ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ
ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…
ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି
ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି। ନଭେମ୍ବର ୨୮ରୁ ମାର୍କେଟ ଖୋଲିଥିଲେ ବି ଚଳିତ ମାସ ୨ ତାରିଖ ରାତ୍ରିରେ ପ୍ରଥମ…
ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ
ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍ କୁମାର ବାରିକ୍): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…
ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ
ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍ପିଏଫ୍ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ…
ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ…
ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ନିଲାନ୍ଦ୍ରି ବେହେରା (୩୮) । ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି…
ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…
ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସମ୍ପର୍କୀୟ ପ୍ରଦୀପ କୁମାର…
କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍ ତାର
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…
ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…
ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ ୧୨ର ହେବ ବୋଲି ଅନୁମାନ କରାଯାଉଛି। ବିଷକ୍ରିୟା ଯୋଗୁ ବାଘର ମୃତ୍ୟୁ ଘଟିଥିବା ନେଇ…
ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ
ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ କୋହଲା ପବନ ଯୋଗୁ ଗୁରୁବାର ସନ୍ଧ୍ୟା ପୂର୍ବରୁ ସହର ଜନ ଶୂନ୍ୟ ହୋଇଥିଲା। ଶୁକ୍ରବାର…
ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ
ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ ପ୍ରତିଯୋଗିତା ୨୦୨୫-୨୬ ଉଦଯାପିତ ହୋଇଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଆୟୋଜିତ…
ଚାଲାଣ ହେଉଥିଲା କଫ୍ ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। ଏହା ସହିତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ବରଗଡ଼ ସହର ବିଶିପଡ଼ାର…
Archives


