ଆମ ଜିଲା ଖବର

ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା

କଟକ ଅଫିସ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ

ପାଟଣା,୨୦ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡ଼ା ଗାଁର ଏକ କୂଅ ଭିତରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଉଛନ୍ତି ତୁରୁମୁଙ୍ଗା ଗ୍ରାମର ମାନସ କୁମାର ପୃଷ୍ଟି ଓରଫ ବାବୁଲ। ସୂଚନା ଯେ, ମାନସ ଦୁଇଦିନ…

ସରିଲା ମାଟ୍ରିକ ପରୀକ୍ଷା

କଟକ ଅଫିସ,୨୦ା୩: ସୋମବାର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଆଜି ଗଣିତ ପରୀକ୍ଷା ହୋଇଥିଲା। ସକାଳ ୮ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ଶେଷ ହୋଇଥିଲା। ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ…

ବର୍ଷା ସାଙ୍ଗକୁ ପବନ: ରାସ୍ତାରେ ଉପୁଡ଼ି ପଡ଼ିଲା ଗଛ

କେନ୍ଦୁଝର,୨୦ା୩(ସ୍ବ.ପ୍ର.): ସୋମବାର ଭୋର୍‌ ସମୟରେ ହଠାତ୍‌ ବର୍ଷା ଓ ପବନ କେନ୍ଦୁଝର ସହର ମାଇନିଂ ରୋଡ୍‌ରେ ଏକ ଗଛ ଉପୁଡ଼ିବାରୁ ଯାତାୟାତ ବ୍ୟାହତ ହୋଇଛି। ବିଦ୍ୟୁତ୍‌ ଓ କେବୁଲ ମଧ୍ୟ ଛିଣ୍ଡି ଯାଇଛି। ଆଜି ଭୋର୍‌ରୁ ହଠାତ୍‌ ବର୍ଷା ଓ ପବନ…

ଲୋକାର୍ପଣ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ

ନିଶ୍ଚିନ୍ତକୋଇଲି,୨୦।୩ (ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରତି ପରିବାରକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ସ୍ଥାନରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। କିନ୍ତୁ ଦୁଃଖର ବିଷୟ ବିଭାଗୀୟ ଯନ୍ତ୍ରୀଙ୍କ ଅପାରଗତା ଓ ଉଦାସୀନ ତଥା ଲାଞ୍ଚଖୋର ମନୋଭାବ…

ଘାଟିରେ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ

କେନ୍ଦୁଝର,୨୦ା୩(ସ୍ବ.ପ୍ର.): ପାଲଲହଡ଼ାରୁ କେନ୍ଦୁଝର ଅଭିମୁଖେ ଆସୁଥିବା ମା’ ବସ୍‌ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। କେତେକ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଅନ୍ୟମାନେ ସୁରକ୍ଷିତ ଅଛନ୍ତି। ବସ୍‌ଟି ଘାଟି ରାସ୍ତାରେ ଆସୁଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ବାମପାର୍ଶ୍ୱକୁ…

କମାକଣ୍ଟିଆ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ବିରୋଧରେ ଅଭିଯୋଗ, ତଦନ୍ତ ରିପୋର୍ଟ ଚାପିଛି ଜିଲା ସ୍ବାସ୍ଥ୍ୟ ବିଭାଗ

ପୁରୀ ଅଫିସ,୨୦ା୩: ପିପିଲି ବ୍ଲକ୍‌ର କମାକଣ୍ଟିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିୟୋଜିତ ଥିବା ଡାକ୍ତର ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ନେଇ ସାମାଜିକ କର୍ମୀ ଦିଲୀପ ବରାଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଥିଲେ। ଏନେଇ ବାରମ୍ବାର ଅଭିଯୋଗ ପରେ…

ବଢୁଛି ଅପରାଧ, ଚିନ୍ତାରେ ପୋଲିସ

ପୁରୀ ଅଫିସ,୨୦ା୩: ପର୍ଯ୍ୟଟନ ସହରରେ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ପୋଲିସ କିଛି ମାତ୍ରାରେ ବଟି ଆଦାୟ ଓ ନିଶାଦ୍ରବ୍ୟ କାରବାର ଉପରେ ନିୟନ୍ତ୍ରଣ ପାଇଛି। ମାତ୍ର ଅନ୍ୟ ଆପରାଧିକ ମାମଲା ରୋକିବାରେ ବିଫଳ ହୋଇଥିବା ସାଧାରଣରେ ଅଭିଯୋଗ ହେଉଛି। ଏଥିଯୋଗୁ…

ଘରଠୁ ହୋଟେଲ ସବୁଠି ପଖାଳର ବାସ୍ନା

ପୁରୀ ଅଫିସ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ ଦିନ…

ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୦ା୩: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା, ମୋରମ, ବାଲି, କଳାମୁଗୁନି ପଥର, ବଉଳମାଳା (ମନ୍ଦିର ନିର୍ମାଣରେ ବ୍ୟବହୃତ ମୂଲ୍ୟବାନ ପଥର) ଚାଲାଣ କରୁଛନ୍ତି। ବେଆଇନ ଭାବେ…

ପଖାଳକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳୁ

କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍‌ ମିଳିପାରିନାହିଁ।…

ସଜେଇ ହେଉଛି କ୍ଷୀରନଦୀ ପୀଠ

ରସୁଲପୁର,୨୦ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ଓ ଶ୍ରୀବନ୍ତପୁର ପଞ୍ଚାୟତର ମଧ୍ୟବର୍ତ୍ତୀ ସ୍ଥଳ କ୍ଷୀର ନଦୀ ପୀଠରେ ମା’ ବିରଜା ବିଶ୍ୱରୂପା ନବକୁଣ୍ଡିୟ ବିଶ୍ୱକଲ୍ୟାଣ ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ମା’ ବିରଜାଙ୍କ ନିର୍ଦ୍ଦେଶକ୍ରମେ ଭୂମିପୂଜନ ଦିବସରୁ ଆଜ୍ଞାମାଳ ଅଣାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?