ରେଳ ଡିଭିଜନ କାର୍ଯ୍ୟ ପାଇଁ ହଟିବ ବସ୍ତି
ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ରେଳ ଡିଭିଜନର ଉନ୍ନତିକରଣ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ରେଳ ବିଭାଗ ଜମିରେ ଗଢ଼ି ଉଠିଥିବା ବସ୍ତିର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରେଲ୍ଓ୍ବେ ଅଧୀନସ୍ଥ ଜମିରେ ଗଢ଼ି ଉଠିଥିବା କୋଇଲାପଡ଼ା ବସ୍ତିବାସିନ୍ଦାଙ୍କୁ ଚଳିତ ମାସ ୨୨…
ବିବାଦ ଯୋଗୁ ଲାଗିପାରୁନି ନୂତନ ସିସି କ୍ୟାମେରା
ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ଚୋରି, ଲୁଟ ଏବଂ ଡକାୟତି ବଢୁଛି। ଏହାକୁ ନିୟନ୍ତ୍ରଣ କରିବା ଏବଂ ଲୋକଙ୍କୁ ସୁରକ୍ଷା ଯୋଗାଇବା ଏବେ ପୋଲିସ ପାଇଁ ମଧ୍ୟ କାଠିକର ପାଠ ହେଇଛି। ସହରରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି…
ଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରା
ପଟ୍ଟାଙ୍ଗି,୧୫।୨(ଡି.ଏନ.ଏ): କୋରାପୁଟ ଜିଲାର ଦୋରା ସମ୍ପ୍ରଦାୟ ଆଦିବାସୀ ମାନ୍ୟତା ଦାବି ଉଠାଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏନେଇ ମଙ୍ଗଳବର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାର ବିଭିନ୍ନ ବ୍ଲକରେ ବସବାସ କରୁଥିବା ଦୋରା ସମ୍ପ୍ରଦାୟ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ…
କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ
ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର…
ବଢ଼ୁଛି ଜଙ୍ଗଲ ନିଆଁ, ନଷ୍ଟ ହେଉଛି ପରିବେଶ
ନବରଙ୍ଗପୁର,୧୫।୨(ବି.ପ୍ର.): ଜଙ୍ଗଲରେ ଲାଗୁଛି ନିଆଁ। ପରିବେଶ ପ୍ରଦୂଷଣ ସହ ମୂଲ୍ୟବାନ୍ ଔଷଧୀୟ ଗଛ ସବୁ ନଷ୍ଟ ହୋଇ ଜଙ୍ଗଲ କ୍ଷୟ ହେଉଛି। ବିଭିନ୍ନ କାରଣରୁ ଲୋକେ ନିଆଁ ଲଗାଉଛନ୍ତି। ତାହା ବ୍ୟାପି ଜଙ୍ଗଲ ଭିତରେ ପଶୁଛି। ପରିବେଶକୁ ନେଇ ସଚେତନ ଅଭାବ…
ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ବଇଣ୍ଡା,୧୫।୨ (ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡିଛି। ବିଶେଷକରି ଶିକ୍ଷା ବିଭାଗ ପକ୍ଷରୁ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ନାକିଚି ମାହେଶରୀ…
ସ୍ବକାଷ୍ଟିଂ ସଚଳ ନେଇ ପ୍ରଶ୍ନବାଚୀ
ବଅଁରପାଳ, ୧୫।୨: ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ଅନୁଗୋଳସ୍ଥିତ ସ୍ମେଲଟର ପ୍ଲାଣ୍ଟ କାଷ୍ଟହାଉସ ବି ପରିସରରେ ୨୦୧୩ ମସିହାରେ ସ୍ଥାପନ ହୋଇଥିଲା ଡାଇରେକ୍ଟ ସ୍ବକାଷ୍ଟିଂ ପ୍ଲାଣ୍ଟ। ନାଲ୍କୋର ତତ୍କାଳୀନ ପରିଚାଳନା ନିର୍ଦ୍ଦେଶକ (ସିଏମ୍ଡି) ଅଂଶୁମାନ ଦାସଙ୍କ ଦ୍ୱାରା ଏହା ଉଦ୍ଘାଟିତ ହୋଇଥିଲା।…
୭ ଦିନରେ ଜବରଦଖଲ ହଟାଅ
ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ମଙ୍ଗଳବାର ସଂସଦୀୟ ମଣ୍ଡଳୀ କମିଟିର ସଡ଼କ ସୁରକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍ପି ମହେଶ ସାହୁ ଅଧ୍ୟକ୍ଷତା କରି କହିଲେ, ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଟ୍ରାଫିକ୍ ସମସ୍ୟା ଦୂର…
ବ୍ୟବହାର ହୋଇପାରୁନି ସ୍କୁଲ ଶୌଚାଳୟ
ଗୋପାଳପୁର,୧୫।୨(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ପ୍ରତି ବିଦ୍ୟାଳୟରେ ଶୌଚାଳୟ କରାଯିବାକୁ ଗୁରୁତ୍ୱ ଦିଆଯାଇଛି। ତେବେ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କର ବୈମାତୃକ ମନୋଭାବ ଓ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ଶୌଚାଳୟଗୁଡ଼ିକ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହୁଛି।…
ପୋଲିସ ଫୋର୍ସ ବଳୟରେ ପାଚେରି କାମ ଆରମ୍ଭ
ଛତ୍ରପୁର,୧୫।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ନିକଟ ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ ଟେକ୍ନୋଲଜିର ଆମୋନିୟମ ନାଇଟ୍ରେଟ୍ ପ୍ଲାଣ୍ଟ ସ୍ଥାପନକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି ା ଅପରପକ୍ଷରେ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ…
୨୫ ବର୍ଷ ପରେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୫।୨: ଗଜପତି ଜିଲାରେ ୨୫ ବର୍ଷ ତଳେ ହୋଇଥିବା ଏକ ସରକାରୀ ଅର୍ଥ ହେରଫେର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ । ପ୍ରମାଣ ଅଭାବରୁ ସେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ଜଣଙ୍କୁ ନିର୍ଦ୍ଦୋଷ…
ଭିତରେ ଶିକାରୀ, ବାହାରେ କର୍ମଚାରୀ
ବାରିପଦା ଅଫିସ,୧୫।୨: ଜୀବ ଜଗତକୁ ସୁରକ୍ଷା ଯୋଗାଉଥିବା ଶିମିଳିପାଳ ଅଭୟାରଣ୍ୟ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବନ୍ୟପ୍ରାଣୀଙ୍କଠାରୁ ଆରମ୍ଭ କରି ମୂଲ୍ୟବାନ ବୃକ୍ଷଲତା ଓ ଅର୍କିଡ ବିଲୁପ୍ତ ହେବାକୁ ବସିଛି। ୧୫ ଦିନ ମଧ୍ୟରେ ଗୋଟିଏ ଲେଖାଏ ଦନ୍ତାହାତୀ ଶିକାର ଓ ବାଘ…

