ଆମ ଜିଲା ଖବର

ରେଳ ବିକାଶରେ ଜିଲାକୁ ଅବହେଳା

ବାରିପଦା ଅଫିସ,୧୪।୨: କେନ୍ଦ୍ରର ଭାଜପା ସରକାର ରେଳ ବଜେଟ୍‌ରେ ମୟୂରଭଞ୍ଜ ଜିଲାକୁ ଅବହେଳା କରିଥିବା ଅଭିଯୋଗ ଆଣି ବିଜେଡି ପକ୍ଷରୁ ସୋମବାର ତିନି ଘଣ୍ଟିଆ ପ୍ରତିବାଦ କରାଯାଇଛି। ଜିଲା ମୁଖ୍ୟାଳୟ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାରେ ଦଳ ବିକ୍ଷୋଭ ପ୍ରଦର୍ଶନ…

ପେଟ୍ରୋଲ ଢାଳି ନିଆଁ ଲଗାଯାଇଛି: ଭାଜପା

ଦେବଗଡ଼,୧୪।୨(ଡି.ଏନ୍‌.ଏ.) : ଦେବଗଡ଼ ପୌରପରିଷଦ କାଉନସିଲ ହଲରେ ରବିବାର ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଘଟଣାକୁ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା । ଭାଜପା ପକ୍ଷରୁ ସ୍ଥାନୀୟ ବିଧାୟକଙ୍କ ବାସଭବନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ…

ଜେଲରୁ କଏଦୀ ଫେରାର

ଭବାନୀପାଟଣା,କର୍ଲାମୁଣ୍ଡା/ରୁପ୍ରାରୋଡ,୧୪।୨(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ସବ୍‌ଜେଲରୁ ଜଣେ ବିଚାରାଧୀନ କଏଦୀ ପାଚେରି ଡେଇଁ ଫେରାର ହୋଇଥିବା ଜଣାପଡିଛି। ଫେରାର୍‌ କଏଦୀ ଜଣକ ନର୍ଲା ଥାନା ରୁପ୍ରାରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝି। ଏକ ଘରୋଇ ଗଣ୍ଡଗୋଳ ମାମଲାରେ ନର୍ଲା ପୋଲିସ ବିଶାମିତ୍ରଙ୍କୁ…

ସମସ୍ୟା ତୁଟିଲେ ୫ ହଜାର ହେକ୍ଟରରେ ଫସଲ ହେବ

କେନ୍ଦ୍ରାପଡ଼ା ଅଫିସ, ୧୪ା୨:ଶିଳ୍ପବିହୀନ କେନ୍ଦ୍ରାପଡ଼ାର ଅର୍ଥନୀତି କୃଷିଭିତ୍ତିକ। ଏହାସତ୍ତ୍ୱେ ରାଜ୍ୟ ସରକାର ଜଳସେଚନ ପରି ମୁଖ୍ୟ ସମସ୍ୟାକୁ ଦୂରକରୁନାହାନ୍ତି। ପୂର୍ବରୁ ବ୍ରାହ୍ମଣୀ ଓ ଗୋବରୀ ମଧ୍ୟରେ ଥିବା ସଂଯୋଗ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଜଳସେଚନ ଅବ୍ୟବସ୍ଥାରୁ ୫ ହଜାରରୁ…

ଧିମେଇ ଚାଲିଛି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ କୋଠା ନିର୍ମାଣ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.):ଚଣ୍ଡିଖୋଲସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏହାର ପରିବର୍ଦ୍ଧିତ କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ଦୀର୍ଘ ୩ ବର୍ଷ ହେଲା ଚାଲିଥିଲେ ମଧ୍ୟ ଶେଷ ହେବାର ନାଁ ଧରୁନି। ଚାରବାଟିଆ ପୂର୍ତ୍ତବିଭାଗ ଅଧୀନରେ ବଡ଼ଚଣା ଉପଖଣ୍ଡ କାର୍ଯ୍ୟାଳୟ ଦ୍ୱାରା କରାଯାଉଥିବା ଏହି…

ବୃଦ୍ଧା ବାପାଙ୍କ କାନ୍ଧରେ ଯୁବା ପୁଅର ବୋଝ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.):ଯେଉଁ ବୟସରେ ପୁଅ ଖଟି ରୋଜଗାର କରି ନିଜ ପିତାମାତାଙ୍କୁ ପ୍ରତିପୋଷଣ କରିବାର କଥା ସେତେବେଳେ ବୃଦ୍ଧ ବାପାଙ୍କ ଉପରେ ବୋଝ ପାଲଟିଛନ୍ତି ୩୦ବର୍ଷର ପୁଅ ା ଭାଗ୍ୟର ବିଡ଼ମ୍ବନା, ଯେଉଁ ଯନ୍ତ୍ରଣା କି କହିହୁଏ ନାହିଁ କି ସହି ହୁଏ…

ଗରିବଙ୍କ ପାଇଁ ଆବାସ ଯୋଜନା ସ୍ୱପ୍ନ

କୋରେଇ,୧୪ା୨(ଡି.ଏନ.ଏ.):ଯାଜପୁର ଜିଲା କୋରେଇ ବ୍ଲକ୍‌ ଅନ୍ତର୍ଗତ ୨୮ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସକୁ ନେଇ ଦିନକୁ ଦିନ ଅସନ୍ତୋଷ ଘନୀଭୂତ ହେବାରେ ଲାଗିଛି । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ପାଇବାକୁ ଗରୀବ ହିତାଧିକାରୀମାନେ ପଞ୍ଚାୟତଠାରୁ ବ୍ଲକ୍‌ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ନୟାନ୍ତ…

ବ୍ରାହ୍ମଣୀ ନଦୀ ବାମପାଶର୍‌ବ ବନ୍ଧରୁ ଅତଡ଼ା ଖସୁଛି

ପଟ୍ଟାମୁଣ୍ଡାଇ,୧୪ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଅଳପୁଆ ପଞ୍ଚାୟତ ଦାମୋଦରପାଟଣା, ସୁବଳପୁର, ମଣିରାମପୁର ପ୍ରଭୃତି ଗ୍ରାମ ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ। ବ୍ରାହ୍ମଣୀ ନଦୀ ବନ୍ଧର ବାମପାର୍ଶ୍ୱର କେତେକ ସ୍ଥାନରୁ କ୍ରମାଗତ ଭାବେ ଅତଡ଼ା ଧସିବାରେ ଲାଗିଛି। ଫଳରେ ପାଖରେ ଥିବା ଚାଷଜମିଗୁଡିକ…

ନିର୍ମାଣର ୧ ମାସ ପରେ ଉଠିଯାଉଛି ପିଚୁ

ବାଲିକୁଦା,୧୪ା୨(ସ୍ବ.ପ୍ର.):ଜଗତ୍‌ସିଂହପୁର ଗ୍ରାମ ଉନ୍ନୟନ ବିଭାଗ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମାସେ ପୂର୍ବେ ମରିଚପୁର-ବନ୍ଦର ରାସ୍ତା ନିର୍ମାଣ ହୋଇଥିଲା। ମାତ୍ର ଏଠାରେ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଛି। ଜଗତ୍‌ସିଂହପୁର ଜିଲାର ବଙ୍ଗୋପସାଗର ଓ ଦେବୀନଦୀର ସଙ୍ଗମସ୍ଥଳ ହେଉଛି ବନ୍ଦର ା ଏଠାରେ ମା’…

ଡାକ୍ତରଖାନା ଛାତରେ ଚଢ଼ି ଯୁବକଙ୍କ ଉନ୍ମତ୍ତକାଣ୍ଡ

ନବରଙ୍ଗପୁର,୧୪।୨(ବି.ପ୍ର.):ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଛାତରେ ଚଢ଼ି ଜଣେ ମାନସିକ ବିକୃତ ଯୁବକ ତଳକୁ ଡେଇଁବାକୁ ଧମକ ଦେଇଥିଲେ। ଦୀର୍ଘ ୧ ଘଣ୍ଟା ପରେ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରିଥିଲା। ଉକ୍ତ ଯୁବକଙ୍କ ନାମ ଶ୍ୟାମ ହରିଜନ। ସେ କେଉଁ…

‘ଜାତୀୟ ପତାକା ଭାରତର ଆତ୍ମା’

ପୁରୀ ଅଫିସ, ୧୪ା୨:ଜାତୀୟ ପତାକା ଭାରତର ଆତ୍ମା। ଏହା ଭାରତର ପ୍ରକୃତ ଚରିତ୍ର ଓ ପରିଚୟ, ଯାହା ପ୍ରତ୍ୟେକ ଭାରତୀୟଙ୍କୁ ଦେଶପ୍ରେମରେ ଉଦବୁଦ୍ଧ କରିଥାଏ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ସୋମବାର ପୁରୀ ପ୍ରବେଶ ପଥ ବୀରହରେକୃଷ୍ଣପୁର ଛକଠାରେ…

ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ସୋମବାର ସଡ଼କ ଦୁର୍ଘଟଣାରେ ନବଦମ୍ପତିଙ୍କ ମୃତ୍ୟୁ ଘଟଣା ଗଞ୍ଜାମ ଜିଲା ଗୋଳନ୍ଥରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?