ଆମ ଜିଲା ଖବର

‘ହାଲ୍‌’ ତଥ୍ୟ ପ୍ରଘଟ ଚର୍ଚ୍ଚା

ଭାରତରୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାକୁ ବାହାର ଦେଶ ଦ୍ୱାରା ନିୟୋଜିତ ସୁନ୍ଦରୀ ତରୁଣୀମାନେ ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସେମାନେ ବିଭିନ୍ନ ପ୍ରତିରକ୍ଷା ଓ ଆନୁଷଙ୍ଗିକ ସଂସ୍ଥାର କର୍ମଚାରୀମାନଙ୍କୁ ପ୍ରେମ ଜାଲରେ (ହନି ଟ୍ରାପ୍‌) ଫସାଇ ତଥ୍ୟ ସଂଗ୍ରହ କରିନେଉଛନ୍ତି।…

ଭାରତୀୟ ଖାଦ୍ୟ ସୁରକ୍ଷାର ଆଧାର ଚାଉଳ: ରାଷ୍ଟ୍ରପତି

କଟକ ଅଫିସ,୧୨।୨: ଭାରତୀୟ ଖାଦ୍ୟ ସୁରକ୍ଷାର ମୁଖ୍ୟ ଆଧାର ଓ ଅର୍ଥନୀତିର ପ୍ରମୁଖ ଅଙ୍ଗ ହେଉଛି ଚାଉଳ। ଆମ ସଂସ୍କୃତି ଓ ଐତିହ୍ୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଅକ୍ଷତ କୁହାଯାଉଥିବା ଅଭଙ୍ଗା ଚାଉଳ ପ୍ରଗତି ଓ ପୂର୍ଣ୍ଣ ଜୀବନର ପ୍ରତୀକ…

୬୦ଦିନ ପରେ ଜେଲରୁ ବାହାରିଲେ ୨୯ ଓକିଲ

ସମ୍ବଲପୁର,୧୨।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନଜନିତ ଭଙ୍ଗାରୁଜା ମାମଲାରେ ଗିରଫ ହୋଇଥିବା ୨୯ ଜଣ ଆଇନଜୀବୀଙ୍କୁ ହାଇକୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଶନିବାର ସମ୍ବଲପୁର କୋର୍ଟରେ କାଗଜପତ୍ର ପ୍ରକ୍ରିୟା ଶେଷ ହେବା ପରେ ଅପରାହ୍ନ…

ଖଣିଜ ପାଣ୍ଠିରୁ ନିର୍ମାଣ ହେବ ମଣ୍ଡି

ଯାଜପୁର ଅଫିସ,୧୨।୨: ରାଜ୍ୟରେ ଖରିଫ ଋତୁ ଧାନ ସଂଗ୍ରହ ଚାଲିଥିବାବେଳେ ମଣ୍ଡିରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଚାଷୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିପୁଳ ସଂଖ୍ୟାରେ ଧାନ ବସ୍ତା ମଣ୍ଡିରେ ପଡ଼ି ରହୁଥିବା ବିଧାନସଭାରେ ଅଭିଯୋଗ ହୋଇଥିଲା। ତଦନୁଯାୟୀ ରାଜ୍ୟ ସରକାରଙ୍କ…

ବିନା ପାର୍କିଂରେ ମାର୍କେଟ କମ୍ପ୍ଲେକ୍ସ

କେନ୍ଦୁଝର,୧୧ା୨(ସ୍ବ.ପ୍ର.): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ ସମସ୍ୟା ଗୁରୁତର ହୋଇପଡ଼ିଛି। ତେବେ ଏ ନେଇ ପୌର ପ୍ରଶାସନ ପକ୍ଷରୁ ଦୃଷ୍ଟି ଦିଆଯାଉ ନ ଥିବାରୁ ଏଭଳି ଅସନ୍ତୋଷ ବଢୁଛି। ସ୍ଥାନୀୟ ରାମରାମ ଗଳିରେ…

ହାତୀ ଦାନ୍ତ ଜବତ, ଜଣେ ଗିରଫ

କେନ୍ଦୁଝର,୧୧ା୨(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ଥାନା ମେଲାଣ ଗ୍ରାମ ନିକଟ ଏନ୍‌ଏଚ୍‌ ୨୦ ନିକଟରୁ ବନ ବିଭାଗ ଜଣେ ହାତୀ ଦାନ୍ତ ଚୋରଙ୍କୁ ଗିରଫ କରିଛି। ତାଙ୍କ ଠାରୁ ୧୦.୧୬୦ କିଲୋର ଆଠ ଖଣ୍ଡ ଦାନ୍ତ ଜବତ କରିଥିବା ବେଳେ ସେଥିରୁ…

ବିଷ୍ଣୁପୁରରେ ହାତୀ ଆତଙ୍କ

ବୌଦ୍ଧ,୧୧ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସମ୍ପୋଚ ଗ୍ରାମ ନିକଟ ବିଷ୍ଣୁପୁର ଗ୍ରାମରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗାମବାସୀ ଭୟଭୀତ ହୋଇଥିବା ଜଣାପଡ଼ିଛ। ଶନିବାର ସକାଳୁ ୩ଟି ହାତୀକୁ ଗ୍ରାମ ମୁଣ୍ଡରେ ଦେଖିବାକୁ ମିଳିଥିଲା। ଏହି ହାତୀଙ୍କ ମଧ୍ୟରେ ୨ଟି…

ବେଙ୍ଗ ତରକାରି ଖାଇ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୧ା୨(ସ୍ବ.ପ୍ର.): ବାମେବାରୀ ଥାନା ଅନ୍ତର୍ଗତ ଗୁରୁଡ଼ା ଗ୍ରାମରେ ବେଙ୍ଗ ତରକାରି ଖାଇ ଜଣେ ବାଳିକାର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ଥିବା ଜଣାପଡ଼ିଛି। ମୃତକଙ୍କ ନାମ ସୁମିତ୍ରା ମୁଣ୍ଡା (୬) ବୋଲି…

ବୌଦ୍ଧରେ କଂଗ୍ରେସର ‘ହାତ୍‌ ସେ ହାତ୍‌ ଯୋଡ଼ୋ’ କାର୍ଯ୍ୟକ୍ରମ

ବୌଦ୍ଧ,୧୧ା୨(ସ୍ବ.ପ୍ର.): ବୌଦ୍ଧ ଜିଲା କଂଗ୍ରେସ କମିଟି ପକ୍ଷରୁ ପଞ୍ଚାୟତସ୍ତରରେ ‘ହାତ୍‌ ସେ ହାତ୍‌ ଯୋଡ଼ୋ’ କାର୍ଯ୍ୟକମ ଶନିବାର ଆରମ୍ଭ ହୋଇଛି। ଜିଲା କଂଗ୍ରେସ କମିିଟି ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ୱରେ କଣ୍ଟାମାଳ ବ୍ଲକର ଆମ୍ବଗାଁ ଓ ହରଭଙ୍ଗା ବ୍ଲକର ବନ୍ଧାପଥରଠାରେ…

‘ହାଲ୍‌’ର ଦୁଇ କର୍ମଚାରୀଙ୍କୁ ଉଠାଇନେଲା ସିବିଆଇ

କୋରାପୁଟ,୧୧ା୨(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ)ରେ ଶନିବାର ଅପରାହ୍ନରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ( ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇ ହାଲରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ଉଠାଇ ନେଇଛି। ଉଠାଇ ନେଇଥିବା କର୍ମଚାରୀ ସତ୍ୟଜିତ୍‌ ଖାଡ଼ଙ୍ଗା, ଦେବାଶିଷ…

ବାଇକ୍‌କୁ ଧକ୍କା ଦେଲା କାର୍‌, ଜଣେ ମୃତ

ଆନନ୍ଦପୁର,୧୧ା୨(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ନୂଆଗାଁ ଛକ ନିକଟରେ କେନ୍ଦୁଝର ପାର୍ଶ୍ୱରୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ଜଣେ ବାଇକ୍‌ ଆରୋହୀଙ୍କୁ ପଛରୁ ଧକ୍କା ଦେଇ ରାସ୍ତା ତଳକୁ ଓଲଟିପଡ଼ିଥିଲା। ସ୍ଥାନୀୟ…

କେନ୍ଦୁଝର ଦେଇ ଚଳାଚଳ କଲା ରାଞ୍ଚି-ଭେଲୁପୁରମ ଏକ୍ସପ୍ରେସ୍‌

କେନ୍ଦୁଝର,୧୧ା୨(ସ୍ବ.ପ୍ର.): ଭାରତୀୟ ରେଳବାଇ ପକ୍ଷରୁ ରାଞ୍ଚିଠାରୁ ଭେଲୁପୁରମ ଭାୟା କେନ୍ଦୁଝର ଦେଇ ଏକ ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ୍‌ ଟ୍ରେନ୍‌ ସାମୟିକ ଭାବେ ଚଳାଚଳ କରିଛି। ଦକ୍ଷିଣ-ପୂର୍ବ ରେଳବାଇର ସହକାରୀ ଟ୍ରାନ୍ସପୋର୍ଟ ମ୍ୟାନେଜର କୌଶିକ ମୁଖାର୍ଜୀଙ୍କ ଦସ୍ତଖତରେ ପ୍ରକାଶିତ ବିଜ୍ଞପ୍ତିରେ, ଏହି ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?