ରାସ୍ତା ପ୍ରଶସ୍ତୀକରଣରେ କଟିବ ୩୧୫୮ ଗଛ
ସୋନପୁର,୧୪।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫଲାଇନ କୁହାଯାଉଥିବା ଅର୍ଜୁନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ ହୋଇଛି। ୨ ଥାକିଆ…
ମନ୍ତ୍ରୀଙ୍କ ଚା ଖଟିରେ ଦୁଇ ଆଶାୟୀଙ୍କୁ ନେଇ ଚର୍ଚ୍ଚା
ସମ୍ବଲପୁର,୧୪ା୨(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ଏହି ସମୟରେ ରେଢ଼ାଖୋଲଠାରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ରେଢ଼ାଖୋଲ ଛକର ଏକ ଚା ଦୋକାନରେ ଏକ ଖଟି ଆୟୋଜନ ହୋଇଥିଲା।…
ଜମାଟଙ୍କା ନ ଫେରାଇଲେ ଆନ୍ଦୋଳନ
ବରଗଡ଼ ଅଫିସ୍,୧୪।୨ ଚିଟଫଣ୍ଡ୍ ସଂସ୍ଥା ଦ୍ୱାରା ଅନେକ ଜମାକାରୀ ଠକାମୀର ଶୀକାର ହୋଇଛନ୍ତି। ସରକାରଙ୍କ ପାଖରେ ବାରମ୍ବାର ଦାବି ସତ୍ତ୍ବେ ସେମାନେ ସେମାନଙ୍କ ଜମାଟଙ୍କା ଫେରି ପାଇ ନାହାନ୍ତି। ଏହାକୁ ନେଇ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ…
୨୧ରେ ବିଧାନସଭା ସମ୍ମୁଖରେ ଧାରଣା
ତାଳଚେର, ୧୪ା୨ (ନି.ପ୍ର.): ତାଳଚେର-ପାଲଲହଡା ଓ ପରଜଙ୍ଗ ଅଞ୍ଚଳକୁ ନେଇ ତାଳଚେରକୁ ଜିଲା ଘୋଷଣା କରିବା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚାଲିଥିବା ଶାନ୍ତିପୂର୍ଣ୍ଣ ଗଣଧାରଣା ସୋମବାର ୭୦ ଦିନରେ ପହଞ୍ଚିଛି। କମିଟି ପକ୍ଷରୁ କୁହାଯାଇଛି,…
୪ ପଦକ ଜିତିଲେ ଢେଙ୍କାନାଳ ପ୍ରତିଯୋଗୀ
ଢେଙ୍କାନାଳ ଅଫିସ, ୧୪।୨: ମହାରାଷ୍ଟ୍ର ପୁଣେସ୍ଥିତ ନିୟୁ ପ୍ରଭୁ ଶ୍ରୀଲର୍ନ ପରିସରରେ ଆୟୋଜିତ ଜାତୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଓଡ଼ିଶା ଦଳରେ ପ୍ରତିନିଧିତ୍ୱ କରୁଥିବା ଢେଙ୍କାନାଳର ୩ ପ୍ରତିଯୋଗୀ ପଦକ ଜିତିଛନ୍ତି। ସେଣ୍ଟ ଜାଭିୟର୍ସ ହାଇସ୍କୁଲର ଶୁଭ୍ରାଂଶୁ ସାହୁ ସ୍ବର୍ଣ୍ଣ, ଗୁରୁଦେବଜୀ ଗୁରୁକୁଳର…
ତାତିଲେ ଚାଷୀ
ଢେଙ୍କାନାଳ ଅଫିସ, ୧୪।୨: ବଳକା ଧାନକୁ ନେଇ ଢେଙ୍କାନାଳ ଜିଲାର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଟୋକନ ଅନୁଯାୟୀ ବିକ୍ରି କରିବା ସତ୍ତ୍ୱେ ଚାଷୀଙ୍କ ପାଖରେ ପର୍ଯ୍ୟାପ୍ତ ଧାନ ବଳିପଡ଼ିଛି। ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ମଣ୍ଡି ତୁଳନାରେ…
ଏକ୍ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍ଙ୍କ ବୟାନ ରେକର୍ଡ
ବ୍ରହ୍ମପୁର ଅଫିସ,୧୪ା୨: ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ଅନ୍ୟତମ ସାକ୍ଷୀ ଥିବା ଏକ୍ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍ ପ୍ରଦୀପ କୁମାର ମହାରଣା ସୋମବାର ଅତିରିକ୍ତ ଜିଲା ଜଜ୍-୩ (ଏଡିଜେ) ଡ. ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ମୁଖ୍ୟ…
କଲେଜରେ ରହିବ ଏନ୍ସିସି ଜିଇ ପାଠ୍ୟକ୍ରମ
ଭଞ୍ଜନଗର,୧୪।୨(ଡି.ଏନ.ଏ): ଏନ୍ସିସି ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସରକାର ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷଠାରୁ ସ୍ନାତକରେ ଏନ୍ସିସି ଜେନେରାଲ ଇଲେକ୍ଟିଭ୍ (ଜିଇ) ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ନିଷ୍ପତ୍ତିି ନେଇଛନ୍ତି । ଏଥିଲାଗି ଆଗାମୀ ପଦକ୍ଷେପ ନେବାପାଇଁ ବ୍ରହ୍ମପୁର…
ମାଡ଼ମାରି ଲୁଟ୍ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ
ବାଲିଗୁଡ଼ା,୧୪ା୨(ଡି.ଏନ୍.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ ନିକଟରୁ ଗୋଟିଏ କାର୍, ଦୁଇଟି ମୋବାଇଲ ଫୋନ୍ ଓ ୩ ହଜାର ଟଙ୍କା ଜବତ…
ଶିକ୍ଷୟିତ୍ରୀଙ୍କ ବଦଳି ଦାବି ନେଇ ସ୍କୁଲରେ ତାଲା
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୪ା୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ଜୋର ଧରିଛି। ସୋମବାର ଅଭିଭାବକଙ୍କ ସମେତ ଗ୍ରାମବାସୀ ଏହି ଦାବି ନେଇ ବିଦ୍ୟାଳୟରେ ତାଲା ପକାଇଛନ୍ତି…
କେନ୍ଦ୍ରୀୟ ଯୋଜନା ହଡ଼ପ ବିରୋଧରେ ଆନ୍ଦୋଳନ
କେନ୍ଦୁଝର/ଚମ୍ପୁଆ,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଲୋକସଭା କ୍ଷେତ୍ରର ବିଭିନ୍ନ ସାଂଗଠନିକ ଚର୍ଚ୍ଚାକୁ ନେଇ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଶନିବାର କେନ୍ଦୁଝର ଗସ୍ତ କରିଥିଲେ। ଜିଲା ଭାଜପା କାର୍ଯ୍ୟାଳୟରେ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ଏକ ବୈଠକ ଅନୁଷ୍ଠିତ…
ତେଜିଲେ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ
ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ’ ମାଧ୍ୟମରେ ୫ଦିନ ଧରି ଜିଲାର ବିଭିନ୍ନ ତହସିଲ ଅଫିସ୍…

