ଶେରଗଡ଼ ବିଜେଡିର ହରତାଳ
ଶେରଗଡ଼, ୧୬ା୨(ଡି.ଏନ.ଏ.): ଧାନ କିଣା ନୀତି ଓ ଚାଉଳ କାଟ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ଏ ନେଇ ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ବିଜେଡି ପକ୍ଷରୁ ହରତାଳ, ବିକ୍ଷୋଭ କରାଯିବା ସହିତ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର…
ଚିଟ୍ଫଣ୍ଡ ଜମାକାରୀଙ୍କ ଆନ୍ଦୋଳନ
ଶେରଗଡ଼, ୧୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲ ସମ୍ମୁଖରେ ଗୁରୁବାର ଚିଟ୍ଫଣ୍ଡ ଜମାକାରୀମାନେ ଆନ୍ଦୋଳନ କରିଛନ୍ତି। ୫୦ରୁ ଅଧିକ ସାହାରା ଓ ଗୋଲ୍ଡଲ୍ୟାଣ୍ଡ କମ୍ପାନୀର ଜମାକାରୀ ଏହି ଆନ୍ଦୋଳନ କରିଛନ୍ତି। ଜମାକାରୀ ଫୋରମର ସଭ୍ୟ ବିରଞ୍ଚି କୁମାର ପାଣିଗ୍ରାହୀ, ଭଗବାନ ପାଢ଼ୀ…
ଦୋକାନ ତାଲା ଭାଙ୍ଗି ଟେକିନେଲେ କ୍ୟାଶ୍ ବାକ୍ସ
ବ୍ରଜରାଜନଗର,୧୬ା୨(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଆଜାଦ ଛକଠାରେ ଥିବା ଏକ ଭେରାଇଟି ଷ୍ଟୋରରୁ ଚୋରି ହୋଇଛି। ଏନେଇ ଦୋକାନ ମାଲିକ ଜଗବନ୍ଧୁ କବି ଥାନାରେ ଅଭିଯୋଗ କରିଛନ୍ତି। ବୁଧବାର ରାତିରେ କେତେକ ଦୁର୍ବୃତ୍ତ ଦୋକାନ ଗେଟ୍ ତାଲା ଭାଙ୍ଗି…
ବିନା ପରମିଟ୍ରେ ଯାତ୍ରା କରିବା ପଡିଲା ମହଙ୍ଗା: ୧୦ ହଜାର ଜରିମାନା
କୋରାପୁଟ,୧୬।୨(ସ୍ବ.ପ୍ର): କୋରାପୁଟ ଜିଲା ଦେଇ କେତେକ ଘରୋଇ ବସ୍ ବିନା ପରମିଟ୍ରେ ଯାଉଥିବା ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ଭିତ୍ତି କରି ଗୁରୁବାର କୋରାପୁଟ ପରିବହନ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିସହ ଏକ ଘରୋଇ ବସ୍ରୁ ୧୦ ହଜାର ଟଙ୍କା…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ବିକ୍ଷୋଭ
ରାଇକିଆ,୧୬।୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକ ସଭାପତି ରାଜମୋହନ ଦିଗାଲଙ୍କ ନେତୃତ୍ୱରେ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ…
ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ-ବର୍ଷା
କଟକ ଅଫିସ,୧୬।୨: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ମାମଲା ତୁଟିବାର ନାଁ ନେଉନାହିଁ। ଗୁରୁବାର ଏହି ମାମଲାରେ ଅନୁଭବ-ବର୍ଷା ହାଜର ହୋଇଛନ୍ତି। ତେବେ ମାମଲାରେ ଚତୁର୍ଥ ଥର ପାଇଁ ଆଜି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ…
କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି, ଦାବିପତ୍ର ପ୍ରଦାନ
ପୁରୁଷୋତ୍ତମପୁର,୧୬।୨(ଡି.ଏନ୍.ଏ.): ମାଗଣା ଚାଉଳ ବନ୍ଦ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଠାରେ ବ୍ଳକ ଓ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ନେତୃତ୍ୱରେ ଜିଲା ବିଜେଡି ସାଧାରଣ ସମ୍ପାଦକ…
ଅଭିଯୁକ୍ତଙ୍କ ଆଡ୍ଡାସ୍ଥଳୀରେ ଚଢୁଛି ବୁଲଡୋଜର
ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ସହର ମାଲଗୋଦାମପଡା ଠାରେ ବୁଧବାର ଅପରାହ୍ଣରୁ ପୋଲିସ ଏବଂ ପ୍ରଶାସନିକ ଟିମ୍ କେତେଜଣ ଅସାମାଜିକ ବ୍ୟକ୍ତିଙ୍କ ଘର ଉଚ୍ଛେଦ କାର୍ଯ୍ୟ ଜାରି ରଖିଛନ୍ତି। ମାଲଗୋଦାମପଡାର ତେଜରାଜ ନନ୍ଦ, ନିରୋଜ ହରପାଲ ଏବଂ ସଞ୍ଜୟ ତାଣ୍ଡିଙ୍କ ଘରକୁ ସମ୍ପୂର୍ଣ୍ଣ…
‘ଗରିବ ମାରଣ ନୀତି ବନ୍ଦ କରନ୍ତୁ କେନ୍ଦ୍ର ସରକାର’
ପାଟଣା,୧୬ା୨(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ରାଜ୍ୟର ୩.୨୫କୋଟି ଗରିବ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଗ୍ରା ଚାଉଳ ଯୋଗାଣରୁ ବଞ୍ଚିତ କରାଯାଇଥିବା ନିଷ୍ପତ୍ତି ବିରୋଧରେ ଗୁରୁବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଓ ସାହାରପଡ଼ା ବ୍ଲକ ସମ୍ମୁଖରେରେ ଶତାଧିକ ବିଜେଡି…
୫୦ ବର୍ଷ ପରେ ସ୍ବପ୍ନ ହେବ ସାକାର
ଭବାନୀପାଟଣା,୧୬।୨(ସ୍ବ.ପ୍ର.): ଦୀର୍ଘ ୫୦ ବର୍ଷ ପରେ ସ୍ବପ୍ନ ହେବ ପୂରଣ। ଶେଷରେ କନାଗାଁ ତେଲ ନଦୀ ଉପରେ ନିର୍ମାଣ ହେବାକୁ ଯାଉଛି ଏକ ପୋଲ। ଅଞ୍ଚଳବାସୀ ଖରା ଦିନେ ନଦୀ ପାର ହୋଇ କାମ ଚଳାଇ ଦେଉଥିବା ବେଳେ ବର୍ଷା ଦିନ…
କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି
ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଜିଲା ବିଜେଡି ପକ୍ଷରୁ ଧାରଣା ଦିଆଯାଇ କେନ୍ଦ୍ର ସରକାରଙ୍କ ଗରିବ ବିରୋଧୀ ନୀତିକୁ କଡ଼ା ସମାଲୋଚନା କରାଯାଇଥିଲା। ଓଡ଼ିଶାର ଗରିବ ଲୋକଙ୍କ ପିଡିଏସ୍ ଚାଉଳ କାଟିବା ପ୍ରତିବାଦରେ ବିଜେଡି ପକ୍ଷରୁ ରାଷ୍ଟ୍ରପତିଙ୍କ…
ଧାନକିଣା ନୀତି, ଚାଉଳ କାଟ୍ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ବିଜେଡି
ବରଗଡ଼ ଅଫିସ,୧୬ା୨: ଧାନକିଣା ନୀତି ଓ ଚାଉଳ କାଟ୍ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ଗୁରୁବାର ବରଗଡ଼ ଗାନ୍ଧୀଛକରେ ବିଜେଡି ନେତା, କର୍ମୀ ଧାରଣାରେ ବସି ଏହାର ପ୍ରତିବାଦ କରିଥିବା ବେଳେ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ…

