କଡା ସାଧାରଣତଃ ପ୍ରଶାନ୍ତ ମହାସାଗର ଓ ବଙ୍ଗୋପସାଗରର ଓଡ଼ିଶା ଉପକୂଳକୁ ସୁରକ୍ଷିତ ମଣି…

ନାଁକୁ ଚାଲିଛି ଖତ ପ୍ରକ୍ରିୟାକରଣ,ବର୍ଜ୍ୟବସ୍ତୁ ପରିଚାଳନା

ଜଗତ୍‌ସିଂହପୁର ଅଫିସ,୧୭ା୨: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ୧୧୪ଟି ସହରାଞ୍ଚଳରେ ଖତ ପ୍ରକ୍ରିୟାକରଣ (ଏମ୍‌ସିସି) ଏବଂ ବର୍ଜ୍ୟବସ୍ତୁ ପରିଚାଳନା (ଏମ୍‌ଆର୍‌ଏଫ୍‌) ପାଇଁ ପ୍ଲାଣ୍ଟ ସ୍ଥାପନ କରିବାକୁ ଘୋଷଣା କରାଯାଇଛି। ଏହି ଅନୁଯାୟୀ, ଜଗତ୍‌ସିଂହପୁର ଜିଲାର…

କାମ ନ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ

କୋରେଇ,୧୭ା୨(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ୍‌ ଅଧୀନ ବିଭିନ୍ନ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଦୁର୍ନୀତି ବଢ଼ିବାରେ ଲାଗିଛି। କେଉଁଠି ମେଶିନରେ କାମ ହେଉଛି ତ ଆଉ କେଉଁଠି କେବଳ ଫଳକ ଲଗାଇ…

୧୦ ହଜାର ଟ୍ୟୁବ୍‌ୱେଲରୁ ଲୁଣା ପାଣି ବାହାରୁଛି

କେନ୍ଦ୍ରାପଡ଼ା ଅଫିସ,୧୭ା୨: କେନ୍ଦ୍ରାପଡ଼ା ଜିଲା ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିର ଓ ୮ ବ୍ଲକରେ ‘ପଲ୍ଲୀରେ ପ୍ରଶାସନ’ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ ଜଳ ସମସ୍ୟା ନିରାକରଣ ପାଇଁ ଆବେଦନ ପତ୍ର…

ଜେସିବିରେ ଲାଗି ଗ୍ୟାସ ପାଇପ୍‌ ଲାଇନ ଇନଫର୍‌ମେଶନ ଓୟାର ଛିଡ଼ିଗଲା

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟ୍‌ ଛେଲା ପଞ୍ଚାୟତ କୋଚିଳା-ବଜରପୁରୁ ଗ୍ରାମ ସଂଲଗ୍ନ ମହାନଦୀ ଶାଖା ଗୁପ୍ତଗିରି ନଦୀପାଶର୍‌ବ ବାର୍‌ହାଖିଆ ଯୋରୀ ଦେଇ ପାରାଦ୍ୱୀପ-ହଳଦିଆ-ଦୁର୍ଗାପୁର ଓ ବିହାର ରାଜ୍ୟର ମୋତିହାର ପର୍ଯ୍ୟନ୍ତ ଦୀର୍ଘ ୬ ଶହ କିମିରୁ…

ରାତି ୧୧ଟାରେ ଉଠିବ ମହାଦୀପ

ଖୋର୍ଦ୍ଧା ଅଫିସ,୧୭ା୨: ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି ତଥା ଜାଗରଯାତ୍ରା। ଏନେଇ ଖୋର୍ଦ୍ଧାର ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଗୁରୁଜଙ୍ଗ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି। କରୋନା କଟକଣା ହଟିବା ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାସମାରୋହରେ…

ଭିତ୍ତିଭୂମି ଅଛି, ଡାକ୍ତର ଅଭାବ

ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ…

୧ରୁ ୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ଡେଲାଙ୍ଗ,୧୭।୨(ଡି.ଏନ୍‌.ଏ): ଶିକ୍ଷା କ୍ଷେତ୍ରରେ ସରକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଥିବାବେଳେ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଡେଲାଙ୍ଗ ବ୍ଲକ ଅଧୀନ ରେଙ୍ଗଳ ପଞ୍ଚାୟତର ଝାଡପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ସରକାରଙ୍କ…

ଝିଅ ମୃତଦେହ ଜଙ୍ଗଲରେ ଫିଙ୍ଗିଦେଲେ ବାପା

ସୋନପୁର,୧୭ା୨(ନି.ପ୍ର.):ଅନ୍ଧବିଶ୍ୱାସ ଓ ସାହିପଡିଶାଙ୍କ ବାସନ୍ଦ ଧମକ ଗ୍ରାମାଞ୍ଚଳରେ ଏବେ ବି ଦେଖିବାକୁ ମିଳୁଛି। ସୁବର୍ଣ୍ଣପୁର ଜିଲା ତରଭା ଥାନା ବଡଯୋର ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମସରା ପଞ୍ଚାୟତ ବଡଯୋର ଗାଁ ରାଜେନ୍ଦ୍ର ଦ୍ୱାରୀଙ୍କ ଝିଅ ସଞ୍ଜୁକ୍ତା(୨୯)ଙ୍କ…

ସବୁ ବିଭାଗର ସମନ୍ବୟ ରହିଲେ ଦୁର୍ଘଟଣା କମିବ

ପୁରୀ ଅଫିସ,୧୭।୨: ସଡ଼କ ସୁରକ୍ଷା ଏକ ସାମୂହିକ ଦାୟିତ୍ୱ। ବିଭିନ୍ନ ବିଭାଗ ପରସ୍ପର ମଧ୍ୟରେ ସୁସମନ୍ବୟ ରଖି କାର୍ଯ୍ୟ କଲେ ଏହାର ସୁଫଳ ମିଳିବା ସହ ଅନେକ ଜୀବନ ରକ୍ଷା ହୋଇପାରିବ ବୋଲି ସଡ଼କ ସୁରକ୍ଷାର ସୁପ୍ରିମକୋର୍ଟ ମନିଟରିଂ କମିଟିର ସେକ୍ରେଟାରୀ…

ଗୋଡ଼ିସାହି ଜଙ୍ଗଲରେ ନିଆଁ

ବାରଙ୍ଗ,୧୭।୨(ଡି.ଏନ୍‌.ଏ.): ଗୋଡ଼ିସାହି ଫାଣ୍ଡି ଅଧୀନ ଏନ୍‌ଡିଆର୍‌ଏଫ୍‌ କ୍ୟାର୍ଯ୍ୟାଳୟ ପଛପଟ ଜଙ୍ଗଲରେ ଗୁରୁବାର ପୂର୍ବାହ୍ନରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ବହୁ ମୂଲ୍ୟବାନ ଗଛ ନଷ୍ଟ ହୋଇଯାଇଛି। ପୂର୍ବାହ୍ନ ୧୧ଟା ପାଖାପାଖି କେହି ଦୁର୍ବୃତ୍ତ ଏନ୍‌ଡିଆର୍‌ଏଫ୍‌ ପଛପଟେ ଥିବା ରାସ୍ତାକଡ଼ରେ ପଡ଼ିଥିବା କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?