ଆମ ଜିଲା ଖବର

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା ଘଟଣାକୁ ପାଞ୍ଚ ଦିନ ବିତି ଯାଇଥିବାବେଳେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ସହକାରୀ ଏଡିଇଓ ବିମଳ ମଲିକ, ପଞ୍ଚାୟତ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର ଜୀବନ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି । ମୃତ ଶିଶୁ ହେଲେ ଭ୍ରମରବାଡ଼ି…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର ୨୯ତମ ଦିନ ଅବସରରେ ଗଞ୍ଜାମ ଜିଲା କଂଗ୍ରେସ (ପୂର୍ବ) କମିଟି ସଭାପତି ରଶ୍ମି…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର ସାମ୍ନାକୁ ଆସିଛି। ଏକ ସଉଦା ଦୋକାନର ସକାଳେ ଯେତେବେଳେ ତାଙ୍କ ଦୋକାନ ଖୋଲିବା…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ ଭଉଣୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତମାଖୁ ସେବନ ଦ୍ୱାରା ଆମେ ଅନେକ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ କେ.ଏମ.ଭାଲିଆସାହି ମୁଖ୍ୟ ରାସ୍ତାରେ। ସୂଚନା ଅନୁଯାୟୀ, ରା.ଉଦୟଗିରି ଥାନା ଅନ୍ତର୍ଗତ ଝାଡ଼ପଡା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର ହେବାରେ ଲାଗିଛି। ସ୍ଥାନୀୟ କେରପାଇ, ନାକରୁଣ୍ଡି, ତଲାମପଦର ଏବଂ ସିଲେଟ ପଞ୍ଚାୟତରେ ଖଣି…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ ଏହି ଥାନା ଅଞ୍ଚଳର ଆଉ ଦୁଇଟି ଏକ୍ସଚେଞ୍ଜରୁ ମଧ୍ୟ ବ୍ୟାଟେରୀ ଚୋରି ହୋଇଛି।…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ମୁରୀବାହାଲ ବ୍ଲକ ସମ୍ମୁଖରେ। ନିର୍ବାଚିତ ପ୍ରତିନିଧି ସମିତି ସଭ୍ୟ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ ଓ ଧାର୍ମିକ ସେବା ପାଇଁ ଆମେରିକାସ୍ଥିତ ୟୁନାଇଟେଡ ଟେକ୍ନୋଲୋଜି ରିସର୍ଚ୍ଚ ୟୁନିଭରସିଟି ପକ୍ଷରୁ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ ମାଧ୍ୟମରେ ଭକ୍ତମାନଙ୍କୁ ମହାପ୍ରସାଦ ବିକ୍ରି କରାଯାଉଥିବା ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?