ଫିନାଇଲ ପିଇଲେ ଆବାସିକ ଛାତ୍ରୀ
ଚିତ୍ରକୋଣ୍ଡା,୧୪।୧(ଡି.ଏନ୍.ଏ.): ଫିନାଇଲ ପିଇ ଗୁରୁତର ହୋଇଛନ୍ତି ଜଣେ ଆବାସିକ ଛାତ୍ରୀ। ଚିତ୍ରକୋଣ୍ଡା ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଜାତା ଖରାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଛି। ସୂଚନାନୁଯାୟୀ,…
ପାରିବାରିକ କଳହ ନେଲା ଜୀବନ: ସ୍ତ୍ରୀଙ୍କ ଓଢ଼ଣୀ ଲଗାଇ ସ୍ବାମୀଙ୍କ ଆତ୍ମହତ୍ୟା
ପାଟଣା,୧୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକ ମଙ୍ଗଳବାର ପୂର୍ବାହ୍ନରେ ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଛନ୍ତି। ସେ ସ୍ତ୍ରୀଙ୍କ ଓଢ଼ଣୀ ଯୋଗେ ବେକରେ ଫାଶୀ ଲଗାଇ ଘରେ ଆତ୍ମହତ୍ୟା କରିଥିବା…
ଫାଟିଲା ବସ୍ ଚକା, ୧୫ ଗୁରୁତର
ଫୁଲବାଣୀ ଅଫିସ,୧୪।୨: ମୁନିଗୁଡାରୁ ଫୁଲବାଣୀ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପ୍ରାୟ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଆଉ ୧୫ଜଣ…
ସପ୍ତାହେ ହେଲା ବିନା ଡାକ୍ତରରେ ଚାଲିଛି ରୋଗୀ ସେବା
ବେଗୁନିଆପଡା,୧୪।୨(ଡି.ଏନ.ଏ.): ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏକ ସପ୍ତାହରୁ ଅଧିକ ସମୟ ହେବ ବିନା ଡାକ୍ତରରେ ଚାଲିଛି। ଆଇପିଏଚ ଷ୍ଟାଣ୍ଡାର୍ଡ ୧ର ମାନ୍ୟତା ପାଇଥିବା ଏହି ଡାକ୍ତରଖାନାଟି ଉପରକୁ ଚକ୍ାଚକ ଭିତର ଫମ୍ପା। ଅର୍ଥାତ୍ ଜଣେ ବି ଡାକ୍ତର…
ଶାଢୀ ଦୋକାନରେ ଜିଏସ୍ଟି ଚଢାଉ
ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ ନେଇ…
ଚୋରା ବନ୍ଧୁକରେ ଶିକାର
ଢେଙ୍କାନାଳ ଅଫିସ, ୧୪।୨: ଗୁପ୍ତରେ ଚାଲିଥିଲା ଚୋରା ବନ୍ଧୁକ ତିଆରି ୟୁନିଟ୍। ଶସ୍ତାରେ ମିଳୁଥିବାରୁ ଏହାକୁ କିଣି ବନ୍ୟପ୍ରାଣୀ ଶିକାର କରୁଥିଲେ ଶିକାରୀ। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ ବାଲିମୀ ଥାନା ମାହାଲୁଣ୍ଡା ଗ୍ରାମରେ ଦୀର୍ଘଦିନ ଧରି ଚାଲିଥିବା ଏଭଳି ବେଆଇନ…
ଷ୍ଟ୍ରେଚରରେ ୧ କି.ମି. ବୁହାହେଲେ ଗର୍ଭବତୀ
ନନ୍ଦପୁର, ୧୪।୨:ଥମୁନି ଜନନୀ ଯନ୍ତ୍ରଣା। ପୁଣି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ। ଏଭଳି ଘଟଣା ସୋମବାର କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିନବର ପଞ୍ଚାୟତର ତୋଟାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ଗାଁକୁ ରାସ୍ତା ନ ଥିବାରୁ ପ୍ରାୟ ୧କି.ମି. ଦୂରରେ ଆମ୍ବୁଲାନ୍ସ ଅଟକିଥିଲା।…
ଲୋକଙ୍କୁ ମିଳୁନି, ଘାଟ୍ କଟିଂ କାମ କରୁଛି ମେଶିନ୍
ପଟ୍ଟାଙ୍ଗି, ୧୪।୨(ଡି.ଏନ୍.ଏ):ଗ୍ରାମାଞ୍ଚଳର ଲୋକଙ୍କୁ ରୋଜଗାରକ୍ଷମ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଉନ୍ନୟନ କାମ କରୁଛନ୍ତି। ଉକ୍ତ କାମରେ ଗ୍ରାମାଞ୍ଚଳ ଲୋକଙ୍କୁ ନିୟୋଜିତ କରିବାକୁ ମଧ୍ୟ କେତେକ ଜାଗାରେ ନିୟମ ରହିଛି। କିନ୍ତୁ ଗ୍ରାମାଞ୍ଚଳରେ ଏହାର ବାସ୍ତବ ଚିତ୍ର ଅଲଗା।…
ବର୍ଷେ ନ ପୂରୁଣୁ ଭୁଶୁଡ଼ିଲା ପୋଲ, ସମସ୍ୟାରେ ଗ୍ରାମବାସୀ
ମାଲକାନଗିରି,୧୪ା୨(ଡି.ଏନ୍.ଏ.):ମାଲକାନଗିରି ଜିଲାର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ତାହା ଜନସାଧାରଣଙ୍କ ସ୍ବାର୍ଥରେ ଲାଗିପାରୁନି। ତଳସ୍ତରରେ କେତେଜଣ ଅଧିକାରୀ ଓ କର୍ମଚାରୀ ଏଥିରେ ଅବହେଳା କରୁଥିବାରୁ ଯୋଜନା ଗୁଡ଼ିକର ସଫଳ ରୂପାୟନ ହୋଇପାରୁନି। ମାଲକାନଗିରି ଜିଲା ମାଥିଲି…
ସ୍ତ୍ରୀ ଓଢଣୀରେ ଫାଶୀ ଲଗାଇଲେ ସ୍ବାମୀ
ପାଟଣା,୧୪।୨(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକ ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଲହରୁ ସ୍ତ୍ରୀର ଓଢଣୀରେ ଘର ଭିତରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ହେଲେ…
ପରେଡ୍ ଗ୍ରାଉଣ୍ଡ ବନ୍ଦ, ଖେଳକୁଦରେ ସମସ୍ୟା
ରାଉରକେଲା ଅଫିସ,୧୪।୨: ରାଉରକେଲା ଉଦିତନଗର ସ୍ଥିତ ପରେଡ୍ ଗ୍ରାଉଣ୍ଡ ଖେଳ ପଡିଆକୁ ବନ୍ଦ ରଖାଯାଇଥିବାରୁ ସ୍ଥାନୀୟ ଶିକ୍ଷାନୁଷ୍ଠାନ ଏବଂ କ୍ରୀଡାବିତ୍ଙ୍କ ଖେଳକୁଦରେ ଅସୁବିଧା ହେଉଛି। ଫଳରେ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ହକି ବିଶ୍ୱକପ୍ ପୂର୍ବରୁ ଉଦିତନଗର ସ୍ଥିତ ପରେଡ୍…
ଦୁର୍ଘଟଣାରେ ହରାଇଥିଲେ: ଲାଗିଲା କୃତ୍ରିମ ଗୋଡ
ବିନିକା,୧୪ା୨(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ସିନ୍ଦୂରପୁର ଗ୍ରାମର ରମେଶ ନାଏକ ଦେଢ଼ବର୍ଷ ତଳେ ଏକ ଦୁର୍ଘଟଣାର ଶିକାର ହୋଇଥିଲେ। ଚିକିତ୍ସା ପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ସେ ତାଙ୍କର ଡାହଣ ଗୋଡ଼ ହରାଇଥିଲେ।…

