ମୋକିମ୍ଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏଥର ଦିଲ୍ଲୀରେ …
ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା ହସ୍ତକ୍ଷେପ…
ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…
ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…
ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ
ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି…
ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…
କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ ପରେ ଅନ୍ତ ଘଟାଇ କୁନ୍ଦୁରା ବ୍ଲକକୁ ମିଳିଛି ନୂତନ ଅଧ୍ୟକ୍ଷା ପଦବୀ। ଗତ ଦିନରେ…
ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ
ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ୧୩ ତାରିଖ ଯାଏ ପ୍ରବଳ ଶୀତ ଲାଗି ରହିବ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ
ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ ଏ ସମ୍ପର୍କରେ ବାରମ୍ବାର ଜଣାଇଥିଲେ ମଧ୍ୟ ଏଥିପ୍ରତି ଏନ୍ଏସି ପ୍ରଶାସନ, ଅଧ୍ୟକ୍ଷ, ଏମ୍ପି, ବିଧାୟକ…
ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ
ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ ଅସନ୍ତୋଷ। ସମ୍ବଲପୁରର ରେମେଡ, ସିନ୍ଦୁରପଙ୍କ ବାଇପାସରେ ଜାତୀୟ ରାଜପଥ(୫୩) ଏବଂ ହୁମା ଛକରେ ରାଜ୍ୟ…
ସନ୍ଦେହଜନକ ଅବସ୍ଥାରେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସ୍ବାମୀ ପୋଡି ଦେଇଥିବା ଅଭିଯୋଗ ଆଣିଲେ…
ପାଟଣାଗଡ,ବେଲପଡ଼ା,୧୨/୧୨(ସଚ୍ଚିଦାନନ୍ଦ ମହାକୁର),(ମନୋଜ ମିଶ୍ର): ବଲାଙ୍ଗୀର ଜିଲା ବେଲପଡା ଥାନା କଟାପାଲିରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଜଣେ ବିବାହିତ ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତକ ମହିଳା ଜଣଙ୍କ ହେଲେ ପିଣ୍ଟୁ ପରୁଆଙ୍କ ସ୍ତ୍ରୀ କୁଲବତୀ…
ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ
ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ ଗୁରୁବାର ପୂର୍ବାହ୍ନରେ ବନ୍ଦ କରିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସେତୁ ନିର୍ମାଣ…
ପ୍ରସ୍ତାବିତ ଷ୍ଟିଲ୍ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…
ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା ମାଟି ଛଡାଇ ନେବାକୁ ଉଦ୍ୟମ ଚାଲିଛି। ଏକର ପିଛା ୧୦କୋଟି ଟଙ୍କା ଦାବି କରିଛନ୍ତି…
ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼ ଦେଖିବାକୁ ମିଳିଛି । ଏହି ଅବସରରେ ଭାଜପାର ବରିଷ୍ଠ ନେତା ତଥା ଲୋକପ୍ରିୟ ନେତା…
ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ
ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି କରି ଗ୍ରାମବାସୀଙ୍କ ହାତରେ ଧରାପଡିଛନ୍ତି। ଗ୍ରାମବାସୀ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାରକୁ…
Archives


